ଝୁଲନ୍ତା ଅବସ୍ଥାରେ ଆମ୍ବଗଛରୁ ମିଳିଲା ନାବାଳକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ ବାଲିଗୁଡ଼ା,୧୩ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୧୨ ବର୍ଷର ନାବାଳକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଗାଁ ନିକଟସ୍ଥ...
ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି: ମାଡ଼ି ବସିଲା ପୋଲିସ ବାଲିଗୁଡ଼ା,୧୦।୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପକ୍ଷରୁ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଥିବା ବେଳେ ଗଞ୍ଜେଇ ମାଫିଆମାନେ ବେଧଡକ ଗଞ୍ଜେଇ ଚାଲାଣ କରୁଛନ୍ତି। ଏଭଳିସ୍ଥିତିରେ ବାଲିଗୁଡ଼ା ପୋଲିସ ପାଟ୍ରୋଲିଂ ବେଳେ ୩୮ କିଲୋ...
କିଶୋର ମାଝି ହତ୍ୟାକାଣ୍ଡର ଅଭିଯୁକ୍ତ ଫେରାର, ସହଯୋଗୀ ଗିରଫ ତୁମୁଡ଼ିବନ୍ଧ,୧୦ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚୟତର ସୁଲେରେଜୁ ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ଅର୍ତ୍ତା ବାଲି ଗ୍ରାମର କିଶୋର ମାଝି ଗତ ଶୁକ୍ରବାର ନିଜ ମାମୁଘର ଗାଁ ସୁଲେରେଜୁ ଆସିଥିଲେ ବାହାଘର ଭୋଜି...
ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ ଫୁଲବାଣୀ,୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା କୋଟଗଡ ଥାନା ଅନ୍ତର୍ଗତ ଦୁର୍ଗାପଙ୍ଗା ସରଂକ୍ଷିତ ଜଙ୍ଗଲରେ କମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଉଭୟ ପକ୍ଷରୁ କେହି ମୃତାହତ ହୋଇନାହାନ୍ତି। ପରେ ସର୍ଚ୍ଚ ଅପରେଶନ...
ଦାବି ପୂରଣ ନ ହେଲେ ସମୂହ ଭୋଟ୍ ବର୍ଜନ କରିବେ ବ୍ରାହ୍ମଣୀଗାଁବାସୀ ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୯ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଦାବି ଜୋର ଧରିଛି। ଶନିବାର ଉକ୍ତ ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାଠାରେ ଏନେଇ ବିଶାଳ ଜନସମାବେଶ ହୋଇଛି। ଏଥିରେ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା...
ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତିଙ୍କୁ ହତ୍ୟା: ଜଙ୍ଗଲ ଭିତରେ ପଡରହିଛି ମୃତଦେହ ଫୁଲବାଣୀ,୯।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ପୂର୍ବତନ ଓ୍ବାର୍ଡ ମେମ୍ବର ଦମ୍ପତ୍ତିଙ୍କୁ ହତ୍ୟା କରାଯାଇିଛି। ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲରେ ମୃତଦେହ ପଡିରହିଛି। ଦୁର୍ଗମ ତଥା ମାଓ ଅଧ୍ୟୁଷିତ...
କାଳହେଲା ଶିବରାତ୍ରି ଯାତ୍ରା: କୁସୁମୁଣ୍ଡା ଘାଟିରେ ଓଲଟିଲା ଟ୍ରାକ୍ଟର, ୩୦ରୁ ଊର୍ଦ୍ଧ୍ୱ ଗୁରୁତର ତୁମୁଡିବନ୍ଧ,୯।୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବେଲଘରରୁ ମହାଶିବରାତ୍ରି ଯାତ୍ରା ଦେଖି ଟ୍ରାକ୍ଟରରେ ଫେରୁଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। କୁସୁମୁଣ୍ଡା ଘାଟି ବୁଲନ୍ତିଆଠାରେ ଶନିବାର ସକାଳେ ଟ୍ରାକ୍ଟର ଓଲଟି ୩୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ଗୁରୁତରମାନେ...
ମହିଳା ଦିବସରେ ସଫଳତା ହାସଲ କରିଥିବା ମହିଳାଙ୍କୁ ପୁରସ୍କୃତ ଦାରିଙ୍ଗବାଡି,୮।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆରେ ଶୁକ୍ରବାର ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ନାରୀମହାସଙ୍ଘର ସଭାନେତ୍ରୀ ଲୁସିମୀନ ପ୍ରଧାନ ଅତିଥିଙ୍କୁ ଆସନ ଗ୍ରହଣ କରାଇଥିଲେ। ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ...
ରାଣୀପଥର ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ ଫୁଲବାଣୀ,୬।୩(ରାକେଶ କୁମାର ରାଉତ): କନ୍ଧମାଳ-ବୌଦ୍ଧ ସୀମା ରାଣୀପଥର ଘାଟିରେ ବୁଧବାର ଭୋରରୁ ଏକ ଯାତ୍ରୀବାହୀ ବସ୍ ଓଲଟି ୨୦ ଯାତ୍ରୀ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତ ମାନଙ୍କୁ ପୁରୁଣାକଟକ ଡାକ୍ତରଖାନାରେ...
କାର୍ ସହ ଧରାପଡ଼ିଲେ ଗଞ୍ଜେଇ ବେପାରୀ ଫିରିଙ୍ଗିଆ,୫ା୩(ବିକ୍ରମ ଦିଗାଲ): ଫିରିଙ୍ଗିଆ ଥାନା ବନ୍ଧଗଡ଼ ପଞ୍ଚାୟତ ଅଧୀନ ମଣିପଦର ଗାଁ ନିକଟ ମୁଖ୍ୟ ରାସ୍ତାରୁ ପୋଲିସ ଏକ କାର ସହ ୧୨୬ କି.ଗ୍ରା ଗଞ୍ଜେଇ ଜବତ କରିଛି। ଏଥିସହ ପୋଲିସ ଗଞ୍ଜେଇ ଚାଲାଣ କରୁଥିବା ୨ ବ୍ୟବସାୟୀଙ୍କୁ ଗିରଫ...
୨୦ ଦିନ ଛୁଟିରେ ଥିଲେ ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀ, କାର୍ଯ୍ୟରେ ଯୋଗଦେବାର ଦିନକ ପରେ ମିଳିଲା ଝୁଲନ୍ତା ମୃତଦେହ ଫୁଲବାଣୀ,୨।୩(ରାକେଶ କୁମାର ରାଉତ): ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦ୍ର ନାୟକଙ୍କ ମୃତଦେହ ନଦୀଖଣ୍ଡି ସାହିସ୍ଥିତ ସରକାରୀ ବାସଭବନରୁ ମିଳିଛି। ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛଥିବା କୁହାଯାଉଛି। ସୂଚନାଯୋଗ୍ୟ, ଗତ ୨୦...
ଜମିରେ ପଚୁଛି ଷ୍ଟ୍ରବେରୀ ଦାରିଙ୍ଗବାଡି,୨୯ା୨(ଅରୁଣ ସାହୁ)ଦାରିଙ୍ଗବାଡି ପ୍ରଥମେ ଜୈବିକ ପଦ୍ଧତିରେ କଫି ଚାଷ କରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି। ସେହି କ୍ରମରେ ଗତ ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମଥର ପାଇଁ କନ୍ଧମାଳ ଜିଲାରେ ଜିଲା ପ୍ରଶାସନର ଉଦ୍ୟମରେ ଷ୍ଟ୍ରବେରୀ ଚାଷ ଆରମ୍ଭ...