‘ଓଡ଼ିଶାରୁ ମାଓବାଦୀ ନିପାତ ଯୋଜନା, କନ୍ଧମାଳରୁ ଆରମ୍ଭ ହେବ ଅପରେଶନ’
ଫୁଲବାଣୀ,୨୨ା୧୧: ଓଡ଼ିଶାରୁ ମାଓବାଦୀ ନିପାତ ଯୋଜନା ରହିଛି। ଏହି ଅପରେଶନ କନ୍ଧମାଳରୁ ହିଁ ଆରମ୍ଭ ହେବ। ଏନେଇ କନ୍ଧମାଳରେ ଡେରା ପକାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ। ଆଇଜି ଅପରେଶନ, ଡିଆଇଜି ଅପରେସଶ ବି କନ୍ଧମାଳରେ ହେବ। ଓଡ଼ିଶାରେ ଏବେ ଆଉ ଅଛନ୍ତି...
ପୁଣି ଚଢିଲା ତାପମାତ୍ରା: ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡି,୨୨।୧୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ପାରଦ ଉପରମୁହାଁ। ଗତ ୩ ଦିନ ତଳେ ପାରଦ ୭ ଡିଗ୍ରୀ ରହିଥିବାବେଳେ ହଠାତ ତାପମାତ୍ରା ଉପରମୁହାଁ ହୋଇ ଶନିବାର ସର୍ବନିମ୍ନ ୧୪ ଡିଗ୍ରୀରେ ପହଞ୍ଚିଛି । ଫଳରେ ଶୀତ...
ପରମ୍ପରା-ସଂସ୍କୃତି-ସାମାଜିକ ଶିକ୍ଷା ପ୍ରତି ଗୁରୁତ୍ୱ, ଛାତ୍ରୀଛାତ୍ର ଶିଖିଲେ ପରିବେଶ ସୁରକ୍ଷା
ଦାରିଙ୍ଗବାଡ଼ି,୨୧ା୧୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରସ୍ବତୀ ଶିଶୁ ମନ୍ଦିରର ବନ ବିହାର କାର୍ଯ୍ୟକ୍ରମ ଡୁଲୁରୀ ପାଇନବଣଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାମନ୍ଦିରର ପରିଚାଳନା କମିଟିର ସଭାପତି ଯୁଧିଷ୍ଠିର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ମଞ୍ଚ...
ରଙ୍ଗତୂଳୀରେ ହ୍ୟୁମାନଙ୍କୁ ମନେ ପକାଇଲେ ଫ୍ୟାନ୍, ଜୀବନ୍ତ ଚିତ୍ର କରି ଚର୍ଚ୍ଚାରେ ସୁନୀଲ
ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ବିୟୋଗ ପରେ ତାଙ୍କ ଫ୍ୟାନ୍ମାନଙ୍କ ମଧ୍ୟରେ ଅନେକ ଚିନ୍ତା ବଢ଼ିଛି। ତାଙ୍କ ସଙ୍ଗୀତକୁ ସମସ୍ତେ ମନେ ପକାଉଥିବାବେବେଳେ ତାଙ୍କ ସମସ୍ତ ସ୍ମୃତିକୁ ସାଉଁଟିବାରେ ଲାଗିଛନ୍ତି ତାଙ୍କ ସମର୍ଥକ ଓ...
ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି ମାଳମାଳ ସମସ୍ୟା, ସମାଧାନ ପାଇଁ ନିଆଗଲା ନିଷ୍ପତ୍ତି
ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ରୋଗୀ କଲ୍ୟାଣ ସମିତିର କାର୍ଯ୍ୟକାରିଣୀ ବୈଠକ ସମିତିର ଅଧ୍ୟକ୍ଷ ତଥା ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଥମେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର...
ଆସୁଛି ଲଘୁଚାପ, ଦେଖାଗଲାଣି ପ୍ରଭାବ: ଶୀତ ଗାଏବ
ଦାରିଙ୍ଗବାଡି, ୨୧।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଗତ ୨ ଦିନ ହେଲା ଶୀତ କମିଛି କୁହାଯାଉଛି। ଲଘୁଚାପ ଆସୁଥିବାବେଳେ ଗୁରୁବାର ମଧ୍ୟାହ୍ନଠାରୁ ପାଗ କେତେବେଳେ ମେଘୁଆ ତ ଆଉ କେତେବେଳେ ହାଲକା ଖରାର ପ୍ରଭାବ...
ପାଠପଢ଼ାରେ ବାଧକ ନ ସାଜୁ ଦୃଷ୍ଟିଶକ୍ତି, ୨୮୦ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରି ଡାକ୍ତର…
ଦାରିଙ୍ଗବାଡ଼ି,୨୦ା୧୧(ଅରୁଣ ସାହୁ): ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଉଛି। ଏହି କ୍ରମରେ ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ କୌଣସି ସମସ୍ୟା ନ ଉପୁଜିବା ପାଇଁ ବିଶେଷ କରି ଅଧ୍ୟୟନ...
ପ୍ଲାଷ୍ଟିକ ଖେଳନା ଗିଳିଦେବାରୁ ଶିଶୁଙ୍କ ମୃତ୍ୟୁ ଘଟଣା: ୨୬ ଘଣ୍ଟା ପରେ ପହଞ୍ଚିଲା ପ୍ରଶାସନ, ରେଡକ୍ରସ ପାଣ୍ଠିରୁ…
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସିମାହା ଗ୍ରାମର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ପୁଅ ବିଗିଲଙ୍କ ଏକ ଖେଳନା ଗିଳିଦେବାରୁ ମୃତ୍ୟୁ ଘଟିଥିଲା।...
ଚିପ୍ସ ପ୍ୟାକେଟ୍ରେ ଥିବା ପ୍ଲାଷ୍ଟିକ୍ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ…
ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର...
ଇକୋ ରିଟ୍ରିଟ୍ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ
ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବୁଧବାର ପୂର୍ବ ଯୋଜନା ଅନୁଯାୟୀ ଅଗ୍ନିଶମ ବିଭାଗର ଗାଡ଼ି ସାଇରନ...
ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା: ତାପମାତ୍ରା ରହିଛି…
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଶୀତରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୨ ସହର। ୮.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ପାଲଟିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୯ ଡିଗ୍ରୀ ରହିଛି। ସେହିପରି କଟକରେ ତାପମାତ୍ରା...
ହ୍ୟୁମାନ ସାଗରଙ୍କୁ ମନେପକାଇଲେ ଯୁବପିଢ଼ି
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଓଡିଶାର ସୁନାମଧନ୍ୟ କଣ୍ଠ ଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ସାରା ରାଜ୍ୟ ଭାଙ୍ଗିପଡ଼ିଥିବାବେଳେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ଯୁବପିଢ଼ି ତାଙ୍କୁ ବହୁତ ମନେ ପକାଉଛନ୍ତି। ଏହି ଅବସରରେ ଦାରିଙ୍ଗବାଡି ସୁବିଧାକେନ୍ଦ୍ରଠାରେ ଅଞ୍ଚଳର ଲୋକମାନେ ଯୁବପିଢ଼ି...
Archives


