ବର୍ଷାରେ ଧୋଇଗଲା ରାସ୍ତା
ଦାରିଙ୍ଗବାଡି,୧୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ପାଣିଗଣ୍ଡା ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ହେଲେ ମଙ୍ଗଳବାର ଲଘୁଚାପଜନିତ ବର୍ଷାରେ ରାସ୍ତାର ବିଭିନ୍ନ ସ୍ଥାନରେ ପିଚୁ ଧୋଇ ହୋଇଯିବା ସହ ବଡ଼ ଖାଲଖମା ସୃଷ୍ଟି ହୋଇ ଅବସ୍ଥା ଶୋଚନୀୟ ହୋଇପଡ଼ିଛି।...