ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା
କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍ ଭଲ ଥିଲି। ପରିବାରର ଦୁର୍ବଳ ଆର୍ଥିକାବସ୍ଥା ପାଇଁ ମୋ ପଢ଼ାଖର୍ଚ୍ଚ ଉଠାଇବାକୁ କ୍ରମେ ପିଲାଙ୍କୁ...