Advertisement

କେନ୍ଦ୍ରାପଡ଼ା

ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

କେନ୍ଦ୍ରାପଡ଼ା,୩୦।୧୦: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ…

5 months ago
ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…

ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…

ଡେରାବିଶ,୩୦।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ୍‌ ମହିଳା ଓ ଶିଶୁ ସମନ୍ବିତ ବିଭାଗର ଜଣେ ଗର୍ଭବତୀ କିରାଣିଙ୍କୁ ସିଡିପିଓ ନିର୍ଯାତନା ଦେବାରୁ ତାଙ୍କ…

5 months ago
ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱରବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ…

5 months ago
୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର…

5 months ago
ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତିବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ…

5 months ago
ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ…

5 months ago
ରାସ୍ତାରୁ ଗଛକାଟି ସଫାକଲେ ବିଧାୟକରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ ବିଧାୟକ…

5 months ago