Advertisement

କେନ୍ଦ୍ରାପଡ଼ା

ଆହାର ମେଣ୍ଟାଉଛି ମୂଷାଗାତ ଧାନଆହାର ମେଣ୍ଟାଉଛି ମୂଷାଗାତ ଧାନ

ଆହାର ମେଣ୍ଟାଉଛି ମୂଷାଗାତ ଧାନ

ମହାକାଳପଡ଼ା, ୧୩ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜନଜାତିମାନଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ମାଳମାଳ ଯୋଜନା କରାଯାଇଛି। ହେଲେ ଏହି ଯୋଜନା ଜନଜାତିମାନଙ୍କ…

3 months ago
ବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେ

ବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେ

କେନ୍ଦ୍ରାପଡା,୧୨।୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର…

3 months ago
ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରାଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା

ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା

ମହାକାଳପଡ଼ା, ୯ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଭିନ୍ନକ୍ଷମମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଏହି ଯୋଜନା…

3 months ago
ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪ ମସିହାରୁ…

3 months ago
ଜଳ ପରିଚାଳନା, ନିଷ୍କାସନରେ ବାଧାଜଳ ପରିଚାଳନା, ନିଷ୍କାସନରେ ବାଧା

ଜଳ ପରିଚାଳନା, ନିଷ୍କାସନରେ ବାଧା

ପଟ୍ଟାମୁଣ୍ଡାଇ,୩ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚାଷୀଙ୍କ ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡ଼ି ଦେଇଛି। ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି।…

3 months ago
ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ରାଜକନିକା,୩ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା, ଭାରିଗଦା ପଞ୍ଚାୟତ ଓ ବରୁଣାଡ଼ିହା ପଞ୍ଚାୟତର ଚାଷୀ ମୁଖ୍ୟତଃ ଚିନାବାଦାମ ଚାଷ ଉପରେ…

3 months ago
ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଗୃହପାଳିତ ପ୍ରାଣୀ ଛେଳି, ମେଣ୍ଢା, କୁକୁଡ଼ା, ଘୁଷୁରି, ଗାଈ ଫାର୍ମ ନିର୍ମାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ…

3 months ago
ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ ହୋଇଥିବା…

3 months ago
ବିଲରେ ଗଜାହେଲା ପାଚିଲା ଧାନବିଲରେ ଗଜାହେଲା ପାଚିଲା ଧାନ

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ ଏକର…

3 months ago
୬୦ ହଜାର ହେକ୍ଟର ଜମି ପ୍ରଭାବିତ୬୦ ହଜାର ହେକ୍ଟର ଜମି ପ୍ରଭାବିତ

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ ଓ…

3 months ago