କେନ୍ଦ୍ରାପଡ଼ା

ଆଦିବାସୀ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ

ମହାକାଳପଡା,୨୧ା୯ (ଡି.ଏନ.ଏ,): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଅଭାବୀ ପରିବାରର ଅର୍ଥ ବାଧକ ଯୋଗୁ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରମାନେ ଉଚ୍ଚତର...

ବିଷ,ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୦ା୯ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନରେ ଦେଶୀୟ ପକ୍ଷୀମାନଙ୍କ କିଚିରମିଚିର କୋଳାହଳ ଶବ୍ଦ ଶୁଣିବାକୁ ମିଳୁଛି। ହେଲେ ଏହି ପକ୍ଷୀମାନେ ବାସସ୍ଥାନର ଗଛଗୁଡିକରେ ବସା ବାନ୍ଧିବାକୁ ଏବେ ଅସୁରକ୍ଷିତ ମଣୁଛନ୍ତି। ସ୍ଥାନୀୟ ଅଞ୍ଚଳର ଶିକାରୀମାନେ ଲୁଚିଛପି ଏହି...

ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୦ା୯:ସାଧାରଣ ନିର୍ବାଚନକୁ ଆହୁରି ଦେଢ଼ ବର୍ଷ ଅଛି। ତେବେ ବିଭିନ୍ନ ରାଜନୈତିକ ଦଳର ସଙ୍ଗଠନ ମଜଭୁତ ପାଇଁ କେନ୍ଦ୍ରାପଡ଼ା ଜିଲା ଚଳଚଞ୍ଚଳ ହେଲାଣି ା ବିଜେଡି ସଙ୍ଗଠନ ମଜଭୁତ ପାଇଁ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି ା ସେହିପରି...

ସ୍ବାସ୍ଥ୍ୟକେନ୍ଦ୍ର ଗେଟ୍‌ରେ ନୋଟିସ, ଫେରିଲେ ରୋଗୀ

ମହାକାଳପଡା,୧୯ା୯ (ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଅଞ୍ଚଳରେ ସାଧାରଣ ରୋଗୀମାନେ ଭରସା କରିଛନ୍ତି ଡାକ୍ତରଖାନା ଯିବେ ଚିକିତ୍ସା ହୋଇ ଘରକୁ ଫେରିବେ। ଏହି ଲକ୍ଷ୍ୟ ନେଇ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା...

ଆଳିଜଙ୍ଗା-ନାଗପୁରା-ନିଳିକଣା ରାସ୍ତା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୧୯ା୯:ଦେଶ ବିକାଶରେ ସଡ଼କ ଯୋଗାଯୋଗ ପଥର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଯୋଜନା ପ୍ରଣୟନ କରି ଅନୁଦାନ ପ୍ରଦାନ କରୁଛନ୍ତି। ତେବେ ଏହି ଅର୍ଥ ତୃଣମୂଳସ୍ତର ପ୍ରକଳ୍ପରେ ନ ଲାଗି ଠିକାଦାର ଓ...

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୯ା୯(ଡି.ଏନ୍‌.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ରବିବାର ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୭,୪୩୧ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୦୮,୬୩୯ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ...

ଧସିଲା ପଥର ପ୍ୟାକିଂ ୱାଲ୍‌

କେନ୍ଦ୍ରାପଡ଼ା ଅଫିସ, ୧୮।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କେରୁଆଁପାଳ ପଞ୍ଚାୟତ ପ୍ରଭାତୀ ଗାଁ ଗହିରମଥା ତଟବନ୍ଧ ପାଶର୍‌ବରେ ହୋଇଥିବା ପଥର ପ୍ୟାକିଂ କ୍ରମାଗତ ଭାବେ ଧସି ଚାଲିଛି। ଏନେଇ ଲୁଣା ନଦୀର ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଦିନ...

କଦଳୀ ଭେଳାରେ ପୂଜା ପାଆନ୍ତି ମା’ମନସା

ମହାକାଳପଡ଼ା,୧୮।୯(ଡି.ଏନ.ଏ.): ସର୍ପ ଦଂଶନରୁ ରକ୍ଷା ପାଇଁ ବଙ୍ଗୀୟ ଲୋକମାନେ ଅଷ୍ଟନାଗ ମା’ ମନସା ଦେବୀଙ୍କ ଚରଣରେ ଶରଣାପନ୍ନ ହୁଅନ୍ତି। ବିଶ୍ବାସ ରହିଛି ମା’ମନସା ଦେବୀଙ୍କୁ ନଦୀରେ କଦଳୀ ଭେଳା କରି ପୂଜାର୍ଚ୍ଚନା କଲେ ପରିବାରରେ ବିପତ୍ତି ପଡ଼େ ନାହିଁ। ମା’...

ଦାଦନ ଖଟିବାକୁ ଯାଇ ବିଦେଶରେ ଶ୍ରମିକ ମୃତ

ମହାକାଳପଡା, ୧୭ା୯(ଡି.ଏନ.ଏ.): ଅଭାବୀ ପରିବାର ମୁହଁରେ ଦାନା ଗଣ୍ଡେ ଦେବା ପାଇଁ ଦାଦନ ଖଟିବାକୁ ପୁଅ ଶ୍ରୀଲଙ୍କା ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କୁମାରପଡ଼ା...

ଘେରିବନ୍ଧରୁ ୫୦ ଫୁଟର ପଥର ପ୍ୟାକିଂ ଖସିଲା

ରାଜନଗର, ୧୭ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗରର ଅନ୍ୟତମ ପ୍ରମୁଖ ଲୁଣା ଘେରିବନ୍ଧ ରଙ୍ଗଣୀ ସର୍କିଟ୍‌ ପ୍ରତି ବିପଦ ସୃଷ୍ଟି ହୋଇଛି। ରଙ୍ଗଣୀ ସର୍କିଟ୍‌ର ପ୍ରଭାତି ନିକଟରେ ରିଟର୍ନିଂ ୱାଲ ଭାଙ୍ଗି ପଥର ପ୍ୟାକିଂ ଧସି ପଡ଼ିଛି। ପ୍ରାୟ ୫୦ ଫୁଟ...

ଜୈବିକ କୃଷି ପ୍ରତି ବଢୁନି ଆଗ୍ରହ

କେନ୍ଦ୍ରାପଡ଼ା ଅଫିସ, ୧୭ା୯: କେନ୍ଦ୍ରାପଡ଼ା ଜିଲାର ଧାନ ଚାଷ ପରେ ସର୍ବାଧିକ କ୍ଷେତରେ ତୈଳବୀଜ ଚାଷ ହେଉଥିଲା। ବାଦାମ, ଶୋରିଷ, ସୂର୍ଯ୍ୟମୁଖୀ, ରାଶି, ଜଡା ଆଦି ଚାଷରେ ଏହି ଅଞ୍ଚଳର କୃଷକ ପରିବାର ରୋଜଗାରର ପନ୍ଥା ବାହାର କରୁଥିଲେ। ଉପଯୁକ୍ତ...

୧୬ ବର୍ଷ ଧରି ସିଂହଗାଁ କଣ୍ଠିଆନାଳ ସେତୁ କାମ ଅଟକିଛି

ପଟ୍ଟାମୁଣ୍ଡାଇ,୧୬ା୯(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ୩୧ଟି ପଞ୍ଚାୟତ ମଧ୍ୟରୁ ସିଂହଗାଁ ଏକ ମାତ୍ର ପଞ୍ଚାୟତ ଯାହାକି ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ବ୍ଲକ ସଦର ମହକୁମା ସହ ସଂଯୋଗ ହୋଇପାରିନାହିଁ। ସିଂହଗଁା ପଞ୍ଚାୟତକୁ ସଦର ମହକୁମା ସହ ସଂଯୋଗ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri