କେନ୍ଦ୍ରାପଡ଼ା

ସାମୁଦ୍ରିକ ଝଡ଼, ମୃତ୍ତିକା ଅବକ୍ଷୟ ରୋକୁଛି ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୧୦।୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ସାମୁଦ୍ରିକ ଝଡ଼, ଉପକୂଳ ମୃତ୍ତିକା ଅବକ୍ଷୟ ରୋକିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି ହେନ୍ତାଳ ଜଙ୍ଗଲ। ଏହି ଅଞ୍ଚଳରେ ବିଗତଦିନରେ ୧୯୬୭, ୧୯୭୧, ୧୯୮୨, ୧୯୯୯...

ବିହନ, ବର୍ଷା ପରେ ସାର ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୮:୨୦୨୧ ଅର୍ଥନୈତିକ ସର୍ଭେରେ ରାଜ୍ୟର ୨୯ତମ ଖରିଫ ଧାନ ଉପତ୍ାଦନକାରୀ ଭାବେ କେନ୍ଦ୍ରାପଡ଼ା ଜିଲା ଅଛି। ଜଳ ପରିଚାଳନା ଏହାର ମୁଖ୍ୟ କାରଣ ହୋଇଥିବା ବେଳେ ଚଳିତ ଖରିଫ ଋତୁରେ ପ୍ରଥମେ ବିହନ ଓ ବର୍ଷା ସମସ୍ୟା...

ଦୁଇ ସାମାଜିକ କର୍ମୀ ରାଜ୍ୟସଂଘକୁ ଚୟନ

ଢେଙ୍କାନାଳ ଅଫିସ,୮ା୮: ଢେଙ୍କାନାଳ ଜିଲାର ଦୁଇଜଣ ସାମାଜିକ କର୍ମୀ ରାଜ୍ୟ ସମାଜସେବୀ ମହାସଂଘକୁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବଜରଙ୍ଗ କ୍ଲବର ସଭ୍ୟ ସନ୍ଦୀପ ଷଡ଼ଙ୍ଗୀ ଏବଂ ପିପୁଲ୍ସ ଫର ସ୍ମାଇଲର ଦେବୀଦତ୍ତ ମହାପାତ୍ର। ସନ୍ଦୀପଙ୍କୁ ରାଜ୍ୟ ଉପସଭାପତି ଓ...

ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର ଉପକୂଳ ଅଞ୍ଚଳ ପଶ୍ଚିମବଙ୍ଗର କୋଲକାତା ପର୍ଯ୍ୟନ୍ତ ପରିବହନ, ଗମନାଗମନ ସୁଦୃଢ ହେବ ବୋଲି...

ମାଳ ମାଳ ଅଭିଯୋଗ, ଲୋକଙ୍କୁ ମିଳୁନି ନ୍ୟାୟ

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲକୁ ମାଳ ମାଳ ଅଭିଯୋଗ ଆସୁଛି, ହେଲେ ସମାଧାନ ହେଉନି। ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି ସ୍ଥାନୀୟ ଜନସାଧାରଣ। ଏମିତି କି ବରିଷ୍ଠ ନାଗରିକମାନଙ୍କ କଥା ବିଭାଗୀୟ ଅଧିକାରୀମାନେ ଶୁଣୁନାହାନ୍ତି। ନ୍ୟାୟ ପାଇଁ ତହସିଲକୁ...

ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଭୂତକୋଠି

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡ଼ା ଜିଲା...

ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି...

ଆଧାର ନ ଥିବାରୁ ଭତ୍ତାରୁ ବଞ୍ଚିତ୍ତ ବେଲ

ଡେରାବିଶ,୭।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଇନ୍ଦାଳୋ ପଞ୍ଚାୟତ ଅନ୍ତର୍ଗତ ନାନକାର ଗ୍ରାମର ୭୨ ବର୍ଷିୟା ବିଧବା ମହିଳା ଭତ୍ତାରୁ ବଞ୍ଚିତ୍ତ ହୋଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି ା ଏହି ବୃଦ୍ଧା ହେଲେ ନାନକାର ବାଲିସାହିର ଦର୍ଶନୀ କାଣ୍ଡିଙ୍କ...

ସବୁଠି ଓଡ଼ିଆ ପାଣିପାଇପ୍‌ ମିସ୍ତ୍ରିଙ୍କ ଚାହିଦା

କେନ୍ଦ୍ରାପଡ଼ା ଅଫିସ, ୭।୮: କେନ୍ଦ୍ରାପଡା ଜିଲାରେ ପାଣିପାଇପ୍‌ ମିସ୍ତ୍ରିଙ୍କ ସଂଖ୍ୟା ସର୍ବାଧିକ । ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତି । ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍‌ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣିପାଇପ୍‌...

ପଟ୍ଟାମୁଣ୍ଡାଇ ବାଇପାସ ଛକରେ ସ୍ପିଡ୍‌ ବ୍ରେକର ପାଇଁ ଦାବି

ପଟ୍ଟାମୁଣ୍ଡାଇ, ୬।୮(ସ୍ବ.ପ୍ର.): କଟକ-ଚାନ୍ଦବାଲି ରାସ୍ତା ରାଜ୍ୟ ରାଜପଥର ମାନ୍ୟତା ପାଇଥିବାରୁ ଏହା ବ୍ୟସ୍ତ ବହୁଳରେ ପରିଣତ ହୋଇଛି। ଏହି ରାସ୍ତା ଉପରେ କଟକ-ଚୌଦ୍ୱାର, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ରାଜନଗର, ଆଳି ଓ ଚାନ୍ଦବାଲି ଆଦି ୮ଟି ନିର୍ବାଚନମଣ୍ଡଳୀର ଲୋକ...

ବଢ଼ୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି

କେନ୍ଦ୍ରାପଡ଼ା ଅଫିସ, ୬।୮: ଗ୍ରାହକଙ୍କୁ ଆକୃଷ୍ଟ କରିବାକୁ ଷ୍ଟଲ୍‌, ଦୋକାନରେ ଭଳିକି ଭଳି ରଙ୍ଗ ବେରଙ୍ଗ ମିଠା ସହ ଅନ୍ୟ ଖାଦ୍ୟ ସଜା ଯାଉଛି। ଯେଭଳି ଏହା ଗ୍ରାହକଙ୍କୁ ଆକୃଷ୍ଟ କରିବ। ତେବେ ଏହି ରଙ୍ଗଦିଆ ଖାଦ୍ୟ କେନ୍ଦ୍ରାପଡ଼ା ଜିଲାରେ...

ବର୍ଷା ନାହିଁ କି କେନାଲରେ ପାଣି ଆସୁନି

ଡେରାବିଶ,୫ା୮(ସ୍ବ.ପ୍ର.): ଶ୍ରାବଣ ମାସ ଶେଷହେବାକୁ ବସିଲାଣି। ବର୍ଷା ନାହିଁ କି କେନାଲରେ ପାଣି ଛଡ଼ାଯାଇନାହିଁ। ଏ ନେଇ ଡେରାବିଶ ବ୍ଲକ ଅଧୀନ ୪ଟି ପଞ୍ଚାୟତର ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। କେନ୍ଦ୍ରାପଡ଼ା ମୁଖ୍ୟ କେନାଲରୁ ଆସିଥିବା ୮ନଂ. ଶାଖା କେନାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri