କେନ୍ଦ୍ରାପଡ଼ା

ବ୍ରହ୍ମ ତାଳଧ୍ୱଜ

ଶ୍ରୀକ୍ଷେତ୍ର ତୁଲ୍ୟ ତୁଳସୀ କ୍ଷେତ୍ରରେ ବାରମାସରେ ତେରଯାତ ପାଳିତ ହୋଇଥାଏ। ତନ୍ମଧ୍ୟରୁ ରଥଯାତ୍ରା ମୁଖ୍ୟ। ତୁଳସୀ କ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥର ନାମ ବ୍ରହ୍ମ ତାଳଧ୍ୱଜ। ଏହି ଗୋଟିଏ ରଥରେ ଚତୁର୍ଦ୍ଧା ମୂର୍ତ୍ତି ବିରାଜିତ ହୋଇଥାନ୍ତି। ତେବେ ଶ୍ରୀଜଗନ୍ନାଥ...

ନଳିତା, ଧନିଚା ବିହନ ନାହିଁ: ଚାଷୀ ହତାଶ

କେନ୍ଦ୍ରାପଡ଼ା ଅଫିସ,୧ା୭: ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ା ଜିଲାର ସୁନାମ ରହିଛି। ୨୦୦୫ ମସିହାରେ ଜିଲାର ୨୧୫୨ ହେକ୍ଟର ଅଞ୍ଚଳରେ ନଳିତା ଓ ମେସ୍ତା ଚାଷ ହେଉଥିଲା। ଉପଯୁକ୍ତ ଭିତ୍ତିଭୂମି ଥିବାରୁ ଏହାର ପ୍ରଚାର ପ୍ରସାର ହୋଇ ୨୦୧୫ ମସିହାରେ...

ମେଶିନରେ ହେଉଛି ଏମ୍‌ଜିଏନ୍‌ଆରଇଜିଏସ୍‌ କାମ

ଆଳି,୩୦ା୬(ଡି.ଏନ.ଏ.): କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଶ୍ରମିକ ମାନଙ୍କୁ ଶହେ ଦିନର କାର୍ଯ୍ୟ ଯୋଗାଇ ଦେବା ଉଦେଶ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଏହି ଯୋଜନାକୁ ବାଟମାରଣା...

ଜଙ୍ଗଲରୁ କାଠ ଆସିଲେ ଚୁଲି ଉପରେ ହାଣ୍ଡି ବସେ

ମହାକାଳପଡ଼ା,୩୦ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତ ଆଦିବାସୀ ଶବରପଡ଼ା ଗ୍ରାମବାସୀଙ୍କ ଜୀବନ ଅଧିକାଂଶ ସମୟ ଜଙ୍ଗଲ ଭିତରେ ହିଁ କଟେ। ଏହି ଗାଁର ପରିବାର ସଂଖ୍ୟା ୩୫। ଜନସଂଖ୍ୟା ୨ଶହରୁ ଊର୍ଦ୍ଧ୍ୱ। ଆଦିବାସୀମାନଙ୍କ ନିଜସ୍ବ...

ଦେଶ ବିଦେଶରେ ଲକ୍ଷେରୁ ଊର୍ଦ୍ଧ୍ୱ ମିସ୍ତ୍ରି

କେନ୍ଦ୍ରାପଡ଼ା ଅଫିସ, ୩୦ା୬: କେନ୍ଦ୍ରାପଡ଼ା ଜିଲା ପାଣି ପାଇପ ମିସ୍ତ୍ରି ପ୍ରସଙ୍ଗରେ ଆଗୁଆ। ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତ। ଦି’ ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ...

ପାଣି ଯୋଗୁ ଚାଷକାମ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ୨୯ା୬(ସ୍ବ.ପ୍ର.): ଚଳିତ ଖରିଫ ଚାଷ ସମୟ ହୋଇଯାଇଛି। ହେଲେ ପାଣି ବିନା ଚାଷକାମ ବିଳମ୍ବ ହୋଇଛି। ଅକ୍ଷୟତୃତୀୟାଠାରୁ ଖରିଫ ଧାନଚାଷ ଆରମ୍ଭ ହୋଇଥାଏ। ଚଳିତବର୍ଷ ମଧ୍ୟ ବିଲ ବେଉଷଣ ହୋଇ ଧାନବୁଣା ଓ ରୁଆ ଲାଗି ତଳି ପଡିବା କାମ...

କାମରେ ଆସୁନି ଜୀବେ ନିଷ୍ଠୁରତା ନିବାରଣ ଆଇନ

ମହାକାଳପଡ଼ା,୨୯ା୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଆଦିବାସୀ ଅଧ୍ୟୁଷିତ ସିଂ, ୧୫ ମାଇଲି, ୧୨ ନମ୍ବର, ବାଘୁଆମେଦ, ଜମ୍ବୁ ଅଞ୍ଚଳରେ ଗଞ୍ଜା ଲଢେଇ ହେଉଛି। ଜୀବେ ନିଷ୍ଠାରତା ଆଇନ ଥିଲେ ହେଁ ଏହି ଅଞ୍ଚଳରେ ଲୋକ ତାହାକୁ ଖାତିର...

ବସୁନ୍ଧରା ଯୋଜନାରେ ଦୁର୍ନୀତିର ଛିଟା

କେନ୍ଦ୍ରାପଡ଼ା ଅଫିସ, ୨୯ା୬: ବସୁନ୍ଧରା ଯୋଜନାରେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଗତ ମାର୍ଚ୍ଚ ଶେଷ ସୁଦ୍ଧା ମୋଟ ୪୪୮.୯୬୨ ଏକର ପତିତ ଜମିର ପଟ୍ଟା ୫,୪୨୧ ଜଣଙ୍କୁ ପ୍ରଦାନ କରାଯାଇଛି। ଏହି ଯୋଜନାରେ ରାଜକନିକା ଓ  ମହାକାଳପଡ଼ା ତହସିଲ...

ଆଶାବାଡ଼ି ଭରସାରେ ବିଚିତ୍ର

ରାଜକନିକା,୨୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ କଇଥାପାଳ ଗାଁ ର ବିଚିତ୍ର ଜେନା(୩୫) କିଛିବର୍ଷ ହେବ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଆଶାବାଡ଼ିକୁ ଭରସା କରି ତାଙ୍କ ଦିନ କଟୁଛି। ଆର୍ଥିକ ଅନଟନ ଯୋଗୁ ତାଙ୍କୁ ଉପଯୁକ୍ତ...

ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି

ପଟ୍ଟାମୁଣ୍ଡାଇ,୨୭ା୬(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି।ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ଲଗାଯାଇଥିବା ଲକ୍ଷାଧିକ ଟଙ୍କାର...

ବିନା ସୁରକ୍ଷାରେ ୬୩ ଘାଟରେ ନୌକା ଚାଳନା

କେନ୍ଦ୍ରାପଡ଼ା ଅଫିସ,୨୭ା୬:  କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଞ୍ଚଳର ଏକ ମାଛଧରା ଟ୍ରଲର ଗତ ୧୬ ତାରିଖରେ ବୁଡ଼ିଗଲା। ଏଥିରେ ୧୨ ଜଣ ଉଦ୍ଧାର ହୋଇଥିଲେ ମଧ୍ୟ ଜଣେ ଅଦ୍ୟାବଧି ନିଖୋଜ ଅଛନ୍ତି। ୨୦୨୦ ଜୁନ୍‌ ୧୯ରେ...

ସମସ୍ୟାଘେରରେ ବାଉଁଶ କାରିଗର

ପଟ୍ଟାମୁଣ୍ଡାଇ,୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଉଁଶ କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସମୟ ସହ ତାଳ ଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ଆଜିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri