କେନ୍ଦ୍ରାପଡ଼ା

ମହାକାଳପଡ଼ାରେ କୋଲକାତା ମାଛ ଯାଆଁଳ

ମହାକାଳପଡ଼ା,୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ କିଛିଦିନ ହେବ କୋଲକାତା ଅଞ୍ଚଳର ମାଛ ଯାଆଁଳ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ନିକଟ ପୋଖରୀକୁ ଭଡ଼ା ଆକାରରେ ନେଇ ଗାଞ୍ଜ ଜାଲ ଘେରି କରି ମାଛ ଯାଆଁଳ ସଂରକ୍ଷିତ ରଖି...

ଗୋପନରେ ଚାଲିଛି ବାଲ୍ୟବିବାହ, ରାଜ୍ୟ ବାହାରକୁ ଯାଉଛନ୍ତି ଝିଅ

ମହାକାଳପଡ଼ା,୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷ କରି ଦାରିଦ୍ର୍ୟ, ନିରକ୍ଷର...

ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ

କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା...

ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୮ା୬ (ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ହୋଇଛି। ଆଗକୁ ସାମାନ୍ୟ ବର୍ଷାରେ କେନ୍ଦ୍ରାପଡ଼ା ସହର ଜଳବନ୍ଦୀ ହେବ। ସହରର ଜଳପଥ ଉପରେ ଜବରଦଖଲ ବଢ଼ୁଛି। ସ୍ବେରେଜ ସିଷ୍ଟମ ଏଥିପାଇଁ କାମ କରୁନାହିଁ। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ପାଇଁ ଉପଯୁକ୍ତ ଯାତାୟାତ ପଥ...

ଗଛମୂଳେ ପାଲ ଟାଙ୍ଗି ପାଠପଢ଼ା

ରାଜକନିକା,୨୮ା୬ (ସଞ୍ଜୟ କୁମାର ଦାଶ): ସରକାର ଶିକ୍ଷା ଓ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ ଯୋଜନା ଦ୍ୱାରା ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବର୍ଷାଦିନ ଆରମ୍ଭରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅହମଦପୁରରେ ଥିବା ସରକାରୀ ଶାସ୍ତ୍ରିଜୀ ପ୍ରାଥମିକ ବିଦ୍ୟାଳୟର...

ଜାତୀୟ ଉଦ୍ୟାନର ୩ ନଦୀ ସିଷ୍ଟମରେ ଜଳାଭାବ

କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆର୍ଦ୍ରଭୂମିକୁ ସଂଲଗ୍ନ କରୁଥିବା ୩ ନଦୀ ସିଷ୍ଟମ...

ଆରମ୍ଭରୁ ଧୋକା ଦେଲା ମୌସୁମୀ

ଯାଜପୁର,୨୫ା୬(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଚାଷୀମାନଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ। ଜିଲାରେ ଜୁନ ମାସରେ ସ୍ବାଭାବିକ ବୃଷ୍ଟିପାତ ୨୩୨.୯ ମିମି ନିଦ୍ଧର୍ର୍ାରିତ ହୋଇଛି। ହେଲେ ଚଳିତ ମାସ ୨୪ ତାରିଖ ସୁଦ୍ଧା ଏହାର ୫୫ ପ୍ରତିଶତ କମ୍‌ ଅର୍ଥାତ...

ନିମ୍ନମାନର ରାସ୍ତା,ସେତୁକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା,୨୩ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନିର୍ମାଣ ହେଉଥିବା ରାସ୍ତାର ସ୍ଥାୟିତ୍ୱ ବର୍ଷଟିଏ ରହୁନାହିଁ । ନିର୍ମାଣ ପରେ ଅଥବା କାମ ଚାଲୁଥିବା ବେଳେ ସେତୁ ଭୁଶୁଡ଼ି ପଡୁଛି। ଗତ ୮ ତାରିଖରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ତିନିମୁହାଣୀ ନିକଟ ଚଟିପୋଲର...

୩ ବର୍ଷ ହେଲା ତଳେ ବସି ପଢୁଛନ୍ତି ଛାତ୍ରୀଛାତ୍ର

ଡେରାବିଶ, ୨୩ା୬(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୨୨ରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ...

ପାନୀୟ ଜଳ ବଦଳରେ ଆସୁଛି ଦୂଷିତ ପାଣି

ପଟ୍ଟାମୁଣ୍ଡାଇ,୨୩ା୬(କଳ୍ପତରୁ ନାୟକ): ଗ୍ରାମାଞ୍ଚଳର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ଏଥିପାଇଁ ଅନେକ କୋଟି ଟଙ୍କା ବ୍ୟୟ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ହେଲେ...

କୁମ୍ଭୀର-ମଣିଷ ଲଢ଼େଇ ଜିଲାରେ ବଢୁଛି

କେନ୍ଦ୍ରାପଡ଼ା,୨୧ା୬(ଜଗନ୍ନାଥ ଧଳ): ପ୍ରଜନନ ଋତୁରେ କୁମ୍ଭୀର ହିଂସ୍ର ଆଚରଣ କରେ। ମଣିଷ, ପଶୁପକ୍ଷୀ ଏହି ହିଂସ୍ର ଜନ୍ତୁ ଆକ୍ରମଣର ଶିକାର ହୁଅନ୍ତି। ଏପରିକି ଜୀବନ ଯିବା ଏକ ସାମାନ୍ୟ ଘଟଣା ବୋଲି କେନ୍ଦ୍ରାପଡ଼ା ଜିଲାରେ ଦେଖିବାକୁ ମିଳୁଛି। ଗତ ୨୦୨୩...

ନିମ୍ନମାନର ଛତୁଆରେ କମୁନି ପୁଷ୍ଟହୀନତା

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୧ା୬: ଶିଶୁ, ଗର୍ଭବତୀ ଓ ପ୍ରସୂତିଙ୍କ ପୁଷ୍ଟିହୀନତା ତଥା ରକ୍ତହୀନତା ରୋଗ ହ୍ରାସ ଲକ୍ଷ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଉକ୍ତ ଛତୁଆ ପ୍ୟାକେଟରେ ଆବଶ୍ୟକ ପରିମାଣର ସାମଗ୍ରୀ ନ ମିଶାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri