କେନ୍ଦ୍ରାପଡ଼ା

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ

ମହାକାଳପଡ଼ା, ୧୨ା୩ (ଡିଏନ୍‌ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ ପକ୍ଷରୁ ବ୍ଲକର ଉପକୂଳ ଅଞ୍ଚଳରେ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିଲା।...

ଜଜ୍‌ଙ୍କ ସମ୍ମୁଖରେ ପ୍ରେମିକଙ୍କ ହାତ ଧରିଲେ ଯୁବତୀ

ରାଜନଗର, ୧୦ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ ଘଟିଥିବା ଝିଆରୀଙ୍କ ପ୍ରେମ ସମ୍ପର୍କକୁ ନେଇ ଦାଦାଙ୍କୁ ହତ୍ୟା କରାଯିବା ଘଟଣା ବୁଧବାର ଭିନ୍ନ ମୋଡ଼ ନେଇଛି। ତାଙ୍କୁ କେହି ହତ୍ୟା କରିନାହାନ୍ତି। ଦ୍ରୁତଗତିରେ ସେ ନିଜ ବାଇକ୍‌ ଚଳାଇ...

ପ୍ରଦୂଷଣ ବଢ଼ାଉଛି ଇଟାଭାଟି ଧୂଆଁ

କେନ୍ଦ୍ରାପଡ଼ା ଅଫିସ, ୧୦ା୩: ମାର୍ଚ୍ଚ ମାସ ଆରମ୍ଭରୁ ତାତି ଅସହ୍ୟ ହେଲାଣି। ଏବେ ଦିନ ବେଳା ସର୍ବୋଚ୍ଚ ୩୮ ଡିଗ୍ରୀ ସେଲ୍‌ସିୟସକୁ ତାତି ଛୁଇଁଥିବା ବେଳେ ଆଗାମୀ ଦିନରେ ଭୟଙ୍କର ହେବ ବୋଲି ଆଲୋଚନା ହେଉଛି। ତାତିର ଏହି ଭୟଙ୍କର...

ଶସ୍ତାରୁ ହୀନସ୍ତା ହେଲେଣି ଟମାଟୋ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୩: କେନ୍ଦ୍ରାପଡ଼ା ଜିଲାରେ ଦୁଇ ମାସ ପୂର୍ବେ ଟମାଟୋ ଦର ଆକାଶଛୁଆଁ ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୩ ଟଙ୍କାରେ ଚାଷୀ କ୍ଷେତରେ...

ଅପହରଣକୁ ପ୍ରତିରୋଧ କରିବାରୁ ହତ୍ୟା

ରାଜନଗର, ୯ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ପଞ୍ଚାୟତ ଚନ୍ଦ୍ରଶିଖର ଗଁାରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀଙ୍କ ଅପହରଣକୁ ପ୍ରତିରୋଧ କରିବାକୁ ଯାଇ ବଳି ପଡିଛନ୍ତି ଦାଦା। ଝିଆରୀଙ୍କୁ ପ୍ରେମ କରୁଥିବା ଜଣେ ଯୁବକ...

ଈଶ୍ୱରପୁରରେ ରାଶନ, ରିଲିଫ ଚାଉଳ ହଡପ

ରାଜନଗର,୮ା୩(ଡି.ଏନ.ଏ.):ରାଜନଗର ବ୍ଲକ ଈଶ୍ୱରପୁର ପଞ୍ଚାୟତରେ ୬୪୦ ହିତାଧିକାରୀଙ୍କ ରିଲିଫ ଚାଉଳ, ରାଶନ ଚାଉଳ, ଗହମ ଓ କିରୋସିନ ହଡପ କରାଯାଇଛି। ଏ ନେଇ ସୋମବାର ବ୍ଲକ କାର୍ଯ୍ୟାଳୟରେ ଶହେରୁ ଊର୍ଦ୍ଧ୍ୱ ହିତାଧିକାରୀ ପହଞ୍ଚତ୍ ଏବିଡିଓ ଶ୍ରୀକାନ୍ତ କୁମାର ମହାନ୍ତିଙ୍କୁ ଅଭିଯୋଗ...

ଯାଞ୍ଚରେ କଟିବେ ବିଜେଡିର ଅସନ୍ତୁଷ୍ଟ ପ୍ରାର୍ଥୀ

କେନ୍ଦ୍ରାପଡ଼ା ଅଫିସ, ୮ା୩:କେନ୍ଦ୍ରାପଡ଼ା ପୌର ନିର୍ବାଚନ ବିଜେଡି ପାଇଁ ଏକ ଆହ୍ବାନ ସାଜିଛି। ପୌରାଞ୍ଚଳର ୨୧ ୱାର୍ଡ ମଧ୍ୟରୁ ୨ ନଂ., ୬ ନଂ., ୮ ନଂ., ୧୨ ନଂ., ୧୮ ନଂ., ୧୯ ନଂ. ଓ ୨୧ ନଂ....

ଘରେ ପଶି ଆଖିବୁଜା ଗୁଳି ଚଳାଇଲେ, ସ୍ବାମୀ ମୃତ; ସ୍ତ୍ରୀ-ପୁଅ ଆହତ

ମହାକାଳପଡ଼ା,୫ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଅଳାଇଲୋ ପଞ୍ଚାୟତ ବବକରପୁର ଗ୍ରାମର ଅରବିନ୍ଦ ମିଶ୍ରଙ୍କ ଘରେ ଶନିବାର ଅପରାହ୍ନର ଦୁଇ ଦୁର୍ବୃତ୍ତ ଅତର୍କିତ ଗୁଳି ଚାଳନା କରିଥିଲେ। ଏଥିରେ ଅରବିନ୍ଦଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ମୀନତି...

କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷ, ୧୭ କାଉନ୍‌ସିଲର ପ୍ରାର୍ଥୀଙ୍କ ନାମ ଘୋଷଣା

ପଟ୍ଟାମୁଣ୍ଡାଇ, ୫ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମଣ୍ଡାଇ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଚାଲିବ। ହେଲେ ଦୁଇଦିନ ହେଲା କେହି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି।...

ଗାଁ ପରେ ସହର ଦଖଲ ଲକ୍ଷ୍ୟରେ ବିଜେଡି

କେନ୍ଦ୍ରାପଡ଼ା ଅଫିସ, ୫ା୩: ପୌର ନିର୍ବାଚନ ପାଇଁ ଗତ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଧାର୍ଯ୍ୟ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ଜଣେ ହେଲେ କେହି ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ପୌରାଞ୍ଚଳରେ ଆଶାୟୀ...

ୟୁକ୍ରେନ୍‌ରୁ ଫେରିଲେ ଡାକ୍ତରୀ ଛାତ୍ର ବିକାଶ

ଆଳି,୪ା୩(ଡି.ଏନ.ଏ.): ଯୁଦ୍ଧଭୂମି ୟୁକ୍ରେନ୍‌ରୁ ଓଡ଼ିଶା ଫେରିଛନ୍ତି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ତେଲିପାଟଣା ଗଁାର ଡାକ୍ତରୀ ଛାତ୍ର ବିକାଶ ବେହେରା। ବିକାଶ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ କଟକସ୍ଥିତ ତାଙ୍କ ଭାଇଙ୍କ ଘରେ ଅଛନ୍ତି। ନାନା ଆଶା ଆଶଙ୍କା...

ଗାଁର ମଉଡ଼ମଣି ରୁପାଲି

ମହାକାଳପଡ଼ା,୩ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଅଧୀନ ଜଙ୍ଗଲଘେରି ଗାଁ ଆଦିବାସୀ ଶବରପଡ଼ା। ଏହି ଗାଁରେ ୪୦ରୁ ଊର୍ଦ୍ଧ୍ୱ ପରିବାରର ପ୍ରାୟ ୧୫୦ ସଦସ୍ୟ ବସବାସ କରୁଛନ୍ତି । ଗାଁକୁ ରାସ୍ତା ନାହିଁ । ଲୋକମାନଙ୍କୁ ରାଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri