କେନ୍ଦ୍ରାପଡ଼ା

କେନାଲ ଜଳସେଚନ କାଗଜପତ୍ରରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। ଜିଲାରେ କୃଷିକୁ ୬୯ ପ୍ରତିଶତ ପରିବାର ଜୀବିକା କରିଛନ୍ତି। ତେବେ ଜିଲାରେ କେନାଲ ଜଳସେଚିତ ଅଞ୍ଚଳ ଭାବେ ଯାହା କାଗଜପତ୍ରରେ ଦେଖାଯାଉଛି, ତାହା ବାସ୍ତବିକ ସତ୍ୟ ନୁହେଁ ବୋଲି ରାଜସ୍ବ...

ଅଧ୍ୟକ୍ଷା ଟିକେଟ ଲବିରେ ରେଣୁବାଳା, ସରିତା, ପୁଷ୍ପାଞ୍ଜଳି

କେନ୍ଦ୍ରାପଡା ଅଫିସ, ୨।୩: ପୌର ନିର୍ବାଚନ ପାଇଁ ବୁଧବାରଠାରୁ ନାମାଙ୍କନ ପତ୍ର ଦାଖଲ ହେବ। ଏହି ପ୍ରକ୍ରିୟା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ମାର୍ଚ୍ଚ ୨୪ରେ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନର ବିଜ୍ଞପ୍ତି ପ୍ରକାଶ କରିଛନ୍ତି।...

କେନ୍ଦ୍ରାପଡ଼ା ଜିଲାର ନିର୍ବାଚିତ ସରପଞ୍ଚ, ସମିତିସଭ୍ୟ

କେନ୍ଦ୍ରାପଡ଼ା ଅଫିସ,୨୮ା୨: କେନ୍ଦ୍ରାପଡ଼ା ବ୍ଲକର ୫ ନଂ. ଜିଲା ପରିଷଦ ଜୋନର ଚାରିଗଁା ପଞ୍ଚାୟତ ସରପଞ୍ଚ ଭାରତୀ ମଲ୍ଲିକ, ସମିତିସଭ୍ୟ ମମତା ରାଉତ, ଢ଼ୋଲ ସରପଞ୍ଚ ପ୍ରଫୁଲ୍ଲ ମଲ୍ଲିକ, ସମିତିସଭ୍ୟ ଅକ୍ଷୟ ସାହୁ, ଘାଘରା ସରପଞ୍ଚ ପ୍ରିୟଦର୍ଶନୀ ବିଶ୍ୱାଳ, ସମିତିସଭ୍ୟ...

୯ରୁ୯ ନେଇଗଲା ବିଜେଡି

କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍‌ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ ୯ଟି ଜୋନ୍‌ ବିଜେଡି ଦଖଲ କରିଛି। ଜୋନ-୧ରେ କନକଲତା ବେହେରା, ଜୋନ୍‌ ୫ରେ...

ବିଦେଶରେ ଯୁଦ୍ଧ, ଉପକୂଳରେ ପ୍ରଭାବ

ମହାକାଳପଡା,୨୬ା୨(ଡି.ଏନ.ଏ.): ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଉପକୂଳ ଅଞ୍ଚଳରେ ଏହାର ସିଧାସଳଖ ପ୍ରଭାବ ପଡିଛି ବୋଲି ଆଲୋଚନା ହେଉଛି। ତେବେ ଏହି ଆଶଙ୍କାରେ ଅଞ୍ଚଳରେ ଦରଦାମ୍‌ ବୃଦ୍ଧି ପାଇଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଏହାର...

ଷ୍ଟ୍ରଙ୍ଗ୍‌ରୁମ୍‌ ବାହାରେ ପଡ଼ିଛି ଭୋଟ୍‌ କାଗଜ, ଫଳାଫଳକୁ ନେଇ ଆଶଙ୍କାରେ ଜନସାଧାରଣ

କେନ୍ଦ୍ରାପଡ଼ା ଅଫିସ,୨୫ା୨: କେନ୍ଦ୍ରାପଡ଼ା ବ୍ଲକର ଷ୍ଟ୍ରଙ୍ଗରୁମ୍‌ ବାହାରେ ଭୋଟ୍‌ କାଗଜ ପଡ଼ିଛି। ଶୁକ୍ରବାର ଏପରି ଘଟଣା କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା ବ୍ଲକର ଷ୍ଟ୍ରଙ୍ଗରୁମ ନିକଟରେ ଦେଖିବାକୁ ମିଳିଛି। ଫଳରେ ଚଳିତ ନିର୍ବାଚନ ଫଳାଫଳକୁ ନେଇ ସ୍ଥାନୀୟ ଜନସାଧାରଣ ଆଶଙ୍କା...

ଭୋଜିଭାତ ହେଲା କାଳ

ମହାକାଳପଡ଼ା, ୨୪ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଲୁଣିମାଠିଆ ଶବରପଡ଼ା ଗାଁରେ ଭୋଟ ଦେବା ପୂର୍ବରୁ ଜଣେ ଯୁବ ଭୋଟରଙ୍କ ମୃତ୍ୟୁ ଘଟିଛି। ରାତିରେ ଏକ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଭୋଜିଭାତ ଓ...

ସମ୍ମାନ ରକ୍ଷା ପାଇଁ ଭାଜପା ଲଢ଼ିବ

କେନ୍ଦ୍ରାପଡ଼ା ଅଫିସ, ୨୪ା୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ଏହି ବ୍ଲକ ଅଞ୍ଚଳରେ ଭାଜପା ପ୍ରଭାବ ବିସ୍ତାର କରିଥିଲା।...

ରକ୍ତ ଜୁଡୁଜୁଡୁ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର

କେନ୍ଦ୍ରାପଡା ଅଫିସ,୨୨।୨: କେନ୍ଦ୍ରାପଡା ଜିଲା ଗରଦପୁର ବ୍ଲକ ସାନଅଢ଼ଙ୍ଗା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଅମୀୟ ରଞ୍ଜନ ସାହୁଙ୍କୁ ସୋମବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ...

ସରପଞ୍ଚ ଆସନ ପାଇଁ ସାନି ମତଦାନ ସୁପାରିଶ

କେନ୍ଦ୍ରାପଡା ଅଫିସ,୨୨।୨: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତର ୧୫ନଂ ବୁଥ୍‌ର ସରପଞ୍ଚ ଆସନ ପାଇଁ ପୁନର୍ବାର ମତଦାନ ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନରଙ୍କକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁପାରିଶ କରାଯାଇଛି। ସୂଚନା ଅନୁଯାୟୀ,...

ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି...

ଆଜି ରାଜନଗର, ପଟ୍ଟାମୁଣ୍ଡାଇ ବ୍ଲକରେ ଭୋଟ

କେନ୍ଦ୍ରାପଡ଼ା ଅଫିସ, ୨୦।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଭୋଟ ଗ୍ରହଣ ହେବ । ୨୦୧୭ ନିର୍ବାଚନରେ ରାଜନଗର ବ୍ଲକର ୩ ଜୋନ୍‌ ଓ ପଟ୍ଟାମୁଣ୍ଡାଇ ବ୍ଲକର ୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri