କେନ୍ଦ୍ରାପଡ଼ା

‘ମୁଁ ଭାବିଥିଲି ସରକାରୀ ଦଳରେ ରହିବି, ହେଲେ ଈଶ୍ୱରଙ୍କ ଇଚ୍ଛା…’ : ଗଣେଶ୍ୱର ବେହେରା

ଭୁବନେଶ୍ୱର,୨୦ା୬: କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବିଜେଡିର ପରାଜୟକୁ ଅନ୍ତରରୁ ସ୍ବୀକାର କରିପାରୁ ନାହାନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଗୋପବନ୍ଧୁଙ୍କ କଥା ଅକ୍ଷରେ ଅକ୍ଷରେ ସତ ହେଲା। ସେ ଭାବୁଥିଲେ ସରକାରୀ ଦଳରେ ରହିବେ। ହେଲେ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ ଚାଷୀ ଚାଷକାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏ ପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପକ୍ଷେ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ। ଆଗାମୀଦିନରେ ଲଗାତାର ବର୍ଷା ନ ହେଲେ ଖରିଫ ଚାଷ ପ୍ରଭାବିତ ହେବ।...

ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା...

ଦାଦନ ଦୁଃଖ: ଦୁବାଇରେ ଫସିଛନ୍ତି ୨୮ ଶ୍ରମିକ

କେନ୍ଦ୍ରାପଡ଼ା,୧୫ା୬(ଜଗନ୍ନାଥ ଧଳ): ଦାଦନ ଯନ୍ତ୍ରଣା କେନ୍ଦ୍ରାପଡ଼ା ଜିଲାରେ ବଢ଼ିଚାଲିଛି। ଚଳିତ ସପ୍ତାହରେ ନଜରକୁ ଆସିଥିବା ଦୁଇଟି ଘଟଣା ଏବେ ପ୍ରବାସ ଜୀବନର ସଂଘର୍ଷ କାହାଣୀକୁ ସ୍ଥାନୀୟ ଅଞ୍ଚଳରେ ଦୁଃଖପୂର୍ଣ୍ଣ ବାତାବରଣ ସୃଷ୍ଟି କରିଛି। ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ କୋଚିଳାବେଲାରି...

ହଜିଯାଉଛି ରଜ ମଉଜ

ଡେରାବିଶ,୧୪ା୬(ବେବର୍ତ୍ତା ଅଜୟ ଦାସ): ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ଅଞ୍ଚଳରେ କୃଷିଭିତ୍ତିକ ଗଣପର୍ବ ରଜ ଏକ ମୁଖ୍ୟପର୍ବ ଭାବେ ପାଳିତ ହୋଇଆସୁଛି। ଅତୀତ ଓ ବର୍ତ୍ତମାନ ମଧ୍ୟରେ ଏହି ପର୍ବ କ୍ରମଶଃ ସାଧାରଣରେ ଯେପରି ଅନାଗ୍ରହ ସୃଷ୍ଟି କରୁଥିବା ଭଳି ଦେଖିବାକୁ...

ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା

କେନ୍ଦ୍ରାପଡ଼ା, ୧୪ା୬ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ମୃତ୍ୟୁ ଆଡକୁ ଠେଲି ହେଉଛନ୍ତି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ...

ଶହେ ମିଟରରୁ ୮.୭ କି.ମି. ଇକୋ ସେନ୍‌ସେଟିଭ୍‌ ଜୋନ୍‌

ରାଜନଗର,୧୩ା୬(ଭାସ୍କର ରାଉତରାୟ)ଭିତରକନିକା ଜାତୀୟ ଉଦ୍ୟାନ, ଭିତରକନିକା ଅଭୟାରଣ୍ୟ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ୧ ଶହ ମିଟରଠାରୁ ୮.୭ କି.ମି. ପର୍ଯ୍ୟନ୍ତ ଇକୋ ସେନସେଟିଭ ଜୋନ୍‌ ଭାବେ ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ...

ତଣ୍ଡା ଅଞ୍ଚଳ ତଟକ୍ଷୟ ବଢ଼ିଚାଲିଛି

କେନ୍ଦ୍ରାପଡ଼ା,୧୦ା୬(ଜଗନ୍ନାଥ ଧଳ): ସାବିତ୍ରୀ ଅମାବାସ୍ୟାରେ ସମୁଦ୍ର କୂଳ ଲଘିଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳକୁ ପାଣି ପଶିଥିଲା। ତଟକ୍ଷୟର ଏହି ପରିସ୍ଥିତି ତଟାଞ୍ଚଳବାସୀଙ୍କ ମନରେ ଭୟ ଆଣିଛି। ଜିଲାରେ ବଙ୍ଗୋପସାଗରର ୪୮ କିଲୋମିଟର ଲମ୍ବର ତଟରୁ ପ୍ରାୟ...

ପ୍ରଶ୍ନବାଚୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର

କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ପୂର୍ବତନ ୫-ଟି...

ନବୀନଙ୍କୁ ଝୁରୁଛନ୍ତି ଆରତି ମା’

ରାଜନଗର,୭ା୬(ଭାସ୍କର ରାଉତରାୟ):ଚଳିତ ସାଧାରଣ ନିର୍ବାଚନରେ ଅପ୍ରତ୍ୟାଶିତ ଫଳାଫଳ ସମଗ୍ର ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଛି। ନିର୍ବାଚନ ଶେଷରେ ପୂର୍ବାନୁମାନ କରାଯାଇଥିବା ବିଭିନ୍ନ ଜାତୀୟସ୍ତରୀୟ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିବା ଫଳାଫଳକୁ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ କରିଛନ୍ତି ଓଡ଼ିଶାବାସୀ। ଦୀର୍ଘ ୨୪ବର୍ଷ ଧରି...

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri