କେନ୍ଦ୍ରାପଡ଼ା

କେନ୍ଦ୍ର, ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବ

କେନ୍ଦ୍ରାପଡ଼ା ଅଫିସ,୨୦ା୧୨: କେନ୍ଦ୍ରାପଡ଼ା ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର । ଏହି ଗ୍ରାମର ପ୍ରସୂତିଙ୍କ ପାଇଁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ । ଗର୍ଭବତୀମାନେ ଭାରରେ ବୁହା ହୋଇ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨...

ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ଜାନୁୟାରୀ ୧୨ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକା ଜାତୀୟ...

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୧୯ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇକୁ ୧୯୮୮ ଡିସେମ୍ବର ୬ରେ ଏନ୍‌ଏସିର ମାନ୍ୟତା ମିଳିଥିଲା। ପଟ୍ଟାମୁଣ୍ଡାଇ, କଷଣଅଣ୍ଟା, ମାଟିଆ, ବାଲିପାଟଣା, ନୀଳକଣ୍ଠପୁର ପଞ୍ଚାୟତକୁ ନେଇ ଏନ୍‌ଏସି ଘୋଷଣା ହୋଇଥିଲା। ବିଜ୍ଞାପିତ ଅଞ୍ଚଳର ସୁବିଧା ସୁଯୋଗ ଲୋକଙ୍କୁ ଯୋଗାଇ ଦେବାକୁ ଲକ୍ଷ୍ୟ ରହିଥିଲା। ବିଜ୍ଞାପିତ ପରିଷଦର...

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି। ଡିସେମ୍ବରରେ ଏହି ପରୀକ୍ଷା ବ୍ୟତୀତ ଦି’ ଡିଫେନସ୍‌ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ...

ଆଶା, ଆଶଙ୍କା ମଧ୍ୟରେ ଡଲ୍‌ଫିନ ସଂଖ୍ୟା ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ, ୧୭ା୧୨:ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଗୁରୁବାରଠାରୁ ଡଲଫିନଙ୍କ ସଂଖ୍ୟା ଗଣନା ଆରମ୍ଭ ହୋଇଛି। କ୍ରମାଗତ ଭାବେ ୪ ବର୍ଷର ଡଲଫିନ୍‌ ସଂଖ୍ୟାର ବିଶ୍ଳେଷଣ କଲେ ଏମାନଙ୍କ ବୃଦ୍ଧିକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କ୍ରମାଗତ...

ଚିକିତ୍ସା ବାବଦ ଅର୍ଥକୁ ଶିକ୍ଷାରେ ଖର୍ଚ୍ଚ କର

କେନ୍ଦ୍ରାପଡ଼ା ଅଫିସ, ୧୬।୧୨: କେନ୍ଦ୍ରାପଡ଼ା ଜିଲା ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ସେବାରେ ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ୧୧ଟାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ଏହି କାର୍ଡ...

ଆଜିଠୁୁ ଭିତରକନିକାରେ ଡଲଫିନ୍‌ ଗଣନା

ରାଜନଗର, ୧୬ା୧୨(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ମୁହାଣ ଓ ବଙ୍ଗୋପସାଗରର ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ଡଲଫିନଙ୍କର ଗଣନା କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ ହେବ। ବୁଧବାର ଗୁପ୍ତିଠାରେ ଗଣନାକାରୀମାନଙ୍କୁ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି, ଏସିଏଫ...

ବିଜୁ ସ୍ୱାସ୍ଥ୍ୟସ୍ମାର୍ଟ କାର୍ଡରେ ଯୋଡି ହେଲା କେନ୍ଦ୍ରାପଡା

କେନ୍ଦ୍ରାପଡା ଅଫିସ, ୧୫।୧୨: ରାଜ୍ୟ ସରକାରଙ୍କ ସ୍ମାର୍ଟ ସ୍ୱାସ୍ଥ୍ୟ ସେବା ଯୋଜନାରେ କେନ୍ଦ୍ରାପଡା ଜିଲା ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ...

ପଲିଥିନ ତଳେ ବିତୁଛି ଦିବ୍ୟାଙ୍ଗ ମହିଳାଙ୍କ ଜୀବନ

ମହାକାଳପଡ଼ା,୧୫ା୧୨ (ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଦିବ୍ୟାଙ୍ଗ ମହିଳା ଛିଣ୍ଡା ପଲିଥିନ ତଳେ ଜୀବନ ବିତାଉଥିବାର କରୁଣ ଚିତ୍ର...

ବାଉଁଶ ଲାଠି, ଛିଣ୍ଡା ଚପଲରେ ହକି ଖେଳ

ମହାକାଳପଡ଼ା,୧୩ା୧୨(ଡି.ଏନ.ଏ.): ହକି ଖେଳ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ହକିକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌ ହକି ଅନୁଷ୍ଠିତ ହୋଇଯାଇଛି। ସୁନ୍ଦରଗଡ଼ରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡ଼ିୟମ ନିର୍ମାଣ ଚାଲିଛି।...

ଖରିଫ ଚାଷୀଙ୍କ ଦୁଃଖ ଚିଙ୍ଗୁଡ଼ି ଘେରି

କେନ୍ଦ୍ରାପଡ଼ା ଅଫିସ,୧୨।୧୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକରେ ଗତ ୪ରୁ ୬ ତାରିଖ ମଧ୍ୟରେ ୪୭୭ ମିଲିମିଟର ବର୍ଷା ହୋଇଛି । ଏଥିରେ ଚିଙ୍ଗୁଡ଼ି ଘେରିରୁ ପାଣି ଉଛୁଳି ନିକଟସ୍ଥ ଖରିଫ ଚାଷକୁ ନଷ୍ଟ କରିଛି...

ବିକାଶଠାରୁ ବହୁ ଦୂରରେ ଝରକାଢ଼ି ସାନ୍ତାଳିପଡ଼ା

ମହାକାଳପଡ଼ା,୧୧।୧୨ (ଡି.ଏନ.ଏ.): ମୌଳିକ ସେବାରୁ ବଞ୍ଚିତ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ପଞ୍ଚାୟତର ଏକ ନମ୍ବର ୱାର୍ଡର ଝରକାଢ଼ି ସାନ୍ତାଳିପଡ଼ା। ପଡାରେ ୩୦ରୁ ଅଧିକ ପରିବାର ବସବାସ କରୁଥିବାବେଳେ ଶହେରୁ ଅଧିକ ଜନସଂଖ୍ୟା ବିଶିଷ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri