କେନ୍ଦ୍ରାପଡ଼ା

‘ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି’

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୫ ଜିଲାର ୧୪୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତ୍‌ସିଂହପୁରର ୧୪ ସ୍କୁଲ,...

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ କରୁଥିଲେ। ଏହା ବ୍ୟବସାୟ ମଧ୍ୟରେ ସୀମିତ ନ ରହି ସାଂସ୍କୃତିକ ମିଳନ ହେଉଥିଲା।...

କ୍ଷତିଭରଣା ଅର୍ଥ ଅଫିସର, ଠିକା ସଂସ୍ଥା ଦିଅନ୍ତୁ

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପକୁ ନେଇ କେନ୍ଦ୍ର ପର୍ଯ୍ୟାବରଣ ମନ୍ତ୍ରଣାଳୟର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଚିଠି ଚର୍ଚ୍ଚାରେ ଅଛି। ଗୁରୁବାର ଧରିତ୍ରୀରେ ଏ ସମ୍ପର୍କରେ ଖବର ପ୍ରକାଶ...

ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି।...

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ...

ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା

କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ହୋଇଥିବା ମାମଲା ପରେ...

ଚାଷୀଙ୍କ ପାଇଁ ସରକାରୀ ଆଳୁ ବିହନ ସଙ୍କଟ

କେନ୍ଦ୍ରାପଡ଼ା ଅଫିସ,୧୬।୧୧: କେନ୍ଦ୍ରାପଡ଼ା ଜିଲାର ଆଳୁ ଚାଷୀଙ୍କ ପାଇଁ ସରକାରୀ ବିହନ ସଙ୍କଟ ଦେଖାଦେଇଛି। ସରକାରୀ ବିହନ ଯୋଗାଣ ଅଦ୍ୟାବଧି ହୋଇ ନ ଥିବାରୁ ବଜାରରୁ ଚାଷୀ ଅଧିକ ଦାମ ଦେଇ ବିହନ କ୍ରୟ କରୁଛନ୍ତି। ଏହି ବିହନ ଦ୍ୱାରା...

ଜଳଉତ୍ସରେ ପ୍ରଦୂଷଣ ବଢ଼ୁଛି

କେନ୍ଦ୍ରାପଡ଼ା ଅଫିସ,୧୫ା୧୧: ରାଜ୍ୟର ୨୩ ଜିଲାରେ ୫୫ଟି ଜଳ ଉତ୍ସ ପ୍ରଦୂଷିତ। ତାହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପକ୍ଷରୁ ଜଳଉତ୍ସ ବିଶୋଧନ ପାଇଁ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏନେଇ...

ଉଜୁଡ଼ିବାକୁ ବସିଛି ପାଚିଲା ଧାନ

ପଟ୍ଟାମୁଣ୍ଡାଇ/ଆଳି,୧୫ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ପାଚିଲା ଧାନ କ୍ଷେତକୁ ଉଜାଡି ଦେବା ଆଶଙ୍କା ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶତାଧିକ ହେକ୍ଟର ଜମିରେ ଚାଷ ହୋଇଥିବା ଧାନ ଫସଲ ହୋଇଥିଲା। ଚଳିତବର୍ଷ ଖରିଫ ଋତୁ ଆରମ୍ଭରେ ଅନାବୃଷ୍ଟି କାରଣରୁ...

ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର...

ମାଛ ଗଦିରୁ ୨ ଶାଙ୍କୁଚ ଜବତ, ୨ ଗିରଫ

ରାଜନଗର, ୧୩।୧୧(ଡି.ଏନ.ଏ.): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ...

ସହାୟତା ମାଗି ଶୁଦ୍ଧି ହେଲେ ନାବାଳକ

ରାଜନଗର, ୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାଲିସାହିପାଟଣା ପଞ୍ଚାୟତ ଚମ୍ପାଦିଆ ଗାଁର ଭାଗବତ ଦାସ (୧୪) ୨ ବର୍ଷ ତଳେ ବାପା ଗୁରୁବାରି ଦାସ (୪୫)ଙ୍କୁ ହରାଇଥିଲେ। ବିଦ୍ୟୁତ୍‌ ଆଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ମା’ ଉଲି(୪୩)...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri