କେନ୍ଦ୍ରାପଡ଼ା

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪...

ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର ନାମ ବାଦ୍‌ ପଡିଥିଲା। ଏବେ ଦୈନିକ ୩୦ ମାଲବାହୀ ଟ୍ରେନ ଗଡୁ ଥିଲେ...

ଭିତ୍ତିପ୍ରସ୍ତରରେ ଅଟକିଛି କେରଡ଼ାଗଡ଼-ଏକମାଣିଆ ସେତୁ

ଆଳି, ୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଉପାନ୍ତରେ ଏକମାଣିଆ ପଞ୍ଚାୟତ ରହିଛି। ଏହାର ଚତୁଃପାର୍ଶ୍ୱକୁ ଖରସ୍ରୋତା ଓ ବ୍ରାହ୍ମଣୀ ନଦୀ ଘେରି ରହିଛି। ଫଳରେ ସେମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଅବହେଳିତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଅଞ୍ଚଳବାସୀ...

ବାଦୁଡ଼ିଙ୍କ କୋଳାହଳର ଗାଁ ସହରପୁର

ଡେରାବିଶ,୮ା୧୧(ସ୍ବ.ପ୍ର.)ବାଦୁଡ଼ିର ଖରାପ ଗନ୍ଧ ପାଇଁ ସମାଜରେ କେତେଜଣ ବ୍ୟକ୍ତି ଘୃଣା କରିଥାନ୍ତି। ସାଧାରଣତଃ ଅନେକ ଚଳଚ୍ଚିତ୍ରରେ ବାଦୁଡ଼ିକୁ ଏକ ଭୟଭୀତ ପକ୍ଷୀ ଭାବେ ଚିତ୍ରିତ କରାଯାଇଥାଏ। ଏଥିସହ ମୂଷା ବାଦୁଡ଼ିଙ୍କର ପ୍ରଧାନ ଖାଦ୍ୟ ହୋଇଥିବାରୁ ସମାଜରେ ବି ରୋଗ ସଂକ୍ରମଣ...

ଭିତରକନିକା ଜୀବଜନ୍ତୁ ପ୍ରତି ବଢୁଛି ବିପଦ

କେନ୍ଦ୍ରାପଡ଼ା ଅଫିସ, ୮।୧୧: ମହିଳା ଓ ଶିଶୁ ବିକାଶ ବିଭାଗର ରାଜ୍ୟ ଏବଂ କେନ୍ଦ୍ରାପଡ଼ା ଜିଲାର ଏକ ଟିମ୍‌ ଗତ ବୁଧବାର ଡାଙ୍ଗମାଳକୁ ଯାଇଥିଲେ। ସେଠାରେ ଏହି ଟିମ୍‌ର ୧୪ ଜଣ ନିକଟସ୍ଥ ଅରଣ୍ୟ ନିବାସରେ ମଧ୍ୟାହ୍ନଭୋଜନ କରିଥିଲେ। ତେବେ...

ଯୁବବର୍ଗ ଜିଲା ଛାଡ଼ିବାକୁ ପ୍ରସ୍ତୁତ

କେନ୍ଦ୍ରାପଡ଼ା ଅଫିସ,୭ା୧୧: ପାଟିରୁ ରକ୍ତ ବାହାରିଲେ ମଧ୍ୟ ଓଟ କଣ୍ଟାପତ୍ର ଖାଇବାକୁ ବାଧ୍ୟ। ସେ ଜାଣିଛି, କଣ୍ଟାପତ୍ର ନ ଖାଇଲେ ଜୀବନ ଧାରଣ ଅସମ୍ଭବ। ଠିକ୍‌ ସେହି ଓଟଙ୍କ ଜୀବନ ପରି କେନ୍ଦ୍ରାପଡ଼ା ଜିଲାର ଯୁବବର୍ଗ ଦୁଃଖ କଷ୍ଟ ଭୋଗୁଛନ୍ତି।...

ଘର ନାହିଁ: ବିଦ୍ୟାଳୟରେ ରହୁଛନ୍ତି

ଡେରାବିଶ, ୬।୧୧(ସ୍ବ.ପ୍ର.): କଚ୍ଚାଘର ଥିବା ପରିବାରକୁ ବାସଗୃହ ଯୋଜନାରେ ସାମିଲ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କରିଛନ୍ତି। ଅର୍ଥାଭାବରୁ ନିଜର ଘର ଖଣ୍ଡିଏ କରି ନ ପାରି ନିଜର ପରିବାରକୁ ଧରି ବିଦ୍ୟାଳୟ ଗୃହରେ ମୁଣ୍ଡ...

ବିରି ଫସଲରେ କାଳିମୁଣ୍ଡି ପୋକ, ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ,୬।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ବିରି ଅମାର କୁହାଯାଉଥିବା ଧୋୟାଞ୍ଚଳର ସିଂହଗାଁ, ପେଣ୍ଠପାଳ, ତରଡିପାଳ, ଅଳପୁଆ, ବଲୁରିଆ, ଅଣ୍ଢରା, ଅମୃତମଣୋହି ପଞ୍ଚାୟତରେ ବ୍ୟାପକ ଭାବେ ଚାଷ ହୋଇଛି। ହେଲେ ବିରି ଫସଲରେ କାଳିମୁଣ୍ଡି ପୋକ ପ୍ରାଦୃଭାବ ଦେଖିବାକୁ ମିଳିଛି। କାଳିମୁଣ୍ଡି ପୋକ...

ଡ୍ରୋନ୍‌ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ

କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍‌ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର ଗୋଟିଏ ଅଲିଭ ରିଡ୍‌ଲେ ପୂର୍ଣ୍ଣ ବୟସ୍କ ବଞ୍ଚତ୍ଥାନ୍ତି। ସଂଖ୍ୟା ଅତିମାତ୍ରାରେ କମ୍‌ ଥିବାରୁ...

ବଡ଼ବଡୁଆ ଡାକିବାକୁ କାଉଁରିଆ କାଠି ମିଳୁନି

ପାଟକୁରା,୩ା୧୧ (ଡି.ଏନ.ଏ.): ଦୀପାବଳିରେ ପିତୃପୁରୁଷଙ୍କ ପାଇଁ ପରିବାର ଲୋକେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଥା’ନ୍ତି। କିନ୍ତୁ ଏବେ ଏହି କାଉଁରିଆ କାଠିର ଅଭାବ ପରିଲକ୍ଷିତ ହେଉଛି। ପୂର୍ବରୁ ଲାଭଜନକ ଫସଲ ଭାବେ ନଳିତା ଚାଷକୁ ଚାଷୀମାନେ ଆପଣାଇ ନେଇଥିଲେ।...

ଉଦ୍‌ଘାଟନର ୬ ମାସରେ ରାସ୍ତା ଫାଟି ଆଁ

ପଟ୍ଟାମୁଣ୍ଡାଇ,୧ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅଧୀନରେ ନିର୍ମିତ ଗୁଣୁପୁରଠାରୁ କାଠିଆପଡା ୭. ୫୦୦ କି.ମି. ରାସ୍ତାଟି ଉଦ୍‌ଘାଟନର ୬ ମାସ ମଧ୍ୟରୁ ଫାଟି ଅଁା କରିଛି। ରାସ୍ତାରୁ ପିଚୁ ଉଠିଗଲାଣି। ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟ୍ଟକଳରେ...

ପ୍ରଚାର ଅଭାବରୁ ପର୍ଯ୍ୟଟକଙ୍କ ପାଦ ପଡୁନି

କେନ୍ଦ୍ରାପଡ଼ା ଅଫିସ,୧ା୧୧: ଜାତୀୟଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦ୍ୱୀପରେ ମା’ ବରୁଣେଇ ଦୀର୍ଘବର୍ଷ ଧରି ପୂଜା ପାଉଛନ୍ତି। ପ୍ରଚାର ପ୍ରସାର ଅଭାବରୁ ପର୍ଯ୍ୟଟକଙ୍କ ପାଇଁ ଏହା ଅପହଞ୍ଚ ହୋଇ ରହିଛି। ଜଳପଥ ହିଁ ଏହି ସ୍ଥାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri