କେନ୍ଦ୍ରାପଡ଼ା

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍‌ରେ...

ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଅଛନ୍ତି। ତେବେ ଦ୍ୱାଦଶ...

ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର...

ମା’ ଭୋଟ ଦେବାକୁ ଯାଇଥିଲେ: ପାଣିରେ ବୁଡ଼ିଗଲା ଝିଅ

କେନ୍ଦ୍ରାପଡ଼ା,୧।୬: ୨୦୨୪ ଲୋକ ସଭା ନିର୍ବାଚନର ସପ୍ତମ ତଥା ଅନ୍ତମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ଏକ ଦୁଃଖଦ ଖବର ସାମ୍‌ନାକୁ ଆସିଛି । ମା’ ଭୋଟ ଦେବାକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଶିଶୁ...

ସାଲେପୁରରେ ନିର୍ବାଚନୀ ହିଂସା: ଭାଜପା ଏଜେଣ୍ଟଙ୍କୁ ପନିକିରେ ହାଣିଲେ

ଭୁବନେଶ୍ୱର,୧।୬: କେନ୍ଦ୍ରାପଡ଼ା ଲୋକସଭା ଅଧୀନ ସାଲେପୁର ମାଳଶାସନ ୧୮୪ ଏବଂ ୧୮୫ ନମ୍ବର ବୁଥରେ ନିର୍ବାଚନୀ ହିଂସା ଘଟିଛି। ଭାଜପା ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଏବଂ ୩ଜଣ ସମର୍ଥକଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ବିଜେଡି ସମର୍ଥକ ସାମିଲ...

ଗୋଲରାହାଟ-ସବଳଙ୍ଗ ୯ନଂ. କେନାଲ ବନ୍ଧ ରାସ୍ତା ମରଣଯନ୍ତା

ଡେରାବିଶ, ୧ା୬ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଡେରାବିଶ ବ୍ଲ୍ଳକ ଅଧୀନ ଗୋଲରାହାଟଠାରୁ ସବଳଙ୍ଗ ଯାଏ ଯାଇଥିବା ୯ ନଂ. କେନାଲବନ୍ଧ ରାସ୍ତାଟି ଦୀର୍ଘଦିନ ହେବ ମରଣଯନ୍ତା ପାଲଟିଛି। ଏହି ରାସ୍ତାଟି...

ରେଶମ ଚାଷ ପାଇଁ ମିଳୁନି ପ୍ରୋତ୍ସାହନ

ପଟ୍ଟାମୁଣ୍ଡାଇ,୧ା୬(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ବ୍ରାହ୍ମଣୀ ନଦୀ ପାଶର୍‌ବ ଉର୍ବର ଚାଷଜମିରେ କ୍ରମଶଃ ବେଣାଗଛ ହୋଇ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବା ଆଉ ସମ୍ଭବ ହେଉନାହିଁ। ଏଥିଯୋଗୁ ଚାଷୀଙ୍କ ଏକର ଏକର ଚାଷଜମି...

ଚାଷବାସ ଉଜାଡୁଛି ସମୁଦ୍ର ଜୁଆର

କେନ୍ଦ୍ରାପଡ଼ା, ୧ା୬ (ଜଗନ୍ନାଥ ଧଳ): ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲାର ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି। ଆଳି ସମେତ ରାଜକନିକା, ରାଜନଗର ଓ ମହାକାଳପଡ଼ାର ମୋଟ ୭୪୪.୪୭ କିଲୋମିଟର ତଟବନ୍ଧର...

ପାଟକୁରାର ସାମୂହିକ ବିକାଶ ମୁଖ୍ୟ ଲକ୍ଷ୍ୟ: ଅରବିନ୍ଦ

କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ଅତୀତରେ ଏଠାରୁ ରାଜ୍ୟର ବହୁ ପ୍ରମୁଖ ନେତା ନିର୍ବାଚିତ ହୋଇ ପାଟକୁରାକୁ ରାଜନୈତିକ କ୍ଷେତ୍ରରେ ଏକ ନୂତନ ଦିଗ୍‌ଦର୍ଶନ ଦେଇଛନ୍ତି। ତେବେ ଚଳିତ ନିର୍ବାଚନରେ ପାଟକୁରା...

ନବୀନଙ୍କ ସ୍ବାସ୍ଥ୍ୟହାନିରେ ଷଡ଼ଯନ୍ତ୍ର, ଯାଞ୍ଚ ହେବ: ମୋଦି

ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ କହିଛନ୍ତି।...

ମୋଦି କଲେ ଭବିଷ୍ୟବାଣୀ, ଏହିଦିନ ବିଜେଡିରେ ହେବ କମ୍ପନ

କେନ୍ଦ୍ରାପଡ଼ା, ୨୯।୫: କେନ୍ଦ୍ରାପଡ଼ା ସଭାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୁଧବାର ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି ମୋଦି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। ଓଡ଼ିଶାରେ ମୋଦିଙ୍କ ଆଜି ପ୍ରଚାରର ଶେଷ ଦିନ ହୋଇଥିଲେ ମଧ୍ୟ ବିଜେଡିକୁ ଟାର୍ଗେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri