ମାଛ ଧରୁଥିବାବେଳେ ସ୍ତ୍ରୀ ସମ୍ମୁଖରେ ବୁଡ଼ିଗଲେ ସ୍ବାମୀ
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୁକ୍ରବାର ମହାନଦୀର ବନ୍ତନାଶିଠାରେ ମାଛ ଧରୁଥିବା ବେଳେ ଜଣେ ଯୁବକ ବୁଡିଯାଇଛନ୍ତି। ସ୍ତ୍ରୀ ଓ ଶାଳକଙ୍କ ଆଖି ସମ୍ମୁଖରେ ଏହି ଘଟଣା ଶୁକ୍ରବାର ମଧ୍ୟାହ୍ନରେ ଘଟିଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚତ୍...