କେନ୍ଦ୍ରାପଡ଼ା

ଖରସ୍ରୋତାରୁ ଭଦ୍ରକକୁ ପାଣିଦେବା ବିବାଦ: ପାଣି ନ ଛାଡ଼ିବାକୁ ଜଳ ସତ୍ୟାଗ୍ରହ

କେନ୍ଦ୍ରାପଡ଼ା ଅଫିସ/ରାଜକନିକା,୭ା୧୨ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣିଦେବା ବିବାଦ ତୀବ୍ର ହେବାରେ ଲାଗିଛି। ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତିର ଶତାଧିକ ମହିଳା ରବିବାର ପୂର୍ବାହ୍ନରେ ହାତରେ ଗରା ଧରି ବରୁଣାଡିହାଠାରେ ନଦୀରେ ପଶି...

କେନାଲ ବନ୍ଧ ରାସ୍ତା ଖାଲଖମା

ଡେରାବିଶ, ୫।୧୨(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ କେନ୍ଦ୍ରାପଡ଼ା କେନାଲର ଗିରିଗୋଲାଠାରୁ ଦାନପୁର ୨ କି.ମି. କେନାଲ ବନ୍ଧ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଛି। ବ୍ଲକ ଅଞ୍ଚଳର ଏହି କେନାଲ ବନ୍ଧ ରାସ୍ତାଟି ମୁଖ୍ୟରାସ୍ତା। ରାସ୍ତାଟି କେନ୍ଦ୍ରାପଡ଼ା ଓ କଟକ ସହରକୁ...

ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ପରିବେଶ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ ହେବ

କେନ୍ଦ୍ରାପଡା ଅଫିସ/ରାଜକନିକା/ଆଳି,୪ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀରେ ମେଗା ପାନୀୟ ଜଳ ପ୍ରକଳ୍ପରୁ ଭଦ୍ରକ ଜିଲାକୁ ପାନୀୟ ଜଳ ଯୋଗାଣ ନେଇ ବିବାଦ ଏକ ଭିନ୍ନ ସ୍ଥିତିରେ ପହଞ୍ଚତ୍ଛି। ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏହି ପ୍ରକଳ୍ପରୁ...

ପ୍ରଭାବଶାଳୀଙ୍କ ହାତରେ ଭୂମିହୀନ ପଟ୍ଟା

ମହାକାଳପଡା,୪ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଭୂମିହୀନ ପରିବାରକୁ ବସୁନ୍ଧରା ଯୋଜନାରେ ସରକାରୀ ଜମି, ବାସଗୃହ ଯୋଗାଇ ଦେବାକୁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ କେନ୍ଦ୍ରାପଡା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ...

ମାଛ ନିଲାମରେ କେଳେଙ୍କାରୀ: ଗହୀରମଥା ବନପାଳ ନିଲମ୍ବିତ

ରାଜନଗର,୩ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ମାଦଳିମାଉଥ ନିକଟ ନିଷିଦ୍ଧାଞ୍ଚଳରେ ପଶି ମାଛ ମାରୁଥିବାବେଳେ ନଭେମ୍ବର ୨୯ରେ ବନ ବିଭାଗର ପାଟ୍ରୋଲିଂ ଟିମ୍‌ ଲକ୍ଷ୍ମୀ ତାରିଣୀ-୩ ନାମକ ଟ୍ରଲରକୁ ଜବତ କରିଥିଲା। ଜବତ ଟ୍ରଲରରେ ଭଦ୍ରକ ଅଞ୍ଚଳର ୯ ମତ୍ସ୍ୟଜୀବୀଙ୍କୁ...

ଇକୋ ସେନ୍‌ସିଟିଭ ଜୋନରେ ପ୍ରକଳ୍ପ

କେନ୍ଦ୍ରାପଡା ଅଫିସ,୩।୧୨:କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇକୋ ସେନ୍‌ସିଟିଭ ଜୋନ)ରେ ଯାଉଛି। ଜିଲାର ରାଜକନିକା ବ୍ଲକ ବରୁଣାଡିହାରେ ନିର୍ମାଣାଧୀନ ଖରସ୍ରୋତା ମେଗା ପାନୀୟ ଜଳ ପ୍ରକଳ୍ପ ପରିବେଶ ସମ୍ବେଦନଶୀଳ ଜୋନରେ ଯାଉଛି। ତେଣୁ ଏହି...

ଭିତରକନିକା ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ: ଜନପ୍ରତିନିଧିଙ୍କ ସହ ମନ୍ତ୍ରୀ ଆଲୋଚନା କରନ୍ତୁ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ରବିବାର ଶୂନ୍ୟକାଳରେ ଭିତରକନିକାର ସୀମା ନିର୍ଦ୍ଧାରଣ ନେଇ କେନ୍ଦ୍ରାପଡ଼ା...

କର୍ମ ନିଯୁକ୍ତି ସୁଯୋଗ ନାହିଁ: ରାଜ୍ୟ ବାହାରେ କାମ କରୁଛନ୍ତିି ଶ୍ରମିକ

କେନ୍ଦ୍ରାପଡ଼ା ଅଫିସ,୨୭ା୧୧: କେନ୍ଦ୍ରାପଡ଼ା ଜିଲାରେ କ୍ଷୁଦ୍ର, ମଧ୍ୟମ ତଥା ବୃହତ ଶିଳ୍ପ ନାହିଁ। ଶ୍ରମିକମାନଙ୍କୁ ଜିଲାରେ କର୍ମ ନିଯୁକ୍ତି ମିଳୁ ନ ଥିବାରୁ ବାହାର ରାଜ୍ୟ ଓ ଦେଶକୁ କାମ ଅନୁସନ୍ଧାନରେ ଯାଉଛନ୍ତି। ସେଠାକୁ ଯାଉଥିବା ଶ୍ରମିକମାନେ ଘର ପରିବାର...

ଦୁର୍ଘଟଣାସ୍ଥଳ ପାଲଟିଛି ଆଳି ଡାକବଙ୍ଗଳା ଛକ

ଆଳି,୨୭ା୧୧(ଡି.ଏନ.ଏ.): ଆଳି ବ୍ଲକକୁ ଯୋଗାଯୋଗ ନିମନ୍ତେ ଗୋଟିଏ ପଟେ ବ୍ରାହ୍ମଣୀ ସେତୁ, ଅପରପକ୍ଷେ ବୈତରଣୀ ସେତୁ ଓ ଗୋବିନ୍ଦପୁର ସେତୁ ନିର୍ମାଣ ହୋଇଛି। ଏହି ସେତୁ ନିର୍ମାଣ ପରେ ଆଳି ଓ ରାଜକନିକା ଦୁଇଟି ବ୍ଲକର ଜନସାଧାରଣ ସିଧାସଳଖ ଜିଲା...

ଡିଟିପିରେ ମିଳୁଛି କୁଜଙ୍ଗ ରାଜାଙ୍କ ହାତପଟ୍ଟା

କେନ୍ଦ୍ରାପଡା ଅଫିସ, ୨୪।୧୧: ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିଲା ପରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଞ୍ଚଳର ଜମି ଜାଲିଆତି ଘଟଣା ବାହାରକୁ ଆସିଛି। ଗୋଟିଏ ପରିବାରର ୪ଟି ଜାତି ମାମଲାର ତଦନ୍ତ ସମୟରେ ଏହି ତଥ୍ୟ ଜଣାପଡ଼ିଛି।...

ମୃତ ଗାଙ୍ଗେଟିକ୍‌ ଡଲ୍‌ଫିନ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର(ଡି.ଏନ.ଏ.)/ପଟ୍ଟାମୁଣ୍ଡାଇ(ସ୍ବ.ପ୍ର.), ୨୪।୧୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗଙ୍ଗାରାମପୁର ପଞ୍ଚାୟତର କଇଁକୁଳା ଗଁା ନିକଟରୁ ଏକ ମୃତ ଗାଙ୍ଗେଟିକ୍‌ ଡଲଫିନ ରବିବାର ଉଦ୍ଧାର ହୋଇଛି। ଏହାର ଓଜନ ୬୦ କେଜି ଏବଂ ଲମ୍ବ ୭ ଫୁଟ ୩...

ଜିଲାରେ ବଢୁଛି ତଟକ୍ଷୟ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୨।୧୧: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ତଟକ୍ଷୟ ଏକ ସମସ୍ୟା ଭାବେ ଉଭାହୋଇଛି। ଏଥିଯୋଗୁ ୧୯୬୦ରୁ ୨୦୧୬ ମଧ୍ୟରେ ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରୁ ୮୮ ବର୍ଗ କିଲୋମିଟର ହେନ୍ତାଳ ବଣ ନଷ୍ଟ ହୋଇଛି। ରାଜନଗର ବ୍ଲକ ପେଣ୍ଠଠାରେ ନିର୍ମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri