କେନ୍ଦ୍ରାପଡ଼ା

ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ

କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ ନ ଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଆସିଥିଲା। ବର୍ଷାଋତୁ...

ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍‌ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍‌ ରୁଜୁ

କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି...

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟି ଚାଳକ ହଳଦିଆ ଗ୍ରାମର ବିକାଶ ନାୟକ...

ମହାବାତ୍ୟାରେ କେନ୍ଦ୍ରାପଡ଼ା ଆସିଥିଲେ ପ୍ରଣବଦା

କେନ୍ଦ୍ରାପଡ଼ା ଅଫିସ, ୧।୯: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରନତ୍ ପ୍ରଣବ ମୁଖାର୍ଜୀଙ୍କର ସୋମବାର ଦେହାନ୍ତ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ବହୁ ଲୋକ ଶୋକ ବ୍ୟକ୍ତ କରିଛନ୍ତି। ମହାକାଳପଡ଼ା ରାମନଗର ଗ୍ରାମର ତରୁଣକାନ୍ତି କାଞ୍ଜିଲାଲ କହିଛନ୍ତି, ୧୯୯୯...

୩ ଲକ୍ଷରୁ ଊର୍ଦ୍ଧ୍ୱ ଜଳବନ୍ଦୀ

କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩ ଲକ୍ଷରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏବେ ଜଳବନ୍ଦୀ ରହିଛନ୍ତି। ଆଳି, ରାଜନଗର, ପଟ୍ଟାମୁଣ୍ଡାଇ, ଡେରାବିଶ...

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୩୧।୮: କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ ସୁକାନ୍ତ ଚୌଧୁରୀଙ୍କ ଶନିବାର ସନ୍ଧ୍ୟାରେ ହୃଦଘାତ୍‌ରେ ପରଲୋକ ଘଟିଛି। ତାଙ୍କୁ ୬୬ ବର୍ଷ ହୋଇଥିଲା। ଚୌଧୁରୀ ଜାତୀୟ ଓ ରାଜ୍ୟସ୍ତରରେ ସୁନାମ ଅର୍ଜନ କରିଥିଲେ। ୧୯୮୧ରେ...

ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା...

ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି

କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ...

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ କରଙ୍କର କେନ୍ଦ୍ରାପଡ଼ା ସହର ସାନମଙ୍ଗଳାସ୍ଥିତ ବାସଭବନରେ ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ପରିବାର...

ଲଘୁଚାପ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୨୧।୮: ବୁଧବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକରେ ମୋଟ ୫୭୧ ମିଲିମିଟର ବର୍ଷା ହୋଇଛି। ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମ, ଖରସ୍ରୋତାରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଜିଲାର ଜନଜୀବନ...

ଭୁଶୁଡ଼ିଲା ନବନିର୍ମିତ ରେଳପଥ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ,୨୧ା୮(ଡି.ଏନ.ଏ.): ହରିଦାସପୁର-ପାରାଦୀପ ରେଳପଥର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଯଦୁପୁର ନିକଟ ଖସାଡିଠାରେ ବୁଧବାର ସନ୍ଧ୍ୟାରେ ୩୦ଫୁଟ ଚଉଡାର ରେଳପଥ ଭୁଶୁଡି ପଡିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ନବନିର୍ମିତ ଏହି ରେଳପଥ ନିର୍ମାଣ...

କୋଭିଡ୍‌-୧୯ ସମୀକ୍ଷା: କୋଭିଡ ନିୟନ୍ତ୍ରଣରେ ଆଗରେ କେନ୍ଦ୍ରାପଡା

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-କେନ୍ଦ୍ରାପଡ଼ା ଜିଲାରେ କରୋନା ସଂକ୍ରମଣର ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି। ଯାହକି ସାରା ଦେଶରେ ସର୍ବନିମ୍ନ। ସେହିପରି କେନ୍ଦ୍ରାପଡ଼ାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଯାହାକି ରାଜ୍ୟରେ ସବୁଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri