କେନ୍ଦ୍ରାପଡ଼ା

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ ୮୬୭ ବୁଥ୍‌ରେ ଲାଇଭ୍‌ ଫୁଟେଜ୍‌ ପାଇଁ ଓ୍ବେବ୍‌କାଷ୍ଠିଂ ହେବ। ଏଥିସହ ଏହି ବୁଥ୍‌ଗୁଡ଼ିକରେ...

ତଟକ୍ଷୟ ଛଡ଼ାଇନେଲା ସାତଭାୟାବାସୀଙ୍କ ବାସ,ଚାଷ

କେନ୍ଦ୍ରାପଡ଼ା,୧୭ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳରେ ବିଶ୍ୱତାପନ ଯୋଗୁ ସମୁଦ୍ର ତଟକ୍ଷୟ ସାତଭାୟାବାସୀଙ୍କ ବାସ ଓ ଚାଷକୁ ଛଡ଼ାଇ ନେଇଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ ସାତଭାୟାର ଯୁବବର୍ଗ କେରଳ, ସୁରଟ,...

ବିଜୁ ଉତ୍ତରାଧିକାରୀ, ବୈଜୟନ୍ତଙ୍କ ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା, ୧୬ା୫ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଜୁବାବୁଙ୍କ ରାଜନୈତିକ କର୍ମଭୂମି। ଏକଦା ବିଜୁବାବୁଙ୍କ ଘନିଷ୍ଠ ଥିଲେ ଏହି ଜିଲାର ନଳିନୀକାନ୍ତ ମହାନ୍ତି ଓ ବିଜୟ ମହାପାତ୍ର। ସେହିପରି ଘନିଷ୍ଠ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ପୁଅ ବୈଜୟନ୍ତ ପଣ୍ଡା ୧୯୯୭ରେ ବିଜେଡିର ଗଠନ...

ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲା କାର୍ଯ୍ୟଳୟକୁ ନେଇଛି। ମିଳିଥିବା ସୂଚନା...

ଅବହେଳିତ ଅବସ୍ଥାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ

ପଟ୍ଟାମୁଣ୍ଡାଇ,୧୪ା୫ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ଡ୍ରେନ, ଟ୍ରାଫିକ୍‌, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ, ପରିମଳ ବ୍ୟବସ୍ଥା ଆଦି ଅବ୍ୟବସ୍ଥିତ ଓ ପ୍ରହସନ ପାଲଟିଛି। ଏସବୁ ପ୍ରସଙ୍ଗକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅର୍ଥ...

ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍‌ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ...

ଜୁଆର ଉଠିଲେ ଘରେ ପଶୁଛି ପାଣି

କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ,...

ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍‌

ପଟ୍ଟାମୁଣ୍ଡାଇ,୧୨ା୫ (କଳ୍ପତରୁ ନାୟକ)ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ଗତ କିଛି ବର୍ଷ ହେବ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍‌ ହୋଇପଡିଛି। ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ଏହା...

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର ୨୫ ଇଞ୍ଚର କେଶ ଦାନ କରିଛନ୍ତି। ସେ ଜଣେ ଗୃହିଣୀ। ସେ...

ପି.ଆର୍‌. ସର୍ବଜିତ ଆଇଏଫ୍‌ଏସ୍‌ ପରୀକ୍ଷାରେ ୧୦୪ ର଼୍ୟାଙ୍କ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ଗ୍ରାମର ମେଧାବୀ ଛାତ୍ର ପି.ଆର୍‌. ସର୍ବଜିତ ୨୦୨୩ରେ ସର୍ବଭାରତୀୟ ସ୍ତର ଭାରତୀୟ ବନ ସେବା ପରୀକ୍ଷାରେ ୧୦୪ତମ ସ୍ଥାନ ଅଧିକାର କରିଥିବା ପରିବାର ସୂତରୁ କୁହାଯାଇଛି। ମିଳିଥିବା ସୂଚନା...

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି...

ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ

ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri