କେନ୍ଦ୍ରାପଡ଼ା

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ୍‌...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି ପୁଣି ଥରେ ପ୍ରାର୍ଥୀ କରିଛି। ଅପରପକ୍ଷରେ କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ ଓ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର ପ୍ରୟାସ ଜାରି ରଖିଥିବା ବେଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳର...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି। ସୂଚନାଯୋଗ୍ୟ,...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ରାଜନଗର ବନ ବିଭାଗ ପକ୍ଷରୁ ଚଳିତମାସ ୧ ତାରିଖଠାରୁ ଜୁଲାଇ ୩୧ ଦୀର୍ଘ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି ଏଗୁଡିକର...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦ ପ୍ରତିଶତ କାରିଗର ହସ୍ତତନ୍ତ ମାଧ୍ୟମରେ ଉତ୍ପାଦନ କରିବା ଛାଡ଼ିଦେଇଛନ୍ତି। କେନ୍ଦ୍ରାପଡ଼ା ଧୋତି, ଗାମୁଛା...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି ହେଉଛି। ଏହାସତ୍ତ୍ୱେ କୁକୁଡା ଚାଷୀଙ୍କୁ ଲାଭ ମିଳୁନି। ବାହାର ଓ ରାଜ୍ୟର କେତେଗୋଟି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା ପରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବାକୁ ଯାଉଥିବା ସ୍ପଷ୍ଟ ହୋଇଛି। ଏହି ନିର୍ବାଚନମଣ୍ଡଳୀ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri