କେନ୍ଦ୍ରାପଡ଼ା

ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି

କେନ୍ଦ୍ରାପଡା ଅଫିସ, ୨୬।୯: କେନ୍ଦ୍ରାପଡ଼ା ବ୍ଲକ କୁତରଙ୍ଗ ଉଚ୍ଚ ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି କରି ପଞ୍ଚାୟତବାସୀ ଜିଲାପାଳଙ୍କୁ ବୁଧବାର ଏକ ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ଗ୍ରାମର ନରୋତ୍ତମ ମଲ୍ଲିକ କହିଛନ୍ତି, ୧୯୮୦ ମସିହାରେ ଏହି ସ୍କୁଲ ପ୍ରତିଷ୍ଠ...

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ଅଭିଯୋଗ ଆଣିଲେ ବାପଘର ଲୋକେ

ଆଳି, ୨୫।୯ (ଡି.ଏନ୍‌.ଏ.):ଆଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ବେଣୁଧର ସ୍ବାଇଁ ବୋହୂ ସୁନୀତା ନାୟକ(୨୮)ଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ହତ୍ୟା କରିଛନ୍ତି। ଏ ନେଇ ମଙ୍ଗଳବାର ସୁନୀତାଙ୍କ ଭାଇ ବିଲିକଣା ଗ୍ରାମର ଅମର ନାୟକ ଥାନାରେ ଅଭିଯାଗ...

ସିଇସି ରିପୋର୍ଟକୁ ନେଇ ଅଡ଼ୁଆରେ ପ୍ରଶାସନ: ଲିଜ୍‌ପ୍ରାପ୍ତ ଚିଙ୍ଗୁଡିଘେରି ପ୍ରକଳ୍ପ ଉଚ୍ଛେଦ ଚିନ୍ତାର କାରଣ

କେନ୍ଦ୍ରାପଡା ଅଫିସ, ୨୫ା୯- କେନ୍ଦ୍ରାପଡା ଜିଲାର ସମୁଦ୍ରତଟବର୍ତ୍ତୀ ଅଞ୍ଚଳରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଏବେ ଜିଲା ପ୍ରଶାସନ ପାଇଁ ଆହ୍ବାନ ପାଲଟିଛି। ଆସନ୍ତା ଅକ୍ଟୋବର ୨୧ ସୁଦ୍ଧା ୨୯୦୦ ହେକ୍ଟରରୁ ଅଧିକ ଅଞ୍ଚଳରେ ଗଢ଼ି ଉଠିଥିବା ବେଆଇନ ଘେରି...

ବିଦ୍ୟାଳୟରେ ବଜ୍ରପାତ: ୪ ଛାତ୍ରୀଛାତ୍ର, ପାଚିକା ଆହତ

ମାର୍ଶାଘାଇ, ୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର କଣକଶୋଟି ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ସୋମବାର ବଜ୍ରପାତଘଟି ୪ ଛାତ୍ରୀଛାତ୍ରଙ୍କ ସମେତ ଜଣେ ବାଚିକା ଆହତ ହୋଇଛନ୍ତି। ଚିକତ୍ସା ପାଇଁ ସେମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକତ୍ସା...

ଅଢ଼େଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୩।୯: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମଥର ପାଇଁ ବ୍ରାଉନସୁଗାର ଚୋରା କାରବାର ସମ୍ପର୍କରେ ଖୁଲାସା ହୋଇଛି। ଟାଉନ ଥାନା ଅଧୀନ ଆମବାଡ଼ିରୁ ୨୫ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ ହୋଇଛି। ଏଥିସହିତ  ଗ୍ରାମର ଚୋରା ବ୍ୟବସାୟୀ ଜାହିଦ ଖାଁଙ୍କୁ କେନ୍ଦ୍ରାଞ୍ଚଳ...

ନିର୍ଦ୍ଦେଶନାମାକୁ ବେଖାତିର: ଯାଞ୍ଚହେଉନି ସ୍କୁଲ ବ୍ୟାଗ, ପରିବହନ ଗାଡ଼ି

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ର ସରକାରଙ୍କ ମାନବ ସମ୍ଭଳ ବିଭାଗ ପକ୍ଷରୁ ଛାତୀଛାତ୍ରଙ୍କ ସ୍କୁଲ ବ୍ୟାଗ ବୋଝର ନିର୍ଦ୍ଦିଷ୍ଟ ଓଜନ ପାଇଁ ୨୦୧୮ରେ ନିୟମ ହୋଇଛି। ରାଜ୍ୟ ସରକାର ୨୦୧୯ ମାର୍ଚ୍ଚ ୮ରେ ଏ ସମ୍ପର୍କରେ ଗାଇଡଲାଇନ ଜାରି କରିଥିବାବେଳେ...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ...

ମଣିକୁଣ୍ଡା ପାନୀୟ ଜଳ ପ୍ରକଳ୍ପ ଏନଜିଟି ମାମଲା:କାର୍ଯ୍ୟ ବନ୍ଦ ଦାବି କଲେ ଅଭିଯୋଗକାରୀ

କେନ୍ଦ୍ରାପଡା ଅଫିସ, ୨୦।୯:ମାର୍ଶାଘାଇ ବ୍ଲକ ମଣିକୁଣ୍ଡାସ୍ଥିତ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଗତ ୬ତାରିଖରେ ଜିଲା ପ୍ରଶାସନ ଓ ସମ୍ପୃକ୍ତ ଠିକାଦାରଙ୍କୁ ନୋଟିସ ଦିଆଯାଇଛି। ଏହାସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ...

ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଏ ନେଇ...

ପୋଲିସ ବିରୋଧରେ ବଢୁଛି ଜନଅସନ୍ତୋଷ

କେନ୍ଦ୍ରାପଡା ଅଫିସ, ୨୦।୯:ପଟ୍ଟାମୁଣ୍ଡାଇ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ହେଲେ ଏହି ଘଟଣାରେ...

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ରାଜନଗର,୧୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍‌ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri