କେନ୍ଦ୍ରାପଡ଼ା

ବାରିମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବାରିମୂଳ ଆଦିବାସୀ ସାହିର ପାର୍ବତୀ ହେମ୍ବ୍ରମ୍‌(୪୨)। ପରିବାରଙ୍କ ସୂଚନା ଅନୁଯାୟୀ, ସୋମବାର...

୭ମ ଥର ପାଇଁ ଅଣ୍ଡା ଦେଲା ‘ଗୋରୀ’

ରାଜନଗର,୨୫ା୬(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା କୁମ୍ଭୀର ‘ଗୋରୀ’ ୨ ଦଶନ୍ଧି ପରେ ପୁନର୍ବାର ଅଣ୍ଡା ଦେଇଛି ।...

ଯୁକ୍ତ ୩ ପଦାର୍ଥ ବିଜ୍ଞାନ ସେମିଷ୍ଟର ଫଳାଫଳକୁ ନେଇ ଅସନ୍ତୋଷ : ୧୬ ଛାତ୍ରୀଙ୍କ ମଧ୍ୟରୁ ୧୫ ଫେଲ

କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି । ଏପରିକି ୧୦ରୁ ଅଧିକ ଛାତ୍ରୀ ଶୂନ ନମ୍ବର ରଖିଛନ୍ତି। ଉତ୍ତର...

ପଟ୍ଟାମୁଣ୍ଡାଇରେ କାଉ ମଡ଼କ: ବାର୍ଡଫ୍ଲ୍ୟୁ ସନ୍ଦେହ

ପଟ୍ଟାମୁଣ୍ଡାଇ,୨୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାଉ ମଡ଼କ ଦେଖିବାକୁ ମିଳିଛି। ଏତେ ସଂଖ୍ୟାରେ କାଉ ମରିବାନେଇ ବାର୍ଡଫ୍ଲ୍ୟୁ ଆଶଙ୍କା ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା ଗ୍ରାମରେ ସୋମବାର ସକାଳେ କେନାଲ ବନ୍ଧ ବରଗଛ ନିକଟରେ ଶତାଧିକ କାଉ...

ଟଙ୍କା ନ ଦେବାରୁ ଡାକ୍ତରଖାନାରେ ୧୧ ଘଣ୍ଟା ପଡ଼ିରହିଲା ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୨୪ା୬: ରାଜ୍ୟର ଘରୋଇ ଚିକିତ୍ସାଳୟଗୁଡିକରେ କିଭଳି ମନମାନି ଚାଲିଛି ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ। କେନ୍ଦ୍ରପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳରୁ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତିଙ୍କ ପୁଅର ମୃତ୍ୟୁ...

ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର ଲୁଣାଜଳ ଚାଷ ଜମିରେ ପ୍ରବେଶ କରାଉଛନ୍ତି। ଫଳରେ ଚାଷ ଜମିଗୁଡିକ ନଷ୍ଟ...

ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁର ପଞ୍ଚାୟତ ଭୋପାଳ(ଓସ୍ତିଆ) ଗ୍ରାମର...

ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫)...

ବେସରକାରୀ ବିଦ୍ୟାଳୟ ଆଡ଼କୁ ମୁୁହାଁଉଛନ୍ତି ବିଦ୍ୟାର୍ଥୀ

ଡେରାବିଶ, ୧୪ା୬(ସ୍ବ.ପ୍ର.):  ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ମାଗଣାରେ ବହି, ପୋଷାକ, ଜୋତାଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ଯୋଗାଇ ଦିଆଯାଉଛି। ଏସବୁ...

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ କଣ୍ଡିଆ ଗ୍ରାମର ଗୁନ ସେଠୀଙ୍କ ସ୍ତ୍ରୀ ରୀତା(୩୭)। ପୋଲିସ ସୂଚନା ଅନୁଯାୟୀ,...

କୀଟନାଶକ ପିଇ ନବ ବିବାହିତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ, ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ମହାକାଳପଡ଼ା,୯।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ମହିଳାଙ୍କ ଭାଇ ଶିବ ପ୍ରସାଦ...

ବାତ୍ୟା ପରେ ଦୁର୍ଦ୍ଦିନରେ ୩ ପରିବାର: ତୁରନ୍ତ ପାଲ ସହ ପକ୍କାଘର ଯୋଗାଇଦେବାକୁ ଦାବି

ବାଲିଆ,୯।୬: ଫନୀ ବାତ୍ୟାରେ ବାସହୀନ ହୋଇପଡ଼ିଥିବା ବିପନ୍ନ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର କରିଥିବା ଘୋଷଣା ବିରିଡ଼ି ବ୍ଲକରେ ଏକପ୍ରକାର ପ୍ରହସନରେ ପରିଣତ ହୋଇଛି। ଏଠାରେ କ୍ଷୟକ୍ଷତି ଆକଳନ ଓ ଘରଭଙ୍ଗା ତଦନ୍ତ ଦାୟିତ୍ୱରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri