କେନ୍ଦ୍ରାପଡ଼ା

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନଦୀ ନାଳ ଶୁଖିଲା ପଡିଥିବା ବେଳେ ଗଁାରେ ଥିବା ଜଳାଶୟ ଶୁଖିବାକୁ ବସିଲାଣି।...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଜୋରଦାର ହେଉଥିବାବେଳେ ଏଥର ଏହି ଆସନରେ ବିଜେଡି, କଂଗ୍ରେସ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ ନିକଟରୁ ଏଣ୍ଡର ପଞ୍ଚାୟତ କ୍ୟାବିନ ଛକ ଯାଏ ୩ କିଲୋମିଟର ରାସ୍ତାକୁ ୨୦୨୩...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର ବିଭାଗୀୟ ସରକାରୀ ଅଧିକାରୀମାନେ ଅଭିଯୋଗକୁ ଭ୍ରୂକ୍ଷେପ ନ କରି ଦୁର୍ନୀତି କରିଚାଲୁଛନ୍ତି। ଫଳରେ...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରେ...

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ ଛୁଇଁଛି। ଅମଳ ସମୟରେ ଏହି ସ୍ଥିତି ଥିବାବେଳେ ଆସନ୍ତା ନଭେମ୍ବର, ଡିସେମ୍ବରକୁ କେଜି...

ପବନରେ ଆସୁଛି କାରଖାନା ଧୂଆଁ

ମହାକାଳପଡ଼ା, ୨୨ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନରେ ଘଟୁଛି ପରିବର୍ତ୍ତନ। ପୂର୍ବ ଅପେକ୍ଷା ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିଛି। ଫଳରେ ଦିନ ୧୦ଟା ସୁଦ୍ଧା ଉପକୂଳ ଅଞ୍ଚଳରେ ୩୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଚିନ୍ତାରେ ଅଞ୍ଚଳବାସୀ। ମଧ୍ୟାହ୍ନ ସୁଦ୍ଧା...

ଲାଇଫ୍‌ ଜାକେଟ୍‌ ବିନା ୬୩ ଘାଟରେ ନୌଚଳାଚଳ

କେନ୍ଦ୍ରାପଡ଼ା,୨୧ା୪ (ଜଗନ୍ନାଥ ଧଳ)ହୀରାକୁଦ ଡ୍ୟାମ୍‌ ଉପର ମହାନଦୀରେ ଶୁକ୍ରବାର ଘଟିଥିବା ଡଙ୍ଗା ବୁଡ଼ି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ନିଖୋଜ ଥିବା ବେଳେ ସୌଭାଗ୍ୟବଶତଃ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ତେବେ ଏହି ଘଟଣା...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା ପଡ଼ିଲାଣି। ରାଜ୍ୟର ଦ୍ୱିତୀୟ ବୃହତ୍ତମ ନଦୀ ଜଳପଥ ଏହି ଜିଲାରେ ଥିବାବେଳେ ପାଣି...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୩ରୁ ବେଞ୍ଚ, ଡେସ୍କ ଓ କାର୍ଯ୍ୟାଳୟ ଉପକରଣ...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା ବ୍ୟୟ ବରାଦରେ ହୋଇଥିବା ଏହି କାର୍ଯ୍ୟାଦେଶ ପାଇଁ ଫେବୃଆରୀରେ ଏଗ୍ରିମେଣ୍ଟ ହୋଇଥିବା...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri