ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍ ଟ୍ରାନ୍ସଫର୍ମର
ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମରରେ ଉଚ୍ଚ...