କେନ୍ଦ୍ରାପଡ଼ା

ଲାଲ କଙ୍କଡ଼ାଙ୍କୁ ବର୍ଜ୍ୟବସ୍ତୁ କାଳ

ମହାକାଳପଡ଼ା,୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ପ୍ରକୃତି ରାଣୀର ଅପୂର୍ବ ସୌନ୍ଦର୍ଯ୍ୟକୁ ଯିଏ ବି ଦେଖୁନା କାହିଁକି ଘଡ଼ିଏ ଅଟକି ଯିବ। ଆଉ ମନ ଭରି ଏହାକୁ ଉପଭୋଗ କରିବା ସହ ତା’ର ପ୍ରେମରେ ପଡ଼ିବା ସାର୍‌ ହେବ। ଏହି ଯେମିତି ଚତୁଃପାର୍ଶ୍ୱସ୍ଥ ସମୁଦ୍ରର...

କେନ୍ଦ୍ରୀୟ ବିଦ୍ୟାଳୟକୁ ରାସ୍ତା ନାହିଁ

ଡେରାବିଶ,୩୦ା୧୧(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା କେନ୍ଦ୍ରୀୟ ବିଦ୍ୟାଳୟକୁ ରାସ୍ତା ନାହିଁ। ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର। ଶିକ୍ଷାର ସମୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ବାରିମୂଳଠାରେ ୨୦୧୦ରେ ପ୍ରତିଷ୍ଠା ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ। ୫ ଏକର...

କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ ପଦାର୍ଥରେ ଆମିଷର ସ୍ବାଦ କିପରି ଆସୁଛି, ତାହାର ରୋଷେଇ କଳାକୁ କିଛି ବ୍ୟକ୍ତି...

ଗାନ୍ଧୀ ସ୍ମୃତିପୀଠ ପ୍ରତି ଅବହେଳା

ଡେରାବିଶ,୨୬ା୧୧(ବେବର୍ତ୍ତା ଅଜୟ ଦାସ)ଦିନେ ଯେଉଁ ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଜାତିର ପିତା ମହାତ୍ମା ଗାନ୍ଧୀ ସ୍ବାଧୀନତାର ମନ୍ତ୍ର ଫୁଙ୍କିଥିଲେ ସେହି ସ୍ଥାନ ଇତିହାସ ପାଲଟିଛି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ସେହି ପଡ଼ିଆ ଆଜି ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି।...

ଗୋବରୀ ନଦୀ ପୁନରୁଦ୍ଧାର: ୧୧ କୋଟି ପାଣିରେ

ପଟ୍ଟାମୁଣ୍ଡାଇ, ୨୬।୧୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀର ପୁନରୁଦ୍ଧାର ନଁାରେ ଗତ ୭ ବର୍ଷରେ ୧୧.୩୩ କୋଟି ଟଙ୍କା ପାଣିରେ ପଡ଼ିଥିବା ଅଭିଯୋଗ ହେଉଛି। ନଦୀର ମାଟିଖୋଳା ଓ ଦଳସଫା ପାଇଁ ୨୦୧୧-୧୨...

ମଧୁର ପାଣିରେ ମାଛ ଅପେକ୍ଷା ଚିଙ୍ଗୁଡ଼ି ଚାଷ ଅଧିକ

କେନ୍ଦ୍ରାପଡା, ୨୨।୧୧ (ଜଗନ୍ନାଥ ଧଳ): ଲୁଣି ମାଛ ରପ୍ତାନୀ କ୍ଷେତ୍ରରେ ଓଡ଼ିଶାର ଚାହିଦା ବଢ଼ିଛି। ୧୦ବର୍ଷ ମଧ୍ୟରେ ଏହା ୭୪୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୧୧- ୧୨ ଆଥିକ ବର୍ଷରେ ୧୧,୪୬୦ ମେଟ୍ରିକ ଟନ ଲୁଣି ମାଛ ରପ୍ତାନୀ ହୋଇଥିବା...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୨୦ା୧୧(ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ବାଦାମ ବିହନ ଯୋଗାଣ ଅନିୟମିତତା ପରେ...

ମଧ୍ୟାହ୍ନଭୋଜନରେ ଝିଟିପିଟି

ଡେରାବିଶ,୧୯ା୧୧(ବେବର୍ତ୍ତା ଅଜୟ ଦାସ)୩ରୁ ୬ ବର୍ଷ ଯାଏ ଶିଶୁଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ପ୍ରଦାନ ସହିତ ଖେଳକୌତୁକ ମାଧ୍ୟମରେ ଶିକ୍ଷାଦାନ ପାଇଁ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଗ୍ରାମରେ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ପିଲାଙ୍କ ଯତ୍ନ ପାଇଁ କେନ୍ଦ୍ରରେ ଅବସ୍ଥାପିତ ଥିବା...

ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ

ପଟ୍ଟାମୁଣ୍ଡାଇ,୧୯ା୧୧(ଅକ୍ଷୟ ବିଶ୍ୱାଳ)ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଞ୍ଚାୟତ ଅଧୀନ ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ ହୋଇପଡିଛି। ଏନେଇ ତିଗିରିଆ ଗ୍ରାମବାସୀ ବାତ୍ୟା ଆଶ୍ରୟସ୍ଥଳ ନିକଟକୁ ଯିବାକୁ ସାହାସ କରୁ ନାହାନ୍ତି। ୨୦୦୩ରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ତତ୍କାଳୀନ ଏମ୍‌ପି ପ୍ରଭାତ...

ବୁଡ଼ିଯାଉଥିବା ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ବୁଡ଼ିଗଲେ

ଡେରାବିଶ, ୧୮ା୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ୨ନଂ. ୱାର୍ଡ଼ ବାବୁରାମପାଟଣା ଗାଁର ଦୁଇଜଣ ନାବାଳିକା ସାଙ୍ଗହୋଇ ଗାଁ ଦେଇ ଯାଇଥିବା ଗୋବରୀ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସିଯିବାରୁ...

ବସ୍‌ ପୋଡ଼ିରେ ମହିଳା ମୃତ ଘଟଣା: ୮ ଦିନ ହେଲାଣି ମୃତଦେହ ଫେରିନାହିଁ

ମାର୍ଶାଘାଇ,୧୮ା୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କୋଲ୍‌କାତାରୁ ପାରାଦୀପ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ରେ ଗତ ୧୦ ତାରିଖ ରାତିରେ ନିଆଁ ଲାଗି କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଥିଲା। ମାର୍ଶାଘାଇ ଥାନା...

ସମସ୍ୟାରେ ଉବୁଟୁବୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ

ପଟ୍ଟାମୁଣ୍ଡାଇ,୧୭ା୧୧(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌର ପରିଷଦର ସୌନ୍ଦର୍ଯ୍ୟକରଣ ନାମରେ ପ୍ରହସନ ଚାଲୁଥିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅର୍ଥ ଘୋଟାଲା ହେଉଥିଲେ ମଧ୍ୟ ଏଥିପ୍ରତି ପୌର ପରିଷଦ ଦୃଷ୍ଟି ନ ଦେବା ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri