କେନ୍ଦ୍ରାପଡ଼ା

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା...

ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

କେନ୍ଦ୍ରାପଡ଼ା,୩୦।୧୦: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ...

ଗର୍ଭବତୀ କିରାଣିଙ୍କୁ ସିଡିପିଓଙ୍କ ନିର୍ଯାତନା: କରୁଣ କାହାଣୀ ବଖାଣିଲେ, ପେଟରେ ମଲା…

ଡେରାବିଶ,୩୦।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ୍‌ ମହିଳା ଓ ଶିଶୁ ସମନ୍ବିତ ବିଭାଗର ଜଣେ ଗର୍ଭବତୀ କିରାଣିଙ୍କୁ ସିଡିପିଓ ନିର୍ଯାତନା ଦେବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହେବା ଅଭିଯୋଗ ଘଟଣା ଏବେ କେବଳ କେନ୍ଦ୍ରାପଡ଼ା...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକଙ୍କୁ ଅଣଦେଖା କରିଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର ଜଣେ ମହିଳା ଅସୁସ୍ଥ ହୋଇପଡିଥିବା ନେଇ ୧୦୮କୁ ଫୋନ ଆସିଥିଲା। ୧୦୮...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌...

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି। ମାନସ ଡେରା...

ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ ବିଧାୟକ ଧ୍ରୁବ ସାହୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ବେଳେ ରାସ୍ତାରେ ପଡ଼ିଥିବା...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri