କେନ୍ଦ୍ରାପଡ଼ା

ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ

ପଟ୍ଟାମୁଣ୍ଡାଇ,୧୯ା୧୦(କଳ୍ପତରୁ ନାୟକ)ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଏ ପର୍ଯ୍ୟନ୍ତ ଲିଭି ନାହିଁ। ପୁଣି ଅକ୍ଟୋବର ୨୦ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା...

ରାଜନଗରରେ ୨ ରାଜନୈତିକ ଦଳର ବିକ୍ଷୋଭ

ରାଜନଗର, ୧୮।୧୦ (ଭାସ୍କର ରାଉତରାୟ): ଆସନ୍ତା ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନଗର ରାଜନୀତିରେ ଅନେକ ରାଜନୈତିକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି। ମଙ୍ଗଳବାର ଦିନତମାମ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଥିଲା। ଗୋଟିଏ ପଟରେ ବିଜେଡି...

ଲାଓସ୍‌ରେ ଫସିରହିଥିବା ପ୍ରବାସୀଙ୍କ ଫେରିବା ବାଟକୁ ଚାହିଁଛନ୍ତି ପରିବାର

କେନ୍ଦ୍ରାପଡ଼ା, ୧୮।୧୦ (ଜଗନ୍ନାଥ ଧଳ):  କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଞ୍ଚଳର ୨୫ ଶ୍ରମିକ ମ୍ୟାନ୍‌ମାର ଓ ଚାଇନା ମଧ୍ୟବର୍ତ୍ତୀ ଲାଓସ୍‌ରେ ଫସି ରହିଛନ୍ତି। ସେମାନଙ୍କ ନିର୍ଯାତନା କାହାଣୀ ଜାଣିବା ପରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଫେରି ଆସିବେ ବୋଲି...

ଚାଷୀଙ୍କୁ ସାର ଚିନ୍ତା

ପଟ୍ଟାମୁଣ୍ଡାଇ,୧୮।୧୦(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବର୍ତ୍ତମାନ ଧାନ ଫସଲ ପାଇଁ ୟୁରିଆ, ଗ୍ରୋମୋର ଓ ଡିଏପି ସାରର ଆବଶ୍ୟକ ହେଉଛି। ପ୍ରାଥମିକ ସମବାୟ ସମିତି (ସୋସାଇଟି)ଗୁଡ଼ିକରେ ସାର ମିଳୁ ନ ଥିବା ବେଳେ ବଜାର ଡିଲରମାନଙ୍କ ପାଖରେ...

ଘୋଷଣା ସତ୍ତ୍ୱେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ମିଳୁନି

କେନ୍ଦ୍ରାପଡ଼ା, ୧୭ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରସ୍ଥ ଅର୍ବାନ ପିଏସିକୁ ରାଜ୍ୟ ସରକାର ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ୨ମାସ ପୂର୍ବେ ବିଭିନ୍ନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ସେହିପରି ଗ୍ରାମାଞ୍ଚଳରେ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା ହୋଇଛି। ଏହାସତ୍ତ୍ୱେ...

ଅଳାଇଲୋରେ ଅଧିକୃତ ଜମି ଚାଷୀଙ୍କୁ ଫେରାଅ

କେନ୍ଦ୍ରାପଡ଼ା,୧୬ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଳାଇଲୋଠାରେ ବିଦ୍ୟୁତ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ସ୍ଥାନୀୟ ଲୋକଙ୍କଠାରୁ ୧୨ବର୍ଷ ପୂର୍ବେ ଜମି ଅଧିଗ୍ରହଣ କରାଯାଇଥିଲା। ତେବେ ଏହି ଜମି ଚାଷୀଙ୍କୁ ଫେରାଇବା ପାଇଁ ଜିଲା ଜନ ଅଧିକାର ଅଭିଯାନ ପକ୍ଷରୁ...

ଡିଜେ ବାଜିବ, ଭାଇବ୍ରେଟର ଲାଗିବ ନାହିଁ

ପଟ୍ଟାମୁଣ୍ଡାଇ,୧୫ା୧୦(କଳ୍ପତରୁ ନାୟକ)ଶନିବାର ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ପରିସରରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୨୪ଟି ପୂଜା ମଣ୍ଡପର କର୍ମକର୍ତ୍ତା ଓ ଶାନ୍ତି କମିଟି ସଦସ୍ୟମାନେ ଯୋଗ ଦେଇ ଆଲୋଚନା କରିଥିଲେ। ସମସ୍ତ ସ୍ଥାନରେ କିପରି...

କାମ କରିବାକୁ ଯାଇ ଥାଇଲାଣ୍ଡରେ ଫସିଛନ୍ତି ୩୫ ଶ୍ରମିକ

ରାଜକନିକା,୧୩ା୧୦(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲାରେ ବେକାର ହୋଇ ଗାଁରେ ବୁଲି ଗଣ୍ଡେ ଖାଇ ଢୋକେ ପିଇବା ଅପେକ୍ଷା ପରିବାର ପ୍ରତିପୋଷଣ ପାଇଁ ଦାଦନ ଖଟିବାକୁ ଯୁବପିଢ଼ି ବାହାର ରାଜ୍ୟ ଓ ଦେଶକୁ ଯାଉଛନ୍ତି। ଯେଉଁ ଦଲାଲଙ୍କ ମାଧ୍ୟମରେ ସେମାନେ ରାଜ୍ୟ...

ପୁଅ ହେଲା ପର: ଘର ଛାଡ଼ି ମା’ବାପା ଅନ୍ୟତ୍ର କଲେ ବିବାହ

ମହାକାଳପଡ଼ା, ୧୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପ୍ରେମ ବୁଝେନା ବୟସ, ଜାତି କି ଗୋତ୍ର। ରଙ୍ଗ୍‌ ଫୋନ ନମ୍ବରରୁ ପ୍ରେମ ଉଜାଡ଼ି ଦେଲା ସୁଖର ସଂସାର। ଉଭୟ ସ୍ତ୍ରୀ ସ୍ବାମୀ ନିଜ ଜନ୍ମ କଲା ପୁତ୍ର ସ୍ନେହ ଛାଡ଼ି ପ୍ରେମରେ ହେଲେ...

ଖାଦ୍ୟ ମାନ ପାଇଁ ଭୁବନେଶ୍ୱର ଏସ୍‌ଏଫ୍‌ଟିଏଲ୍‌ ଭରସା

କେନ୍ଦ୍ରାପଡ଼ା,୧୩ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଖାଦ୍ୟର ମାନ ପରୀକ୍ଷା ସମ୍ଭବ ନୁହେଁ। ପରୀକ୍ଷାଗାର ନ ଥିବାରୁ ଜିଲାବାସୀ ବାସି ଖାଦ୍ୟଠାରୁ ଆରମ୍ଭ କରି ଅପମିଶ୍ରିତ ଖାଦ୍ୟ ଖାଇବାକୁ ବାଧ୍ୟ ହେଉଛନ୍ତି। ଏହି ଜିଲାରେ ପରୀକ୍ଷାଗାର ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇ...

ଢିପ ଜମି ଫାଟିଲାଣି, ଚାଷୀଙ୍କୁ ମିଳୁନି ପାଣିପମ୍ପ୍‌

କେନ୍ଦ୍ରାପଡ଼ା, ୧୨ା୧୦(ଜଗନ୍ନାଥ ଧଳ)ଚଳିତବର୍ଷ କେନ୍ଦ୍ରାପଡ଼ାରେ ବର୍ଷା ପରିମାଣ କମ୍‌ ରହିଛି। ଜିଲାର ପ୍ରାୟ ୩୧ ହଜାର ହେକ୍ଟର ଜମି ଢିପ ହୋଇଥିବାରୁ ମରୁଡ଼ି ଅବସ୍ଥାକୁ ଆସିଛି। ଏହି ସମୟରେ ପାଣିର ଆବଶ୍ୟକତା ଅଛି। ଚାଷୀଙ୍କୁ ସବ୍‌ସିଡିରେ ପାଣିପମ୍ପ୍‌ ଯୋଗାଇ ଦେବାକୁ...

ନିରାମୟରେ ମିଳୁନି ସମସ୍ତ ପ୍ରକାର ଔଷଧ

ପଟ୍ଟାମୁଣ୍ଡାଇ,୧୧।୧୦(କଳ୍ପତରୁ ନାୟକ):  ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ଏବେ ଅବ୍ୟବସ୍ଥା ଓ ଅବହେଳାକୁ ନେଇ ଚର୍ଚ୍ଚାରେ। ଉନ୍ନତମାନର ସେବା ପ୍ରଦାନ ସମସ୍ୟାକୁ ନେଇ ଅଭିଯୋଗର ତାଲିକା ଲମ୍ବା ହୋଇଚାଲିଛି। ରୋଗୀଙ୍କୁ ଔଷଧ ପ୍ରଦାନରେ ଚିକିତ୍ସାଳୟର କର୍ତ୍ତୃପକ୍ଷ କୌଣସି ଦୃଷ୍ଟି ଦେଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri