କେନ୍ଦ୍ରାପଡ଼ା

ଅଧାପନ୍ତରିଆ ଆଦର୍ଶ ବିଦ୍ୟାଳୟ କାମ

ଡେରାବିଶ,୨୪୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ ୨୦୨୨ ଶିକ୍ଷା ବର୍ଷରେ ଆଦର୍ଶ ବିିଦ୍ୟାଳୟ ଖୋଲାଯାଇଥିଲା। ବ୍ଲକ ଅଧୀନ ଚାଟରାଚକଡ଼ା ପଞ୍ଚାୟତରେ ଖାଲିପଡ଼ିଥିବା ବଟ ମହାପୁରୁଷ ବାଳିକା ଉଚ୍ଚବିଦ୍ୟାଳୟରେ ଅସ୍ଥାୟୀ ଭାବେ ଶିକ୍ଷାଦାନ ଆରମ୍ଭ କରାଯାଇଥିଲା। ପାଟକୁରା ବିଧାୟିକା...

କ୍ଷେତରେ ଦିଶୁନି ଧଣିଚା, ନଳିତା ଚାଷ

କେନ୍ଦ୍ରାପଡ଼ା,୨୩ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଅର୍ଥନୀତି କୃଷିଭିତ୍ତିକ। ଏବେ ଖରିଫ ଧାନ ଚାଷ ହେଉଥିବା ବେଳେ ଏହି ସମୟରେ କ୍ଷେତରେ ଧଣିଚା ଓ ନଳିତା ଚାଷ ଦେଖିବାକୁ ମିଳୁଥିଲା। ତେବେ ଚଳିତ ବର୍ଷ କ୍ଷେତରେ ଏହି ଦୃଶ୍ୟ ଦେଖିବାକୁ...

ଗହୀରମଥାରେ ସମୁଦ୍ର ଗିଳୁଛି ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୩ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ବିସ୍ତୀର୍ଣ୍ଣ ବାଲୁକାଶଯ୍ୟା ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ ପାଇଁ ବିଶ୍ୱ ପ୍ରସିଦ୍ଧ ଭାବେ ପରିଚିତ। ମହାନଦୀଠାରୁ ଧାମରା ମୁହାଣ ପର୍ଯ୍ୟନ୍ତ ୧୪୨୦ ବର୍ଗ କିଲୋମିଟର ପରିଧି...

ଚିଙ୍ଗୁଡ଼ିଘେରି ପାଇଁ ଜଳ, ସ୍ଥଳ ପ୍ରଭାବିତ

କେନ୍ଦ୍ରାପଡ଼ା,୨୨ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକରରେ ହେଉଥିବା ଚାଷ ଜଳ ଓ ସ୍ଥଳଭାଗକୁ ପ୍ରଭାବିତ କରୁଛି। ଜାତୀୟଉଦ୍ୟାନ ଭିତରକନିକା ଜୈବ ବିବିଧତାକୁ ନଷ୍ଟ...

ଲଘୁଚାପଜନିତ ବର୍ଷାରେ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ

ରାଜକନିକା,୨୨ା୯ (ସଞ୍ଜୟ କୁମାର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ରାଜକନିକା ପୂର୍ବ କନିକା ଆୟତନସ୍ଥିତ କମଳା ମଡେଲ ବାଳିକା ଉଚ୍ଚ ବିଦ୍ୟାଳୟ, କନିକା ଉଚ୍ଚ ବିଦ୍ୟାଳୟ, ଆୟତନ ପ୍ରାଥମିକ ବିଦ୍ୟାଳୟ ସମେତ ସ୍ଥାନୀୟ ବଜାର ଜଳାର୍ଣ୍ଣବ ହୋଇଛି।...

ଜିଲାରେ ଚକ୍ରାକାର ଧଳାମାଛି ଆତଙ୍କ

କେନ୍ଦ୍ରାପଡ଼ା, ୨୧ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଧଳା ମାଛି ଓ ଗଛରେ ଧଳା ଫିମ୍ପି ଚାଷୀଙ୍କ ପାଇଁ ଆଶଙ୍କାର କାରଣ ସାଜିଛି। ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖାଦେଉଥିଲା। ଏବେ କଦଳୀ ଗଛଠାରୁ ଆରମ୍ଭକରି ପନିପରିବା ଗଛରେ ଏହି...

ଅପେକ୍ଷାରେ ଭିତରକନିକାକୁ ବିଶ୍ୱ ଐତିହ୍ୟ ମାନ୍ୟତା

କେନ୍ଦ୍ରାପଡ଼ା, ୧୯ା୯ (ଜଗନ୍ନାଥ ଧଳ): ସାଉଦି ଆରବ ବିଶ୍ୱ ଐତିହ୍ୟ କମିଟିର ୪୫ତମ ବୈଠକରେ ପଶ୍ଚିମବଙ୍ଗର ଶାନ୍ତି ନିକେତନକୁ ୟୁନେସ୍କୋ ପକ୍ଷରୁ ବିଶ୍ୱ ଐତିହ୍ୟ ତାଲିକାଭୁକ୍ତ କରାଯାଇଥିବା ସୂଚନା ମିଳିଛି। ଏହାପୂର୍ବରୁ ପ୍ରାକୃତିକ ବିବିଧତା ଭରା ଜାତୀୟ ଉଦ୍ୟାନ ଭିତରକନିକାକୁ...

ଆବାସ ଯୋଜନାରୁ ବଞ୍ଚିତ ପ୍ରମିଳା

ଡେରାବିଶ,୧୮ା୯(ବେବର୍ତା ଅଜୟ ଦାସ): ଆବାସ ଯୋଜନାରୁ ବଞ୍ଚତ୍ତ ହୋଇ ଜଣେ ବିଧବା ଅସହାୟା ମହିଳା ଭଙ୍ଗା ଛପର ଘରେ ନିଜ ପରିବାର ସହ ଜୀବନ ବିତାଉଛନ୍ତି। ଘର ଖଣ୍ଡିଏ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗୁହାରୀ କରି ମଧ୍ୟ...

ଅନୁପ୍ରବେଶକାରୀଙ୍କୁ ମିଳିଛି ସରକାରୀ ଜମି

କେନ୍ଦ୍ରାପଡ଼ା,୧୮ା୯ (ଜଗନ୍ନାଥ ଧଳ): ଚଳିତ ଆର୍ଥିକ ବର୍ଷର ଅଗଷ୍ଟ ଶେଷ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲାର ୫୭୯ ଜଣ ଗୃହହୀନ ବ୍ୟକ୍ତିଙ୍କୁ ବସୁନ୍ଧରା ଯୋଜନାରେ ମୋଟ ୧୩.୩୮୦ ଏକର ପତିତ ଜମି ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ତଥ୍ୟ ଅନୁଯାୟୀ...

ଜିଲା ଶିକ୍ଷା ବିଭାଗରେ ମନମାନି, ଶିକ୍ଷାଦାନ ହୋଇପାରୁନି

ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ...

ପଟ୍ଟାମୁଣ୍ଡାଇରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ

ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଖୁଲମ୍‌ଖୁଲା ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ନିମ୍ନମାନର ଔଷଧ ବଜାରରେ ବିକ୍ରି ଓ ସପ୍ଲାଏ କରାଯାଉଛି। ରୋଗରୁ ଉପଶମ ପାଇଁ ନକଲି ଡାକ୍ତର ଦେଉଥିବା ଔଷଧ ମୃତ୍ୟୁର କାରଣ ସାଜିପାରେ, ଏହା...

ଶିକ୍ଷକମାନେ ଧାରଣାସ୍ଥଳରେ ଗୀତ, ନାଚ କରି ପ୍ରତିବାଦ

ପଟ୍ଟାମୁଣ୍ଡାଇ,୧୭ା୯(ଅକ୍ଷୟ ବିଶ୍ୱାଳ)ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବନକ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ସମସ୍ତ ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ ଯାଇଛନ୍ତି। ଶିକ୍ଷୟିତ୍ରୀଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଗୀତ, ନାଚ କରି ପ୍ରତିବାଦ ଜଣାଇଛନ୍ତି। ଦାବିପୂରଣ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri