କେନ୍ଦ୍ରାପଡ଼ା

ବାବୁ ଆମକୁ ରାସ୍ତା କେବେ ଦେବୁ, କାହିଁକି ହେଇନି

ମହାକାଳପଡ଼ା,୨୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବର ସୋମବାର ଅନୁଷ୍ଟିତ ହୋଇଯାଇଛି। ବ୍ଲକର ପେଟଛେଲା ପଞ୍ଚାୟତର ଜନଜାତି ବର୍ଗର ଶବରପଲ୍ଲୀ ଗାଁ ରହିଛି। ଏହି ଗାଁକୁ ସ୍ବାଧୀନତାର ଦୀର୍ଘ ୭୭ ବର୍ଷ...

ରୋଜଗାର ଦେଉଛି କାଇଞ୍ଚ, ଟେରାକୋଟା ରାଖୀ

କେନ୍ଦ୍ରାପଡ଼ା, ୨୯ା୮(ଜଗନ୍ନାଥ ଧଳ): ଆସନ୍ତା ୩୦ ତାରିଖରେ ରାଖୀ ପୂର୍ଣ୍ଣିମା। ଭାଇ ଓ ଭଉଣୀଙ୍କ ପାଇଁ ଏହି ଦିନଟି ସ୍ବତନ୍ତ୍ର। ଭାଇ ହାତରେ ଭଉଣୀ ରାଖୀ ପିନ୍ଧାଇ ନିଜର ସୁରକ୍ଷା ଦାବିକରେ। ଏହାକୁ ଦୃଷ୍ଟିରେ ରଖି ଓର୍‌ମାସ ପକ୍ଷରୁ କେନ୍ଦ୍ରାପଡ଼ା...

ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର ଘୋଷଣାରେ ସୀମିତ

କେନ୍ଦ୍ରାପଡ଼ା, ୨୮ା୮(ଜଗନ୍ନାଥ ଧଳ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଥର ସରକାର ଗଠନ ସମୟରେ ଓଡ଼ିଶାର ଏମ୍‌ପି ପ୍ରତାପ ଷଡଙ୍ଗୀଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପଦ ମିଳିଥିଲା। ଏହି ସମୟରେ ସ୍ମିମ୍‌ ଫର ରିଜେନେରେଶନ...

କେନାଲରେ ପାଣି: କ୍ଷେତରେ ପହଞ୍ଚୁନି

ପଟ୍ଟାମୁଣ୍ଡାଇ,୨୮ା୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। ବର୍ଷା ନ ଥିବାରୁ ଚାଷୀ ନାନା ହଇରାଣର ସମ୍ମୁଖୀନ ହେଉଛନ୍ତି। କିଛିଦିନ ପୂର୍ବେ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଜୋର ଧରିଛି।...

ଶିଳାନ୍ୟାସକୁ ୨୦ବର୍ଷ ବିତିଲା: ଭାଟେଣି ଭଗ୍ନ ସ୍ଲୁଇସ୍‌ କାମ ହେଉନି

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକର ୨୩ ହଜାରରୁ ଅଧିକ ଏକର ଚାଷ ଜମି ଓ ୨୨ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଚାଷୀଙ୍କ ପାଇଁ ଯୋର ଜଳସେଚନ ପ୍ରକଳ୍ପ ମାଧ୍ୟମରେ ମଧୁର ଜଳ ଗଚ୍ଛିତ ରଖିବା,...

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ ଅର୍ଥ ବ୍ୟୟ କରାଯାଉଛି। ମାତ୍ର କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ...

ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ

ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ ଗର୍ବ କରୁଛି ଓଡ଼ିଶା। ଏହି ପ୍ରରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଗିରିଆ ଗାଁର...

ପାଟନାଳିରେ କୁମ୍ଭୀର, ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୬ା୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବଳଦେବନଗର ଗ୍ରାମ ପାଖ ଏକ ପାଟନାଳିରେ ଗୁରୁବାର ସନ୍ଧ୍ୟାରେ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନ ବିଭାଗକୁ ଖବର ଦେଇଥିଲେ। ଶୁକ୍ରବାର ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରକୁ ଧରିବାକୁ...

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି...

୩ ଶିଶୁଙ୍କ ନାମ ଚନ୍ଦ୍ରୟାନ

କେନ୍ଦ୍ରାପଡ଼ା, ୨୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନବଜନ୍ମିତ ୩ ଶିଶୁଙ୍କ ନାମ ଚନ୍ଦ୍ରୟାନ ରଖାଯାଇଛି। ଏହାକୁ ନେଇ ଶିଶୁଙ୍କ ମାତାପିତା ଗର୍ବ ଅନୁଭବ କରିଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆନନ୍ଦ ପ୍ରକାଶ ପାଇଛି। ବୁଧବାର ସନ୍ଧ୍ୟା ୬ଟା ୪...

ଚାଷରେ ବାଧକ ସାଜିଛି ବର୍ଷାଜଳ

ଡେରାବିଶ,୨୪ା୮(ବେବର୍ତା ଅଜୟ ଦାସ)ବର୍ଷାର ଲୁଚକାଳି ଖେଳ ପରେ ବହୁ ବିଳମ୍ବରେ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀଙ୍କ ମନରେ ଆନନ୍ଦ ଦେଖାଦେଇଛି ା ମାତ୍ର ବିଲରେ ଧାନ ଫସଲ ରୁଆପୋତା କାର୍ଯ୍ୟ ଆଗେଇ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ବିଭାଗର...

ନିର୍ମାଣ ଅପେକ୍ଷାରେ ୫ ବର୍ଷ

କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri