ପରଜଙ୍ଗ,୨୨।୭(ନିଗମାନନ୍ଦ ଦଳବେହେରା): ଜଙ୍ଗଲିଆ ରାସ୍ତାରେ ହାତୀ ଉପଦ୍ରବ। ବନ୍ୟଜନ୍ତୁଙ୍କ ଆକ୍ରମଣ ଭୟ। ହେଲେ ଏଭଳି ବିପଦ ମୁଣ୍ଡେଇ ବହିବସ୍ତାନି ଧରି ସ୍କୁଲ ମୁହାଁ ହେଉଛନ୍ତି କୋମଳମତି ପିଲା। କୌଣସି ଆଗପଛ ବିଚାର ନ କରି ସ୍କୁଲ ମିଶ୍ରଣ କରି ଦିଆଯିବା...
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍ଠାରେ ୧୮୮୫ରେ ବ୍ରିଟିଶ୍ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍ ବା ବାତ୍ୟା ଆଶ୍ରୟସ୍ଥଳ ବା ବଙ୍ଗଳା ନିର୍ମାଣ କରାଯାଇଥିଲା। ସ୍ବାଧୀନତା ପରେ ରାଜ୍ୟ ସରକାରଙ୍କ ଜଳ...
କେନ୍ଦ୍ରାପଡ଼ା,୨୦ା୭(ଜଗନ୍ନାଥ ଧଳ)ସମନ୍ବିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ, ସୁଜି ହାଲୁଆ ଓ ବାଦାମଲଡୁ ଯୋଗାଇ ଦିଆଯାଉଛି। ଏହାର ପ୍ରସ୍ତୁତି ନିମନ୍ତେ...
Archives
Model This Week
ପିଲାଙ୍କ ଧରିତ୍ରୀ