କେନ୍ଦ୍ରାପଡ଼ା

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକଙ୍କ ଝିଅ

ଆଳି,୧୬।୧୦(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ଲାଗି ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ମାରିଦେବାକୁ ଉଦ୍ୟମ କରିଥିବା ନେଇ ଆଳି ଥାନାରେ...

ସାମଗ୍ରିକ ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ

କେନ୍ଦ୍ରାପଡ଼ା,୧୨ା୧୦ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ସଦର ମହକୁମାଠାରୁ ୪୮ କିମି ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିମି ଦୂରରେ ଜଗତ୍‌ସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ ବତିଘର...

କଜଳପାତିଆରୁ ଚାଲାଣ ହେଉଛି ସବୁଜ ଗେଣ୍ଡା

ମହାକାଳପଡ଼ା, ୧୦ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଉପରମୁଣ୍ଡରୁ ବନ୍ୟାଜଳ ସମୁଦ୍ରରେ ମିଶିଲେ ବିରଳ ପ୍ରଜାତିର ସବୁଜ ଗେଣ୍ଡା ମାଟି ଗୋଳି ପାଣି ଖାଇଥାନ୍ତି। ବିଶେଷକରି ବର୍ଷାଦିନରେ ଏହି ଗେଣ୍ଡା ମହାନଦୀ ଅବବାହିକା ତ୍ରିକୋଣଭୂମି ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁସଂଖ୍ୟାରେ...

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ ଲୋକମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଦୁଃଖ ବୁଝିବା ପାଇଁ ଜିଲାପାଳ...

ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ

ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ କରୁଥିଲେ। ସେହି ପିଲା ବଡ଼ ହେବା ପରେ ନିଜ ଜନ୍ମ କଲା ମା’ବାପାଙ୍କୁ...

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ...

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୩୦।୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ...

ବିନା କାରଣରେ ନିସ୍ତୁକ ପିଟିଲା ପୋଲିସ, ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ୟକ୍ତି

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ପୋଲିସ ସାଧାରଣ ଲୋକଙ୍କୁ ବିନା କାରଣରେ ମାଡ ମାରିବା ଘଟଣା ସାମ୍ନାକୁ ଆସିଛି। ରାଜନଗର ଥାନା ଅନ୍ତର୍ଗତ ହଂସିଣା ଗୁଳା ଗ୍ରାମର ପ୍ରମୋଦ ବିଶାଳ ନିଜ ଦୋକାନରେ ଥିବାବେଳେ ରାଜନଗର ଥାନା ଗାଡି...

ବନିତାଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ସାତସପନ

ରାଜକନିକା,୨୯ା୯(ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା କରୁଛନ୍ତି। ହେଲେ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଏହି ଯୋଜନା ପହଞ୍ଚତ୍ ପାରୁନାହିଁ। ପ୍ରଶାସନ ଆଢୁଆଳରେ ରହି ଯାଉଛନ୍ତି ଅନେକ ପରିବାର। ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡିଏ ସେମାନଙ୍କ ପାଇଁ...

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ ବିଭାଗ ପକ୍ଷରୁ ଏହାକୁ ଉଦ୍ଧାର କରାଯାଇ ନିକଟସ୍ଥ ବାଉଁଶଗଡ଼ି ନଦୀରେ ଛଡ଼ାଯାଇଛି। ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri