କେନ୍ଦ୍ରାପଡ଼ା

ଦୃଢ଼ ଇଚ୍ଛାଶକ୍ତି କଠିନ ପରିଶ୍ରମ ସଫଳତାର ଚାବିକାଠି

ମହାକାଳପଡ଼ା,୧୫ା୫ (ଡି.ଏନ.ଏ.): ଖରାଦିନ ଆସିଲେ ଥଣ୍ଡା ପାନୀୟ ପ୍ରତି ବେଶ୍‌ ଚାହିଦା ବୃଦ୍ଧି ପାଇଥାଏ। ଡହଡ଼ହ ଖରାରୁ ଟିକେ ଆଶ୍ୱସ୍ତି ପାଇବାକୁ ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଥଣ୍ଡା ପାନୀୟ ପ୍ରତି ମନ ବଳାଇଥାନ୍ତି। ଆଇସ କ୍ରିମ ହେଉ କି...

ତାତି ବଢ଼ାଉଛି ଇଟାଭାଟି ନିଆଁ

ପଟ୍ଟାମୁଣ୍ଡାଇ,୧୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ...

ଲୋକସମ୍ବଳ ବିନିଯୋଗରେ ଦାଦନ ସମସ୍ୟା ହଟିବ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ରାଜ୍ୟ ସରକାର ଓଡ଼ିଶାକୁ ୧୩ରୁ ୩୦ ଜିଲା କଲେ। ଅବିଭକ୍ତ କଟକ ଜିଲାରୁ କେନ୍ଦ୍ରାପଡ଼ା ୧୯୯୩ ମସିହା ଏପ୍ରିଲରେ ସ୍ବତନ୍ତ୍ର ମାନ୍ୟତା ମିଳିଲା। ତେବେ ଏହି ଜିଲା ମାନ୍ୟତା ପରେ ସବୁ କିଛି ଠିକ୍‌ଠାକ୍‌ ଚାଲିନାହିଁ।...

ଲୁଣା,କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ...

ଜାନୁୟାରୀ, ଫେବୃୟାରୀର ଚାଉଳ ଏବେ ମିଳୁଛି

ରାଜନଗର,୧୪।୫(ଡି.ଏନ.ଏ.): ରାଜନଗର ବ୍ଲକ କେରେଡାଗଡ଼ ଗାଁର ୨୧୨ ପରିବାର ବଳଭଦ୍ରପ୍ରସାଦ ଗାଁର ରିଟେଲର ପ୍ରକାଶ ଚନ୍ଦ୍ର ବଳଙ୍କଠାରୁ ରାଶନ ସାମଗ୍ରୀ ଆଣିଥାନ୍ତି। ରିଟେଲର କେରେଡାଗଡ଼ ବଜାର ଉପରେ ଏକ ପଏଣ୍ଟ ଖୋଲି ହିତାଧିକାରୀଙ୍କୁ ରାଶନ ସାମଗ୍ରୀ ଯୋଗାଇ ଦେଇଥାନ୍ତି। ମାର୍ଚ୍ଚ...

ମିଶନ ଶକ୍ତିର ଆଦେଶନାମାକୁ ଉଲ୍ଲଂଘନ

ଡେରାବିଶ,୧୪।୫(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକରେ ଥିବା ମିଶନ ଶକ୍ତିର ଅନିୟମିତତା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ବିଭାଗୀୟ ଆଦେଶନାମାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି। ବ୍ଲକ ଅଧୀନ ୨୬ ପଞ୍ଚାୟତ ମଧ୍ୟରୁ ୧୩ଟି ପଞ୍ଚାୟତର ଏମ୍‌ବିକେ...

ପାନୀୟଜଳ, ଶିକ୍ଷା ଓ ଉନ୍ନୟନମୂଳକ କାମକୁ ଗୁରୁତ୍ୱ

ରାଜନଗର, ୧୩ା୫ (ଡି.ଏନ.ଏ.): ରାଜନଗର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପ୍ରତିଭା ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂତନ ନଳକୂପ ଖନନ, ମେଗା ପାନୀୟଜଳ ପ୍ରକଳ୍ପର ଅଗ୍ରଗତି, ଯୁଦ୍ଧକାଳୀନ ଭିତ୍ତିରେ ଅଚଳ ନଳକୂପ ମରାମତି ଉପରେ ଆଲୋଚନା...

ଜଙ୍ଗଲ ପାର୍ଶ୍ୱ ଗ୍ରାମରେ ଲାଗିଲା କଟକଣା

ମହାକାଳପଡ଼ା,୧୨।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତର ପଣିଖିଆ ସାନ୍ତାଳପଡ଼ାର ଚତୁଃପାର୍ଶ୍ୱରେ ବନ ବିଭାଗ ପକ୍ଷରୁ ସେଞ୍ଚୁରି ବାଉଣ୍ଡାରି ପିଲାର ଚିହ୍ନଟ ସୀମା ନିର୍ଦ୍ଧାରଣ କରାଯାଇଛି। ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ମିଳିଥିବା ସୂଚନା ଅନୁସାରେ,...

ବଗପାଟିଆ: ପାଣିରେ ବୁଡ଼ି ୫ ଶିଶୁଙ୍କ ଜୀବନ ଗଲାଣି

ରାଜନଗର,୧୧ା୫(ଡି.ଏନ୍‌.ଏ.): ବଙ୍ଗୋପସାଗର ତଟବର୍ତ୍ତୀ ଅଭିଶପ୍ତ ସାତଭାୟାବାସୀ ୭୦ ଦଶକ ପରଠାରୁ ସାମୁଦ୍ରିକ ଝଡ଼ ଏବଂ ସମୁଦ୍ର ଢେଉରେ ସେମାନଙ୍କ ଭିଟାମାଟି ହରାଇଥିଲେ। ଜୀବନ ଜୀବିକାକୁ ନେଇ ସାତଭାୟାବାସୀ ଭିଟାମାଟିର ମୋହକୁ ତୁଟାଇ ନୂଆ ଠିକଣା ବଗପାଟିଆଠାରେ ବସତି ସ୍ଥାପନ କରିଛନ୍ତି।...

ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ଅଲୋଡ଼ା

କେନ୍ଦ୍ରାପଡ଼ା ଅଫିସ୍‌/ ମହାକାଳପଡ଼ା,୧୦ା୫(ଡି.ଏନ.ଏ.): ଦିନ ଥିଲା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଜମ୍ବୁ-ମାର୍ଶାଘାଇ କେନାଲ ଲୋକଙ୍କ ଜୀବନ ରେଖା ପାଲଟିଥିଲା। ନଅଙ୍କ ଦୁର୍ଭିକ୍ଷ ସମୟରେ ବ୍ରିଟିଶ ଶାସକ ଏହି ବାଟ ଦେଇ ବିଦେଶରୁ ଖାଦ୍ୟ ଦ୍ରବ୍ୟ ନେଇ କଟକ ଯୋବ୍ରାରେ...

ରାସ୍ତାରୁ ନର୍ଦ୍ଦମାପାଣି ସଫାକଲେ କଲେଜ ଛାତ୍ରୀ

ପଟ୍ଟାମୁଣ୍ଡାଇ,୧୦ା୫(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ପ୍ରଶାସନର...

ବିପଦରେ ନାସି, ହବେଳିଖଟି, ଏକକୁଳା ଦ୍ୱୀପ

କେନ୍ଦ୍ରାପଡ଼ା ଅଫିସ, ୯ା୫: ସାମୁଦ୍ରିକ ଝଡ଼ ମୋଚା ଆସୁଛି। ୨୦୨୧ ମେ’ ରେ ୟାସ୍‌ ସମୁଦ୍ରିକ ଝଡ଼ ହୋଇଥିଲା। ସେହିବର୍ଷ ସେପ୍ଟେମ୍ବରରେ ଗୁଲାବ ଓ ଡିସେମ୍ବରରେ ଜୱାଦ ସାମୁଦ୍ରିକ ଝଡ଼ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଥିଲା। ଏହାପୂର୍ବରୁ ଫାଇଲିନ୍‌, ହୁଡ୍‌ହୁଡ୍‌,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri