କେନ୍ଦ୍ରାପଡ଼ା

୩ ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରୁ ବହିଷ୍କୃତ

କେନ୍ଦ୍ରାପଡ଼ା ଅଫିସ,୨୬।୪: କେନ୍ଦ୍ରାପଡ଼ା ଡାକ ବିଭାଗରେ ଜାଲ ସାର୍ଟିଫିକେଟ ମାଧ୍ୟମରେ ଚାକିରି ଲିଙ୍କ୍‌ ଧରାପଡ଼ିଛି। ଡାକ ଅଧୀକ୍ଷକ ୨୦୧୮ରୁ ଅଦ୍ୟାବଧି ଚାକିରି କରିଥିବା କର୍ମଚାରୀଙ୍କ ସାର୍ଟିଫିକେଟ ଯାଞ୍ଚ କରି ୩ଜଣ ବ୍ରାଞ୍ଚ ପୋଷ୍ଟମାଷ୍ଟରଙ୍କୁ ମଙ୍ଗଳବାର ଚାକିରିରୁ ବହିଷ୍କୃତ କରିଛନ୍ତି। ଏଥିସହ...

ଇକୋ-ଟଏଲେଟ୍‌ରେ ୩ ବର୍ଷ ହେଲା ତାଲାପଡ଼ିଛି

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍...

ବାଛରାନାସୀ ନାଳର ପୁନରୁଦ୍ଧାର ସରକାର ଭୁଲିଗଲେ

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ବାଛରାନାସୀର ପୁନରୁଦ୍ଧାର କାର୍ଯ୍ୟ ରାଜ୍ୟ ସରକାର ଆରମ୍ଭ କରିଥିଲେ ହେଁ, କାମ ଅଧାରୁ ରଖି ଠିକାଦାର ଛୁ ମାରିଛନ୍ତି। ଫଳରେ ଧୋୟାଞ୍ଚଳବାସୀଙ୍କ ସ୍ବପ୍ନ ପୂରଣ ହେବା ନେଇ ସନ୍ଦେହ ସୃଷ୍ଟି...

ବ୍ରହ୍ମ ତାଳଧ୍ୱଜ ରଥକାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ,୨୪ା୪: ଆସନ୍ତା ଜୁନ୍‌ ୨୦ ତାରିଖରେ ରଥଯାତ୍ରା। ଏହାର ପରଦିନ ଅର୍ଥାତ ୨୧ ତାରିଖରେ କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟଦେବ ତଥା ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ଯାତ୍ରା କରିବ। ଏହି...

ଡଙ୍ଗାରେ ଚାଲିଛି ବେଆଇନ ବାଲି ଚାଲାଣ

ମହାକାଳପଡ଼ା,୨୪ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା ଓ ଗୋବରୀ ନଦୀରୁ ବେଆଇନ ବାଲି ଚାଲାଣ ଚାଲିଛି। କେତେଜଣ ବାଲି ବ୍ୟବସାୟୀ ବଡ଼ ବଡ଼ ଯନ୍ତ୍ର ଚାଳିତ ଡଙ୍ଗାରେ ଗୋଟିଏ ପଟରୁ ବାଲି ଆଣି ଅନ୍ୟପଟେ...

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ...

ବନ୍ଧୁକ ଦେଖାଇ ସୁନା ଦୋକାନରୁ ଲୁଟ୍‌ ଉଦ୍ୟମ

ଆଳି, ୨୩।୪: (ଡି.ଏନ୍‌.ଏ.) ଶନିବାର ସକାଳେ ଆଳି ଥାନା ଅନ୍ତର୍ଗତ ମହାଦେଇପାଟଣାରେ ୩ ଜଣ ଡକାୟତ ଆତଙ୍କ ସୃଷ୍ଟି କରିଥିଲେ। ସେମାନେ ହାତରେ ବନ୍ଧୁକ ଧରି ସୁନାଦୋକାନ ଲୁଟ ଉଦ୍ୟମ କରିଥିବା ବେଳେ ଦୋକାନୀ ଓ ସ୍ଥାନୀୟ ଲୋକଙ୍କ ଉପସ୍ଥିତ...

ଭଙ୍ଗାହେଲା ୨୫ ବେଆଇନ ଇଟାଭାଟି

ଡେରାବିଶ,୨୧ା୪(ସ୍ବ.ପ୍ର.): ଡେରାବିଶ ତହସିଲ ଅଧୀନରେ ବିଭିନ୍ନ ସ୍ଥାନରେ ଇଟା ବ୍ୟବସାୟୀଙ୍କ ଦ୍ୱାରା ବେଆଇନ ଭାଟି ନିର୍ମାଣ ନେଇ ବିଭିନ୍ନ ସମୟରେ ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶାସନ ନିକଟରେ ଅଭିଯୋଗମାନ ହୋଇ ଆସୁଥିଲା। ତେବେ ଏ ଦିଗରେ ତହସିଲ ପ୍ରଶାସନର ନୀରବତା ନେଇ...

ପ୍ରମାଣପତ୍ର ପାଇବାକୁ ଭୂମିହୀନ ହନ୍ତସନ୍ତ

କେନ୍ଦ୍ରାପଡ଼ା ଅଫିସ, ୨୦ା୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗଁାରେ ପ୍ରାୟ ୩୦୦ ପରିବାର ଅଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍‌ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ,୨୦ା୪(ସ୍ବ.ପ୍ର.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶାରେ ଆଜିବି ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ ବାହାରିବାକୁ ପସନ୍ଦ କରୁନାହାନ୍ତି।...

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ,୧୮।୪: ମଙ୍ଗଳବାର ବିଶ୍ୱ ଐତିହ୍ୟ ଦିବସ। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମୁନମେଣ୍ଟ ଆଣ୍ଡ ସାଇଟ୍ସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ...

ବିରୂପା ନଦୀକୁ ଛୋଟି ପଞ୍ଚାୟତର ୫ ୱାର୍ଡବାସୀଙ୍କ ଭରସା

ଡେରାବିଶ,୧୮।୪: (ସ୍ବ.ପ୍ର.) ଡେରାବିଶ ବ୍ଲକର ଅଞ୍ଚଳ ସପ୍ତାହେ ହେବ ୪୦ ଡିଗ୍ରୀ ପାଖାପାଖି ତାପମାତ୍ରା ରହିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ବ୍ଲକର କେତେକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଯୋଗୁ ଲୋକେ ଅସ୍ତବ୍ୟସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri