କେନ୍ଦ୍ରାପଡ଼ା

କ୍ୟାଲ୍‌ସିୟମ କାର୍ବାଇଡକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୧୦ା୪: ଆଗକୁ ପଣା ସଂକ୍ରାନ୍ତି ସମେତ ମୁସଲମାନ ସମ୍ପ୍ରଦାୟ ଲୋକଙ୍କ ରମଜାନ ମାସ ଚାଲିଛି। ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପ୍ରଚୁର ମାତ୍ରାରେ ଫଳ ବଜାରକୁ ଆସୁଛି। ତେବେ ଏହି ଫଳ ଆମ ପାଇଁ ବିଭିନ୍ନ ରୋଗର...

ଜଳ ସ୍ରୋତ ହ୍ରାସ: ମହାନଦୀ ମଝିରେ ବାଲିପଠା ସୃଷ୍ଟି

ମହାକାଳପଡ଼ା, ୯ା୪(ଡି.ଏନ.ଏ.): କେନ୍ଦ୍ରାପଡା ଓ ଜଗତ୍‌ସିଂହପୁର ଜିଲାର ପାରାଦୀପ ମଧ୍ୟଭାଗରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ମହାକାଳପଡା ବ୍ଲକର ରାମନଗର ଓ ବତିଘର ପଞ୍ଚାୟତର ହେଟାମୁଣ୍ଡିଆ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ସଂଲଗ୍ନ ପ୍ରବାହିତ ହୋଇଥିବା ମହାନଦୀ ବଙ୍ଗୋସାଗରର ମୁହାଣରେ ମିଶ୍ରଣ...

ଛଦ୍ମଚାଷୀ ଟାର୍ଗେଟ୍‌ ପୂରଣ କଲେ

ପଟ୍ଟାମୁଣ୍ଡାଇ,୯ା୪(ସ୍ବ.ପ୍ର.): ଚଳିତ ଖରିଫ ଋତୁ ପାଇଁ ଧାନକିଣା ଅବଧି ମାର୍ଚ୍ଚ ୩୦ରେ ଶେଷ ହେଇଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ୧୪ଟି ମଣ୍ଡିରୁ ୫୮୮୩ ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ୧ ଲକ୍ଷ ୭୮ ହଜାର ୪୩୬ କୁଇଣ୍ଟାଲ...

ଜଣ୍ଡିସ୍‌ ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୯ା୪: ଖରାର ପ୍ରକୋପ ବଢ଼ୁଛି। ଅସହ୍ୟ ତାତି ସହ ପାନୀୟ ଜଳ ସମସ୍ୟା କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅସ୍ତବ୍ୟସ୍ତ କରି ପକାଇଲାଣି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ନିକଟରେ ପ୍ରତ୍ୟହ ଅଭିଯୋଗର ସଂଖ୍ୟା ବଢ଼ୁଛି। ଅପରପକ୍ଷରେ ଜିଲାର...

ସାଇବର ଠକେଇର ଶିକାର ସ୍ତ୍ରୀଙ୍କୁ ତଲାକ୍‌ ଦେଲେ ସ୍ବାମୀ

ଡେରାବିଶ,୮ା୪(ସ୍ବ.ପ୍ର.): ସାଇବର ଠକେଇର ଶିକାର ହୋଇଥିବା ଜଣେ ମହିଳାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ବାବୁରାମପାଟଣା ଗଁାରେ ଏହି ଘଟଣା ଘଟିଛି। ଗଁାର ଶେଖ୍‌ ରାଜିଦଙ୍କ ସ୍ତ୍ରୀ ଜମରୁନ୍‌ ବିବି...

ଘରୋଇ ବିଦ୍ୟାଳୟ ଆରଟିଇ ନିୟମ ମାନୁନାହାନ୍ତି

ରାଜନଗର,୭ା୪(ଡି.ଏନ.ଏ.): ଶିକ୍ଷା ଅଧିକାର ଆଇନ (ଆରଟିଇ)କୁ ଶିକ୍ଷାକୁ ବ୍ୟବସାୟରେ ପରିଣତ କରିଥିବା କେତେଗୋଟି ଘରୋଇ ବିଦ୍ୟାଳୟ ମାନୁନାହଁାନ୍ତି। ଘରୋଇ ବିଦ୍ୟାଳୟଗୁଡିକରେ ଆର୍ଥତ୍କ ଅନଗ୍ରସର ପିଲାଙ୍କୁ ମାଗଣାରେ ପାଠ ପଢ଼ାଇବାର ନିୟମ ଥିବାବେଳେ ରାଜନଗରର କୌଣସି ଘରୋଇ ବିଦ୍ୟାଳୟ ୧୦ବର୍ଷ ଭିତରେ...

ଅବ୍ୟବସ୍ଥା ଘେରରେ ମା’ ରାମଚଣ୍ଡୀ ପୀଠ

ମହାକାଳପଡ଼ା,୭ା୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତିପୀଠ ଦରିଆପାରି ମା’ ରାମଚଣ୍ଡୀଙ୍କ ବିଜେସ୍ଥଳୀ ମହାକାଳପଡ଼ା ବ୍ଲକ ରାମନଗରଠାରେ ଆସନ୍ତା ମହାବିଷୁବ ସଂକ୍ରାନ୍ତିରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟ ଓ ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହେବ। ଦୂରଦୂରାନ୍ତରୁ ଆସୁଥିବା ବ୍ୟବସାୟୀଙ୍କ...

କେନ୍ଦ୍ରାପଡ଼ା କୁଜି ମେଣ୍ଢା ସଂରକ୍ଷଣରେ ଅଣଦେଖା

କେନ୍ଦ୍ରାପଡ଼ା ଅଫିସ,୭ା୪: କେନ୍ଦ୍ରାପଡ଼ା ଜିଲାର କୁଜି ମେଣ୍ଢାଙ୍କୁ ଦ୍ରୁତଗତିରେ ସନ୍ତାନ ଉତ୍ପାଦ କ୍ଷମତା ପାଇଁ ଜାତୀୟସ୍ତରରେ ମାନ୍ୟତା ମିଳିଛି। ଫେକବି ଜିନ୍‌ ଥିବା ଏହି ଗୃହପାଳିତ ପଶୁର ସଂରକ୍ଷଣ ସହ ଉଚ୍ଚତର ଗବେଷଣା ଆବଶ୍ୟକ। କେନ୍ଦ୍ରାପଡ଼ା ମେଣ୍ଢା ଜାତୀୟସ୍ତରରେ ୨୦୧୬ରୁ...

ବୃତ୍ତିହରା ହୋଇ ଦାଦନ ଖଟିବାକୁ ଯୁବକ ଯାଉଛନ୍ତି

ପଟ୍ଟାମୁଣ୍ଡାଇ,୬ା୪(ସ୍ବ.ପ୍ର.): ଯୁଗ ସହ ତାଳ ଦେଇ ନ ପାରିବାରୁ ଆଜି ଅନେକ କୌଳିକ ବୃତ୍ତି ହଜିଯିବାକୁ ବସିଲାଣି। ଅନ୍ୟସବୁ କୌଳିକ ବୃତ୍ତି ପରି ଚାଷୀମାନଙ୍କ ହାତ ବାରିଶି ସାଜୁଥିବା କମାରଶାଳରେ ଆଗଭଳି ଠକ୍‌ଠକ୍‌ ଶବ୍ଦ କମିବାରେ ଲାଗିଲାଣି। ଏହାକୁ ନେଇ...

ନରସିଂହପୁର ପଞ୍ଚାୟତରେ ଦୁର୍ନୀତି, ଭିଜିଲାନ୍ସ ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇ,୬ା୪(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତରେ ସରକାରୀ ଅନୁଦାନ ଅର୍ଥ ବ୍ୟାପକ ଭାବେ ବାଟମାରଣା ହୋଇଥିବା ଅଭିଯୋଗ ହୋଇଥିଲା ା ଏହାର ଭିଜଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ବିଦ୍ୟାଳୟ ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ନାମରେ ସର୍ବାଧିକ...

ଆଦର୍ଶ କୃଷି ଉଦ୍ୟାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୬ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉଦ୍ୟାନରେ ଉନ୍ନତ ଧରଣର ଆମ୍ବ, ନଡ଼ିଆ, ପିଜୁଳି, ଅମୃତଭଣ୍ଡା, ସପୁରି ଆଦି ସହ ଫୁଲ ଚାରା ଘରୋଇ ବଗିଚା...

ପୋଲିସ ନାଁରେ ସରପଞ୍ଚ ୩୫ ହଜାର ହଡ଼ପ କଲେ

ଡେରାବିଶ,୫।୪(ସ୍ବ.ପ୍ର.): ପୋଲିସକୁ ୩୫ ହଜାର ଟଙ୍କା ଦେଲେ ଧାର ଦେଇଥିବା ଲକ୍ଷାଧିକ ଟଙ୍କା ଫେରିପାଇବ ବୋଲି ସାନ୍ତ୍ୱନା ଦେଇ ସରପଞ୍ଚ ଉକ୍ତ ଟଙ୍କାକୁ ହଡ଼ପ କରିଥିବା ଅଭିଯୋଗ ଏବେ ସାମ୍‌ନାକୁ ଆସିଛି। ଏହି ଚର୍ଚ୍ଚିତ ଘଟଣା ବାବଦରେ କେନ୍ଦ୍ରାପଡ଼ା ସଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri