କେନ୍ଦ୍ରାପଡ଼ା

ପାନୀୟ ଜଳ ସମସ୍ୟା ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୨୧ା୩:ଖରା ପାଇଁ ନଦୀ ନାଳ ଶୁଖିଲା ପଡ଼ିଛି। ଅଚଳ ନଳକୂପର ମରାମତି ହେଉନାହିଁ। ଗ୍ରାମକୁ ଏବେ ବି ପାଇପ ଯୋଗେ ପାନୀୟ ପାଣି ଯୋଗାଇ ଦିଆଯାଇନାହିଁ। ଏପରି ବହୁ ଅଭିଯୋଗ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସୋମବାର...

ଶୁଷ୍କ ଗୋବରୀ ନଦୀ ଜମି ଜବରଦଖଲ ବଢ଼ୁଛି

ପଟ୍ଟାମୁଣ୍ଡାଇ,୨୦ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଶୁଷ୍କ ହୋଇଯିବାରୁ ଜବରଦଖଲକାରୀମାନେ ନଦୀ କିସମ ଜମିକୁ ଜବରଦଖଲ କରି ଘରଦ୍ୱାର କରିବାରେ ଲାଗିପଡ଼ିଛନ୍ତି। ଏହି ନଦୀ ୧୫ ଦଶନ୍ଧି ପୂର୍ବରୁ ଚିରସ୍ରୋତା ସହ ନୌକା...

ରିଚାର୍ଜ ପିଟ୍‌ ପ୍ରକଳ୍ପରେ ଅନିୟମିତତା

ପଟ୍ଟାମୁଣ୍ଡାଇ,୧୯।୩ (ଡି.ଏନ.ଏ.): ଦିନକୁ ଦିନ କମିବାରେ ଲାଗିଛି ଭୂତଳ ଜଳସ୍ତର । ସେହି ଜଳକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଜଳ ଅମଳ ପ୍ରକଳ୍ପ ଭଳି କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେଉଛନ୍ତି ା ସେଥିପାଇଁ ଭୂତଳ ଜଳକୁ କିପରି ସଂରକ୍ଷିତ ରଖାଯିବ ସେନେଇ...

କୁମ୍ଭୀର ଆକ୍ରମଣରେ ମହିଳା ମୃତ

ମହାକାଳପଡ଼ା,୧୯।୩ (ଡି.ଏନ୍‌.ଏ.): କୁମ୍ଭୀର ଆକ୍ରମଣରେ ଶନିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ା ଅନ୍ୟ ୩ ମହିଳା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାଶି ଗଁା ୬ନଂ. ୱାର୍ଡର କୌଶଲ୍ୟା ମଣ୍ଡଳ(୪୨)। ତାଙ୍କ...

ଭିତରକନିକା ଭିତ୍ତିଭୂମିର ବିକାଶ ପାଇଁ ୫୯ କୋଟି ମଞ୍ଜୁର

କେନ୍ଦ୍ରାପଡ଼ା ଅଫିସ/ରାଜନଗର,୧୮ା୩ (ଡି.ଏନ୍‌.ଏ.): ଭିତରକନିକାକୁ ବିଶ୍ୱଦରବାରରେ ଅଧିକ ପରିଚିତ କରାଇବା ସହ ଏହାର ଭିତ୍ତିଭୂମି ଏବଂ ଇକୋ ଟୁରିଜମ୍‌ର ବିକାଶ ପାଇଁ ରାଜ୍ୟ ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱାରୋପ କରିବା ସହ ଯୁଗାନ୍ତକାରୀ ପଦକ୍ଷେପ...

ପ୍ରଥମେ ସ୍ଥାୟୀ ଜମି ପଟ୍ଟା ଦିଅ, ତା’ପରେ ଶିଳ୍ପ କର

ମହାକାଳପଡ଼ା,୧୭ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ହେବା ନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଗୁରୁବାର ପୂର୍ବାହ୍ନରେ ଏକ ମୃତ୍ତିକା ଖନନ ଟିମ୍‌ ସହ ସ୍ଥାନୀୟ ତହସିଲଦାର ମାନସ କୁମାର ତ୍ରିପାଠୀ, ଜମ୍ବୁ...

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଅପହରଣ ଉଦ୍ୟମ

ପଟ୍ଟାମୁଣ୍ଡାଇ, ୧୭ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଛାତ୍ରୀ କାର କାଚ ଭାଙ୍ଗି ଅପହରଣକାରୀଙ୍କ କବଳରୁ ଖସି ଆସିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟା୧୫ରେ ଏହି ଘଟଣା ଘଟିଛି। ଦୁର୍ବୃତ୍ତମାନେ...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌, ୧୮ ଘଣ୍ଟାରେ ଖସିପଡ଼ିଲା ସ୍ଲାବ୍‌

କେନ୍ଦ୍ରାପଡ଼ା ଅଫିସ,୧୬ା୩: କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ନିକଟ ନିର୍ମାଣାଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲ ବୁଧବାର ଭୁଶୁଡି ପଡିଛି। ଏହି ଦୁର୍ଘଟଣାରୁ କାର୍ଯ୍ୟରତ ଶ୍ରମିକମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେହିପରି ରାସ୍ତାଠାରୁ ପ୍ରାୟ ୧୦୦ ମିଟର ଦୂରରେ...

ବିଶ୍ୱ ପ୍ରସିଦ୍ଧ ଗହୀରମଥା ମହୋତ୍ସବ ଦାବି ଜୋର ଧରିଲା

ମହାକାଳପଡ଼ା,୧୫ା୩(ଡି.ଏନ.ଏ.):ବିଶ୍ୱପ୍ରସିଦ୍ଧ ଗହୀରମଥାରେ ମହୋତ୍ସବ ପାଳନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦାବି ଜୋର ଧରିଛି। ବିଶେଷକରି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ ବନ ବିଭାଗ ପକ୍ଷରୁ ରାଜନଗର ବ୍ଲକ ଅଧୀନ ନଳିତାପାଟିଆରେ ବିଶ୍ୱ ପ୍ରସିଦ୍ଧ ଭିତରକନିକା ମହୋତ୍ସବ...

ପଲିଥିନ୍‌ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବ

ପଟ୍ଟାମୁଣ୍ଡାଇ,୧୬ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍‌ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼ ପଲିଥିନ ଗ୍ଲାସ...

ଭୁଶୁଡି ଗଲା ନିର୍ମାଣଧୀନ ପୋଲବାଡା, ଅଳ୍ପକେ ବଞ୍ଚିଲେ ଶ୍ରମିକ

କେନ୍ଦ୍ରାପଡା ଅଫିସ,୧୫।୩: କେନ୍ଦ୍ରାପଡା ସହର ତିନିମୁହାଣୀ ଛକ ନିକଟ ନିର୍ମାଣଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲବାଡା ବୁଧବାର ଭୁଶୁଡି ପଡ଼ିଛି। ଏହି ସମୟରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୂର୍ତ୍ତ ବିଭାଗ ଅଧିନ ଏହି ପୋଲ ଗତ...

ରାମଚଣ୍ଡୀ ବିଦ୍ୟାନିକେତନ: ଶ୍ରାଦ୍ଧବାର୍ଷିକ ଉତ୍ସବକୁ ନେଇ ବିବାଦ

ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ ପାଇଁ ତାଙ୍କ ପରିବାର ପକ୍ଷରୁ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବିରୋଧ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri