କେନ୍ଦ୍ରାପଡ଼ା

୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି

ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କେଉଁ ୱାର୍ଡରେ...

ହୋଲିରେ ଅଘଟଣ: ପାଣିରେ ବୁଡ଼ି ଦୁଇଭାଇଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା ଅଫିସ,୮ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ହୋଲିରେ ଏକ ଅଘଟଣ ଘଟିଛି। ରଙ୍ଗ ଖେଳି ସାରି ବ୍ରାହ୍ମଣୀ ନଦୀକୁ ଦୁଇ ଭାଇ ଗାଧୋଇବାକୁ ଯାଇ ବୁଡ଼ି ଯାଇଛନ୍ତି। କେଶପୁର ପଞ୍ଚାୟତ ମୂଷାଡିଆ ଗାଁର ୪୩ ବର୍ଷୀୟ ସୁଜିତ...

ପାଣି ପାଇଁ ହରିଣ ଗାଁମୁହାଁ

ମହାକାଳପଡ଼ା,୭ା୩ (ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଓ ଜଙ୍ଗଲୀ ପ୍ରାଣୀ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମୁନ୍ଦେ ପାଣି ପାଇଁ ସୋମବାର ମହାକାଳପଡ଼ା ବନାଞ୍ଚଳ ଅଧୀନ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲର ପାରେଶ୍ୱରପୁର (ବାଲିଗଣ୍ଡ) ଜେନାସାହି...

ରାସ୍ତାକଡରେ ମୁକୁଳା ପଡ଼ିଛି ଟ୍ରାନ୍ସଫରମର

ପଟ୍ଟାମୁଣ୍ଡାଇ,୫।୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରପରିଷଦ କାର୍ଯ୍ୟାଳୟ ନିକଟ ମଙ୍ଗଳା ମଣ୍ଡପ ପାଖ ବଜାରରେ ରହିଛି ୫୦୦ କେଭି ବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ମଣ୍ଡପ ଘର...

ମୁଖ୍ୟ ଜୀବିକାରେ ବାଧକ ଜଳସେଚନ

କେନ୍ଦ୍ରାପଡ଼ା ଅଫିସ, ୫।୩: କେନ୍ଦ୍ରାପଡ଼ା ଜିଲାର ୬୯ ପ୍ରତିଶତ ଅଧିବାସୀ କୃଷି ଉପରେ ନିର୍ଭରଶୀଳ ା ପରିବାର ପ୍ରତିପୋଷଣ ପାଇଁ ସେମାନେ ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥିବା ବେଳେ ଚାଷ ଜମିର ଜଳସେଚନ ଓ ନିଷ୍କାସନ ପରିଚାଳନା ବାଧକ ହୋଇଛି...

ନଦୀବନ୍ଧରୁ ୫ ଫୁଟ ମାଟି ନେଇ ରାସ୍ତା ନିର୍ମାଣ

ପଟ୍ଟାମୁଣ୍ଡାଇ,୪ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଅଞ୍ଚଳବାସୀଙ୍କ ପାଇଁ ଗୁରୁତ୍ୱ ବହନ କରେ। ରାସ୍ତା ନିର୍ମାଣ ଶେଷ ହୋଇ ନ ଥିବା ବେଳେ ପିଚୁ ଉଠି ଯାଉଛି। କୋଟି କୋଟି ଟଙ୍କାର...

ଅଣୁ, କ୍ଷୁଦ୍ର ଉଦ୍ୟୋଗକୁ ଅନୁମୋଦନ ମିଳୁଛି, ଋଣ ମିଳୁନି

ପଟ୍ଟାମୁଣ୍ଡାଇ, ୪ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରୀକ ଚେଷ୍ଟା ଆବଶ୍ୟକ ତାହା ଦେଖିବାକୁ...

ହଜାରେ ଅଣ୍ଡାରୁ ଗୋଟିଏକୁ ପୂର୍ଣ୍ଣ ଜୀବନ

କେନ୍ଦ୍ରାପଡା ଅଫିସ, ୪ା୩: ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ଗହୀରମଥା ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ପୂର୍ଣ୍ଣିମା ତିଥି ମଧ୍ୟରେ ଅନୂକୂଳ ପବନ ଆସିଲେ ଗହୀରମଥା ନିଷିଦ୍ଧାଞ୍ଚଳରେ...

ରାସ୍ତାକୁ ଦୁର୍ଘଟଣାପ୍ରବଣ ଘୋଷଣା ପାଇଁ କେନ୍ଦ୍ରାପଡ଼ା ଆର୍‌ଟିଓଙ୍କୁ ଚିଠି

ଆଳି,୩ା୩ (ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ଆଳି ଥାନା ଅନ୍ତର୍ଗତ ସିଙ୍ଗିରି କଟବନ୍ଧ ଛକ ନିକଟରେ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଥିବାରୁ ଓ ଆଇନ ଶୃଙ୍ଖଳା ବ୍ୟାହତ ହେଉଥିବାରୁ ପୋଲିସ ମୁଣ୍ଡ ବ୍ୟଥାର କାରଣ ପାଲଟୁଛି। ଏହି...

ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ବେଣାଗଛ

ପଟ୍ଟାମୁଣ୍ଡାଇ,୩ା୩(ସ୍ବ.ପ୍ର .): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଉର୍ବର ଚାଷ ଜମିରେ ବେଣାଗଛ ହେବା ଯୋଗୁ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବାରେ ବେଣାଗଛ ବାଧକ ସାଜିଛି। ଏଥିଯୋଗୁ ଶତାଧିକ ଏକର ଉର୍ବର ଚାଷ ଜମି ପଡ଼ିଆ...

ଅଶୃଙ୍ଖଳା ପାଟନାଳୀ ସ୍ଲୁଇସ୍‌ ଗେଟ୍‌ ପାଇଁ ବିଶୃଙ୍ଖଳା

କେନ୍ଦ୍ରାପଡା ଅଫିସ,୩ା୩: ଜଳ ନିଷ୍କାସନ ପାଇଁ ସ୍ଲୁଇସ ଗେଟ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ ତଳକୁ କଲେ କବାଟର ଉପରି ଭାଗ ଅଞ୍ଚଳରେ ଜଳକୁ ରୋକି ହେଉନି। କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ ବିଭାଗ ଅନ୍ତର୍ଗତ...

ପଟ୍ଟାମୁଣ୍ଡାଇ ବ୍ଲକରେ ଜଳ କଷ୍ଟ

ପଟ୍ଟାମୁଣ୍ଡାଇ,୨ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ମାର୍ଗ ବାହାରି ପାରୁନି। କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ କରାଯାଇ ଥିବା ପାନୀୟଜଳ ପ୍ରକଳ୍ପର ଓଭରହେଡ୍‌ ଟାଙ୍କି କାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri