କେନ୍ଦ୍ରାପଡ଼ା

ସୂର୍ଯ୍ୟମୁଖୀ ଚାଷକୁ ମିଳୁନି ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୨ା୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ। ପ୍ରଥମ ବର୍ଷର ଅଭିଜ୍ଞତା ସେମାନଙ୍କୁ...

ବିପଦରେ ଆର୍ଦ୍ରଭୂମି ଭିତରକନିକାର ଫିଶିଂ କ୍ୟାଟ୍‌

କେନ୍ଦ୍ରାପଡ଼ା ଅଫିସ, ୧ା୩: ଓଡ଼ିଶାର ଚିଲିକା ଓ ଭିତରକନିକାରେ ଫିଶିଂ କ୍ୟାଟ୍‌ ଦେଖାଯାଇଥା’ନ୍ତି। ଚିଲିକାରେ ଏହି ବିରଳ ଓ ବିଲୁପ୍ତପ୍ରାୟ ଜୀବଙ୍କ ସଂଖ୍ୟା ଅଧିକ ଥିବା ବେଳେ ଦୁଇବର୍ଷିଆ ସଂରକ୍ଷଣ ସତ୍ତ୍ୱେ ଭିତରକନିକାରେ ଆଶାନୁରୂପ ସଂଖ୍ୟା ବଢ଼ୁନାହିଁ। ଏହି ପ୍ରାଣୀଙ୍କ...

ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ

ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି। ଫେବୃୟାରୀରୁ ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ମଧ୍ୟାହ୍ନରୁ...

ଅଲିଭ୍‌ରିଡେ୍‌ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା

ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍‌ରିଡ୍‌ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ ଜଳରାଶିରେ ଏବେ ଲକ୍ଷାଧିକ ଅନ୍ତଃସତ୍ତ୍ୱା କଇଁଛ ପ୍ରକୃତିର ବିବର୍ତ୍ତମାନରେ ଗଣଅଣ୍ଡାଦାନ କରିବାକୁ...

ବେଆଇନ ଚିଙ୍ଗୁଡ଼ିଘେରି ଫସଲ ଉଜାଡୁଛି

ରାଜକନିକା, ୧ା୩(ଡି.ଏନ୍‌.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ ହେବା ଦ୍ୱାରା ଅନ୍ୟ ଚାଷ ପ୍ରଭାବିତ ହେବା ସହ ଉଜୁଡ଼ି ଯାଉଥିବା...

ଯାଞ୍ଚରେ ୧୦୧ ନକଲି ମତ୍ସ୍ୟଜୀବୀ ଚିହ୍ନଟ

ମହାକାଳପଡ଼ା, ୧ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ ମାରି ଗୁଜୁରାଣ ମେଣ୍ଟାଇଥା’ନ୍ତି। ବହୁ କଷ୍ଟ କରି ନଦୀ, ସମୁଦ୍ରରେ ଜୀବନକୁ...

ବିମାନ ଶୋଭାଯାତ୍ରାରେ ଡିଜେ, ବାଣ ବନ୍ଦ

ଡେରାବିଶ, ୨୮ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଓ କଟକ ଜିଲାର କେନ୍ଦ୍ରସ୍ଥଳୀରେ ଅବସ୍ଥିତ ପ୍ରସିଦ୍ଧ ଓଳକଣା ମେଳଣ ମାର୍ଚ୍ଚ ୬ରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୋଭିଡ କଟକଣା ନ ଥିବାରୁ ମେଳଣରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଉଛି। ଏହାକୁ...

ଭାରତର ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭିତରକନିକା

ରାଜନଗର, ୨୭ା୨(ଡି.ଏନ.ଏ.):ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାରଣ୍ୟ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତି ପ୍ରେମୀ, ପରିବେଶବିତ୍‌, ଜୀବ ବିଜ୍ଞାନୀ, ପକ୍ଷୀ ବିଷାରଦମାନଙ୍କୁ ସବୁ ସମୟରେ ଆକୃଷ୍ଟ...

ଅଳିଆ ଗୋଟାଳିଙ୍କୁ ପ୍ରଶଂସାର ସୁଅ

କେନ୍ଦ୍ରାପଡ଼ା ଅଫିସ, ୨୭ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯୮ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବର୍ଜ୍ୟବସ୍ତୁରୁ ସମ୍ପଦ ସହ ସ୍ବଚ୍ଛତା ଅଭିଯାନ ସମ୍ପର୍କରେ ଆଲୋଚନା ସମୟରେ କେନ୍ଦ୍ରାପଡ଼ା ବ୍ଲକ ଗୁଲନଗର ପଞ୍ଚାୟତ ଖଇରାବାଦ ଗ୍ରାମର...

ଭକ୍ତ ବିଦୁରଙ୍କ ପାଇଁ ଓଳକଣା ମେଳଣ

ଡେରାବିଶ,୨୬।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଓ କଟକ ଜିଲାର କେନ୍ଦ୍ରସ୍ଥଳୀରେ ଅବସ୍ଥିତ ଓଳକଣା ମେଳନ ପଡ଼ିଆ ନିକଟ ଡେରାବିଶ ବ୍ଲକ ଅଧୀନ ଏଣ୍ଡର ପଞ୍ଚାୟତ ଅରାଖଣ୍ଡ ଗଁାରେ ପୂଜା ପାଉଥିବା ଭକ୍ତ ବିଦୂର ଏକ ଅନନ୍ୟ ପରମ୍ପରାର ପ୍ରତୀକ। ପୁରାଣ ବର୍ଣ୍ଣିତ ଦ୍ୱାପର...

ବିପଦରେ ପରିବେଶ ସମ୍ବେଦନଶୀଳ ୧୪୭ ଗାଁ

କେନ୍ଦ୍ରାପଡ଼ା ଅଫିସ, ୨୬।୨: କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଥାନା ଅମରାବତୀ ଗ୍ରାମର ଚିଙ୍ଗୁଡ଼ି ଘେରିରେ ଲାଗିଥିବା ପାଣିଉଠା ମୋଟରରେ ମୟୁରଭଞ୍ଜ ଜିଲାର ଶ୍ରମିକ କଂଗ୍ରେସ ମୁଣ୍ଡାଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି ା କେବଳ କଂଗ୍ରେସ ନୁହନ୍ତି, ଗତ ୩ ବର୍ଷରେ...

ଚୁଲିରେ ରୋଷେଇ କରି ପ୍ରତିବାଦ

କେନ୍ଦ୍ରାପଡ଼ା ଅଫିସ, ୨୫ା୨: କେନ୍ଦ୍ରାପଡ଼ା ସହରର ଖଡ଼ଇଙ୍ଗସ୍ଥ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ଭିତ୍ତିଭୂମି ଉପରେ ସିଟି ହସ୍ପିଟାଲ ହେଉ। ଏପରି ଦାବି କରି ସହରବାସୀ ଜାନୁୟାରୀ ୨୪ଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ ଜାରି ରଖିଛନ୍ତି। ଏହି ବିକ୍ଷୋଭକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri