କେନ୍ଦ୍ରାପଡ଼ା

ବାଲିଘାଟ ମୁଣ୍ଡ ନେଉଛି

ଡେରାବିଶ, ୨୫ା୨(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଞ୍ଚଳରେ ଲୁଣା, କରାଣ୍ଡିଆ ଓ ବିରୂପା ନଦୀ ପ୍ରବାହିତ ହେଉଛି। ଏହି ନଦୀରୁ ପ୍ରଚୁର ପରିମାଣରେ ବାଲି ମିଳିଥାଏ। ଏହାକୁ ଦୃଷ୍ଟିରେ ରଖି ସରକାର ରାଜସ୍ବ ପାଇବା ଲକ୍ଷ୍ୟରେ ଏହି ନଦୀର ବିଭିନ୍ନ ଘାଟକୁ...

ବାହ୍ୟ ମଳମୁକ୍ତ ଯୋଜନା ପ୍ରହସନ

ପଟ୍ଟାମୁଣ୍ଡାଇ,୨୪ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ଯୋଜନା ଫେଲ୍‌ ମାରିଛି। ଅଧିକାଂଶ ଗଁା ଅଳିଆ ଆବର୍ଜନାରେ ପୁରି ରହିଛି। ଲୋକେ ବାହାରେ ମଳତ୍ୟାଗ କରୁଛନ୍ତି। କେତେଜଣ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲ ନୀତି ଯୋଗୁ ଏହି...

ହ୍ରାସ ପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ, ୨୪ା୨:ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଏକାଧିକ ଯୋଜନା ପ୍ରସ୍ତୁତ ସହ ଅର୍ଥବ୍ୟୟ କରାଯାଉଛି ା ତେବେ କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ...

ରାଜ୍ୟର ପ୍ରଥମ ସୋଲାର ପମ୍ପ ୭ବର୍ଷ ହେଲା ଅଚଳ

ଡେରାବିଶ, ୨୪ା୨(ସ୍ବ.ପ୍ର.):ରାଜ୍ୟର ପ୍ରଥମ ସୌର ଚାଳିତ ପମ୍ପ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଛତାଠାରେ ୨୦୧୬ ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ କରାଯାଇଥିଲା। ୯୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ସୋଲାର...

ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା

ପାଟକୁରା,୨୪ା୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ ଅଟାବୁହା ଗ୍ରାମର ଶିକ୍ଷୟିତ୍ରୀ ରଶ୍ମିତା ସେଠୀ (୪୨)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ହତ୍ୟା କରାଯାଇଛି ବୋଲି ପାଟକୁରା ଥାନାରେ ଅଭିଯୋଗ ହୋଇଛି ା ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୃତା...

ବିଜୟ ମହାପାତ୍ରଙ୍କ ପୁଅଙ୍କୁ ନେଇ ପାଟକୁରା ରାଜନୀତି ସରଗରମ

ପାଟକୁରା,୨୩ା୨(ଡି.ଏନ୍‌.ଏ.): ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ନେଇ ପାଟକୁରା ରାଜନୀତି ସରଗରମ ରହିଛି। ନିଜର ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ ଅରବିନ୍ଦ ଗରଦପୁର ବ୍ଲକ ଅଫିସ ଆଗରେ ପ୍ରତିବାଦ ସଭା କରିଛନ୍ତି। ଆବାସ...

କେନ୍ଦ୍ରାପଡ଼ା ଜିଲାରେ ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସର୍ଭେ ରିପୋର୍ଟରେ କେନ୍ଦ୍ରାପଡ଼ା ଜିଲାର କୌଣସି ବ୍ଲକ ଅଞ୍ଚଳରେ ପିଇବାକୁ ଉପଯୁକ୍ତ ପାଣି ନାହିଁ । ଏହି ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେଉଛି । ୯ ବ୍ଲକ ଅଞ୍ଚଳ ମଧ୍ୟରୁ...

ଯାଜପୁରରେ ୨, କେନ୍ଦ୍ରାପଡ଼ା ଜିଲାକୁ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସ୍ବାସ୍ଥ ଓ ପରିବାର ମଙ୍ଗଳ ବିଭାଗ ପକ୍ଷରୁ ରାଜ୍ୟର ୭ଟି ସ୍ଥାନରେ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବ ବୋଲି ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଏହି ସ୍ବାସ୍ଥ୍ୟ ସେବା ସ୍ଥାପନ ପାଇଁ...

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଟ୍ଟାମୁଣ୍ଡାଇ ପୂର୍ବତନ ବିଧାୟକ ତାପସ କୁମାର ଦାସ। ଏହି ପ୍ରସଙ୍ଗରେ...

ମଧୁରଜଳ ବିନା ବିପଦରେ ଭିତରକନିକା

କେନ୍ଦ୍ରାପଡା ଅଫିସ,୨୧ା୨:ଗତ ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା ା ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ମହାନିଗମର ପାନୀୟ ଜଳ ଭରଣା ପାଇଁ ମହାନଦୀରୁ ଦୈନିକ ୧୩୦ ମିଲିୟନ ଲିଟର ପାଣି ଉତ୍ତୋଳନ ହେବ...

ଚାଷ କରି ଆଳୁଚାଷୀ ଫସିଗଲେ

କେନ୍ଦ୍ରାପଡ଼ା ଅଫିସ, ୨୦ା୨: କେନ୍ଦ୍ରାପଡ଼ା ଜିଲାରେ ୨ ମାସ ପୂର୍ବେ ଆଳୁ କେଜି ପ୍ରତି ୨୫ରୁ ୩୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୪ ଟଙ୍କାରେ ବେପାରୀଙ୍କୁ କ୍ଷେତରୁ ଚାଷୀ ବିକୁଛନ୍ତି। ଜିଲାରେ ସଂରକ୍ଷଣ ବ୍ୟବସ୍ଥା...

ଗୋବରୀରେ କୁମ୍ଭୀର: ନଦୀକୂଳବାସୀ ଭୟଭୀତ

ପଟ୍ଟାମୁଣ୍ଡାଇ,୨୦ା୨(ସ୍ବ.ପ୍ର.):: ନଦୀକୁ ଛାଡି ରହିପାରନ୍ତିନି ଏହି ନଦୀକୂଳିଆ ଗାଁ ଲୋକେ। ଗାଧୁଆ ପାଧୁଆଠୁ ମାଛମାରିବା ,ଶୌଚହେବା ଯାଏ ସବୁ ଏହି ନଦୀ ଉପରେ ନିର୍ଭର କରନ୍ତି। ହେଲେ ନଦୀରେ ୫ ଦିନ ହେବ କୁମ୍ଭୀର ବୁଲିବା ଦେଖି ଲୋକେ ଛାନିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri