କେନ୍ଦ୍ରାପଡ଼ା

କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା ା ଏହା ଜାଣିବା ସତ୍ତ୍ୱେ କଟକ ଚାନ୍ଦବାଲି...

କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ବନ୍ଧରୁ ଅତଡ଼ା ଖସିଲା

ଡେରାବିଶ,୨୦ା୧(ସ୍ବ.ପ୍ର.):ଖରିଫ ଧାନ ଫସଲ ଅମଳ ପରେ କେନାଲ ଉପରେ ନିର୍ଭରଶୀଳ ଚାଷୀମାନେ ଜାନୁୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରବି ଫସଲ ଚାଷ କରିଥାନ୍ତି। ପ୍ରତ୍ୟେକ ବର୍ଷ ଜାନୁୟାରୀ ପ୍ରଥମରୁ ଦ୍ୱିତୀୟ ସପ୍ତାହ ମଧ୍ୟରେ ଚାଷ ଜମିକୁ ପାଇଁ କେନାଲରେ ପାଣି...

ଉପକୂଳରେ ବିଦେଶୀ ପ୍ୟାସନ୍‌ କ୍ରିଷ୍ଣା ଫଳ ଚାଷ

ମହାକାଳପଡ଼ା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ଅଞ୍ଚଳରେ ବିଦେଶୀ ପ୍ୟାସନ୍‌ ଫଳ ବା ଭାରତୀୟମାନେ କହୁଥିବା କ୍ରିଷ୍ଣା ଫଳ ଚାଷ ହେଉଛି। ଏହା ଶରୀର ପାଇଁ ଖୁବ୍‌ ଉପକାରୀ। ଏହି ଫଳକୁ ଜୁସ୍‌ କରି ପାନୀୟ...

ସାମୁଦ୍ରିକ ପ୍ରାଣୀଙ୍କ ଅମରାବତୀ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୧୯ା୧: ପ୍ରକୃତିପ୍ରେମୀଙ୍କ ପାଇଁ ଜାତୀୟ ଉଦ୍ୟାନ ଭିତରକନିକା ଖୁସି ଖବର ଦେଇଛି। ଜୈବ ବିବିଧତାରେ ପରିପୂର୍ଣ୍ଣ ଏହି ଅଞ୍ଚଳ ସାମୁଦ୍ରିକ ଜୀବଙ୍କ ପାଇଁ ଅମରାବତୀ ପାଲଟିଛି। ଓଡ଼ିଶାର ସାତପଡ଼ା, ଚିଲିକାକୁ ପଛରେ ପକାଇ ସର୍ବାଧିକ ଡଲ୍‌ଫିନ ଏହି...

ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮...

ଶିଶୁଙ୍କୁ ଅଣ୍ଡା ବଦଳରେ ବଣଭୋଜି ବାସି ତରକାରି

ମହାକାଳପଡ଼ା,୧୮।୧(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଶିଶୁଙ୍କ କୁପୋଷଣ, ମୃତ୍ୟୁହାର ହ୍ରାସ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ଗର୍ଭସ୍ଥ ଶିଶୁର ବିକାଶ ପାଇଁ ପୁଷ୍ଟିକର ଭିଟାମିନ୍‌ ଖାଦ୍ୟ ଯୋଗାଇ ଦେଉଛନ୍ତି। ତେବେ କୋମଳମତି ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଅଣ୍ଡା...

ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୧: ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ସହରକୁ ମଙ୍ଗଳବାର ବନ୍ଦ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ସହରର ସମସ୍ତ ବ୍ୟବସାୟୀ ଏଥିରେ ସାମିଲ ହୋଇଛନ୍ତି।...

ରାଜନଗରରେ ଧାନକିଣା ନାଁରେ ଚାଷୀଙ୍କୁ ଶୋଷଣ

ରାଜନଗର, ୧୭ା୧(ଡି.ଏନ.ଏ.):ଚଳିତ ବର୍ଷ ଚାଷୀଙ୍କଠାରୁ ଧାନ କିଣିବାରେ କେହି ଯଦି ଶୋଷଣ କରନ୍ତି, ଏ ନେଇ ଯୋଗାଣ ବିଭାଗ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ରାଜ୍ୟ ସରକାର କହିଥିଲେ। କିନ୍ତୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଏହି ଧାନକିଣାକୁ...

୧୭ରେ କେନ୍ଦ୍ରାପଡ଼ା ବନ୍ଦ ଡାକରା

କେନ୍ଦ୍ରାପଡ଼ା ଅଫିସ, ୧୬ା୧:କେନ୍ଦ୍ରାପଡ଼ା ସହରର ଖଡିଅଙ୍ଗସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସିଟି ହସ୍ପଟାଲ ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ସହରର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ଦାବି ପୂରଣ ପାଇଁ ଆସନ୍ତା ୧୭ ତାରିଖରେ କେନ୍ଦ୍ରାପଡ଼ା ବନ୍ଦ...

ଟମାଟୋର ଅଭାବୀ ବିକ୍ରି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ, ୧୬ା୧:ଦୁଇ ମାସ ପୂର୍ବେ କେନ୍ଦ୍ରାପଡ଼ା ଜିଲାରେ ଟମାଟୋ ଦର ଆକାଶଛୁଅଁା ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ ଏହାର ଅଭାବୀ ବିକ୍ରି ଆରମ୍ଭ ହୋଇଛି। କେଜି ପ୍ରତି ମାତ୍ର...

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୧୫।୮: ଭିତରକନିକା ଜାତୀୟ ଉଦ୍ୟାନ ରବିବାର ଖୋଲିଛି। କୁମ୍ଭୀର ଗଣନା ଲାଗି ୧୧ ଦିନ ଧରି ଏହା ବନ୍ଦ ଥିଲା। ଗତ ୪ରୁ ୧୪ ତାରିଖ ଯାଏ କୁମ୍ଭୀର ଗଣନା ଚାଲିଥିଲା। ଆଜି ଉଦ୍ୟାନ ଖୋଲିବାରୁ ସକାଳୁ ପର୍ଯ୍ୟଟକଙ୍କ...

ସ୍ବାବଲମ୍ବୀ କଲା ଥାଇଲାଣ୍ଡ ବରକୋଳି ଚାଷ

ଡେରାବିଶ,୧୫।୧(ସ୍ବ.ପ୍ର.): ଧାନ ଓ ବିରି ସମେତ ଅନ୍ୟାନ୍ୟ ଫସଲ ଲାଭଜନକ ହେଉ ନ ଥିବାରୁ ଅତ୍ୟାଧୁନିକ ଚାଷ କରି ସ୍ବାବଲମ୍ବୀ ହେବା ପାଇଁ ଗ୍ରାମାଞ୍ଚଳର ଯୁବକମାନେ ଏବେ ମନ ବଳାଇଛନ୍ତି । କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଅନ୍ତର୍ଗତ ରଘୁଦେଇପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri