କେନ୍ଦ୍ରାପଡ଼ା

ବେଆଇନ ଚିଙ୍ଗୁଡ଼ି ଘେରି ହେବ ଉଚ୍ଛେଦ

ମହାକାଳପଡ଼ା,୧୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଶାସନ ପେଟା ବନ ବିଭାଗ କାର୍ଯ୍ୟାଳୟ ସନ୍ନିକଟ ବଣପଡ଼ାଠାରେ ୬୪ ଏକର ପରିମିତ ଜମିରେ ଏକ ବୃହତ ଚିଙ୍ଗୁଡି ପ୍ରକଳ୍ପ ନିର୍ମିତ ହୋଇଛି। ପୂର୍ବରୁ ଏହି ପ୍ରକଳ୍ପ ବନ୍ଦ...

ଗ୍ରହୀତାଙ୍କ ଦୁଆରେ ବସି ଋଣ ଆଦାୟ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୧: ଋଣ ଦେୟ ଅସୁଲି ସାମ୍ପ୍ରତିକ ସମୟରେ ବ୍ୟାଙ୍କଗୁଡିକର ମୁଣ୍ଡ ବିନ୍ଧା ହୋଇଛି। ଗ୍ରହୀତା ବ୍ୟାଙ୍କରୁ ଋଣ ନେବା ପରେ ଶୁଝିବାକୁ ଭୁଲି ଯାଉଛନ୍ତି। ଫଳରେ ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ହେଉଛି। ତେବେ ଏହି ଧାରା...

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ,୧୮ା୧୧: କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରରେ ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ ଅନିୟମିତତା ପରେ...

ପୋଖରୀ ଖୋଳା ବନ୍ଦକଲା ପ୍ରଶାସନ

ରାଜକନିକା,୧୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତରାସ ପଞ୍ଚାୟତରେ ପୋଖରୀ ଖୋଳା ଯାଇ ଟ୍ରାକ୍ଟରରେ ମାଟି ବୁହା ହେଉଥିବା ଘଟଣାରେ ଗ୍ରାମବାସୀ ତହସିଲଦାର ଓ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଗୁରୁବାର ରାଜକନିକା ତହସିଲଦାର ଅଶୋକ କୁମାର...

କେନାଲ ନାହିଁ, ଜଳକର ଦାବିକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୧୭ା୧୧: କେନ୍ଦ୍ରାପଡ଼ା ତହସିଲ ଅନ୍ତର୍ଗତ ଦୋବନ୍ଧା, ସୋବଳା, ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଚନ୍ଦନପୁର, ନୀଳକଣ୍ଠପୁର, ତମାଳଶାସନ, ଅରୁଆ, କେଶପୁର ଆଦି ଜମିକୁ ଏ ପର୍ଯ୍ୟନ୍ତ ଜଳସେଚନ ପାଇଁ କେନାଲ ନାହିଁ। ତେବେ ରାଜସ୍ବ ବିଭାଗ ଏହି ଅଞ୍ଚଳର ଅଧିବାସୀଙ୍କଠାରୁ...

ଶିକ୍ଷଣ ଆକଳନରୁ ବାଦ୍‌ପଡ଼ିଲା ୭୭ ବିଦ୍ୟାଳୟ

ଡେରାବିଶ, ୧୭ା୧୧(ସ୍ବ.ପ୍ର.): ମହାମାରୀ କରୋନା ସମୟରେ ଛାତ୍ରୀଛାତ୍ରଙ୍କୁ କରୋନା ବିପଦରୁ ରକ୍ଷା ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ପରବର୍ତ୍ତୀ ଅବସ୍ଥାରେ କରୋନା କଟକଣା ହଟିବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ପୁନର୍ବାର ଖୋଲିଥିଲା। ତେବେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ...

ସଙ୍କୁଚିତ ହେଉଛି ଗୋବରୀ ସମ୍ପ୍ରସାରିତ କେନାଲ

ପଟ୍ଟାମୁଣ୍ଡାଇ, ୧୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳର ଜୀବନରେଖା ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇବାର ଲାଗିଛି। ପଟ୍ଟାମୁଣ୍ଡାଇ ଗୋବରୀ...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କକୁ ୫୦ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୧୬ା୧୧: ନନ୍‌ ପରଫର୍ମିଂ ଆସେଟସ(ଏନ୍‌ପିଏ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ସମସ୍ୟାରେ ପଡିଛି। ଗତ ଅଗଷ୍ଟ ୨୯ରେ ଗାଇଡ୍‌ ଲାଇନ ଉଲ୍ଲଂଘନ କରିଥିବାରୁ ୧ଲକ୍ଷ ଟଙ୍କା ରିଜର୍ଭ ବ୍ୟାଙ୍କ...

ନାବାଳିକାଙ୍କ ବିବାହ ନା ଚାଲାଣ

କେନ୍ଦ୍ରାପଡ଼ା ଅଫିସ, ୧୫ା୧୧:ଝିଅ ନବମ ଶ୍ରେଣୀରେ ପଢୁଥିଲା। ଅଗଷ୍ଟ ୧୫ରେ ସ୍କୁଲରେ ସ୍ବାଧୀନତା ଦିବସ ପାଳନ ପରେ ଫେରିବା ବାଟରେ ଜଣେ କୋଲ୍‌କାତା ମେଦିନାପୁର ଅଞ୍ଚଳର ବୁଲା ବେପାରୀ ସହ ପଳାଇବା ଖବର ମିଳିଲା। ଏ ନେଇ ଥାନାରେ ଅଭିଯୋଗ...

ଜବରଦଖଲକାରୀଙ୍କ କବ୍‌ଜାରେ ତାରପୁର ବାଇପାସ ରୋଡ୍‌

ରଘୁନାଥପୁର,୧୪।୧୧(ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥର ତାରପୁର ବାଇପାସ୍‌ ରୋଡ୍‌କୁ କେତେଜଣ ସ୍ଥାନୀୟ ବ୍ୟବସାୟୀ ମାଡ଼ିବସି ଜବରଦଖଲରେ ରଖିଛନ୍ତି। ଫଳରେ ପଥଚାରୀମାନେ ଯାତାୟାତ ସମୟରେ ଅସୁବିଧା ଭୋଗୁଛନ୍ତି। ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏହି...

ସରକାରୀ କାର୍ଯ୍ୟାଳୟ ନିର୍ମାଣରେ ବ୍ୟବହାର ହେଉଛି ନାଲି ଇଟା

ପଟ୍ଟାମୁଣ୍ଡାଇ,୧୪ା୧୧(ସ୍ବ.ପ୍ର.): ସରକାରୀ ଦପ୍ତର ଘର ନିର୍ମାଣରେ ଫ୍ଲାଇଆସ୍‌ ଇଟା ବ୍ୟବହାର କରାଯିବ ବୋଲି ନିୟମ ରହିଛି। ଏଥିପାଇଁ ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ବିଲଡିଂ ବାଇ ଲ’ ଦିଆଯାଇଛି। ମାଟି ଇଟା ପୋଡ଼ିବା ଦ୍ୱାରା ସେହି ଧୂଆଁରେ ପରିବେଶ ପ୍ରଦୂଷିତ ହେଉଛି।...

ଆଗକୁ ନିଅଣ୍ଟ ପଡ଼ିବ ଜଳ

କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri