ପଟ୍ଟାମୁଣ୍ଡାଇ,୧୪ା୧୧(ସ୍ବ.ପ୍ର.): ସରକାରୀ ଦପ୍ତର ଘର ନିର୍ମାଣରେ ଫ୍ଲାଇଆସ୍ ଇଟା ବ୍ୟବହାର କରାଯିବ ବୋଲି ନିୟମ ରହିଛି। ଏଥିପାଇଁ ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ବିଲଡିଂ ବାଇ ଲ’ ଦିଆଯାଇଛି। ମାଟି ଇଟା ପୋଡ଼ିବା ଦ୍ୱାରା ସେହି ଧୂଆଁରେ ପରିବେଶ ପ୍ରଦୂଷିତ ହେଉଛି।...
କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ...
ରାଜନଗର,୧୪ା୧୧(ଡି.ଏନ.ଏ.): ଜାନୁୟାରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳରେ ରହୁଥିବା କୁମ୍ଭୀରଙ୍କ ବି ଗଣନା ହେବ। ସେଥିପାଇଁ ଏହି ୧୦ ଦିନ ଭିତରକନିକା...
Archives
Model This Week
ପିଲାଙ୍କ ଧରିତ୍ରୀ