କେନ୍ଦ୍ରାପଡ଼ା

୨୪ ଘଣ୍ଟା ସମାଧି ନେବା ଇଚ୍ଛା ଫସର ଫାଟିଲା

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: କେନ୍ଦ୍ରାପଡା ସହରରେ କ୍ରୀଡା ପ୍ରତିଭା ଦେଖାଉଥିବା କୋଲକତାର ସେକ୍‌ ଜୟିନୁଲ ୨୪ ଘଣ୍ଟା ଧରି ମାଟି ଭିତରେ ରହିବା ପ୍ରଚାର କରିଥିଲେ। ତେବେ ତାଙ୍କର ଏହି ଇଚ୍ଛା ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଫସର ଫାଟିଛି।...

ଅବହେଳିତ ଅବସ୍ଥାରେ ଡେରାବିଶ ବ୍ଲକର ୧୪ ନଂ. ଜୋନ୍‌

ଡେରାବିଶ,୧୩।୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ବ୍ଲକ ୧୪ ନଂ. ଜିଲା ପରିଷଦ ଜୋନ୍‌ ଅବହେଳିତ ଅବସ୍ଥାରେ ଥିବା ଶନିବାର ଭାଜପା ନେତୃମଣ୍ଡଳୀଙ୍କ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି। ଜିଲା ଭାଜପା ସଭାପତି କିଶୋର ଚନ୍ଦ୍ର ପଣ୍ଡାଙ୍କ...

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ମାଡ଼ମାରି ନୋଳା ବସାଇ ଦେଲେ

ଡେରାବିଶ,୧୩।୧୧ (ସ୍ବ.ପ୍ର.): ସରକାର ବିଭିନ୍ନ ଶିକ୍ଷାନୁଷ୍ଠାନ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ହେଲେ ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତିଙ୍କ ସ୍ବାମୀ ବାପା ଛେଉଣ୍ଡ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରି ତାଙ୍କ ଶରୀରର...

ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ପନିପରିବା ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୧୨ା୧୧: କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଶୀତଳଭଣ୍ଡାର ନାହିଁ। ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ଜିଲାରେ ଆଳୁ ମିଶନ ଫେଲ ମାରିଛି। ସେହିପରି ପନିପରିବା ଜିଲାରେ ଚାଷ ହେଉଥିଲେ ମଧ୍ୟ ବର୍ଷର ଅଧିକାଂଶ ସମୟ ବାହାର ରାଜ୍ୟର ବିଷାକ୍ତ...

ମରଣଯନ୍ତା ପାଲଟିଛି ପଟ୍ଟାମୁଣ୍ଡାଇ ଫୁଟ୍‌ପାଥ୍‌

ପଟ୍ଟାମୁଣ୍ଡାଇ, ୧୨ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍‌ଡିଭିଜନ ଅଧୀନରେ ଥିବା ରାସ୍ତାଗୁଡିକର ନିର୍ମାଣ ଓ ମରାମତି ପାଇଁ ଅର୍ଥ ଖର୍ଚ୍ଚ ହେଉଛି। କିନ୍ତୁ ପଟ୍ଟାମୁଣ୍ଡାଇ ବଜାର ରାସ୍ତା ବାଇପାସଠାରୁ ଡାକବଙ୍ଗଳା ପର୍ଯ୍ୟନ୍ତ ଫୁଟ୍‌ପାଥ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାକୁ...

ବୁଡ଼ିଥିବା ଜାହାଜ ଯୋଗୁ ହେଉଛି ବୋଟ୍‌ ଦୁର୍ଘଟଣା

ମହାକାଳପଡ଼ା,୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳର ହୁକିଟୋଲା ମୁହାଣ ମୁହଁର ଅନତି ଦୂରରେ ମାଦଳି ନିକଟରେ ଫରାସୀର ଏକ ପଣ୍ୟବାହୀ ଜାହାଜ ଭେଲଦା ୧୮୬୬/୬୭ ମସିହାରେ ବୁଡି ଯାଇଥିଲା। ଏହି ସମୟରେ ଓଡ଼ିଶାରେ ନଅଙ୍କ...

ଗରଦପୁର ବ୍ଲକରେ ଦୁର୍ନୀତି ଅଭିଯୋଗ

ପାଟକୁରା,୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ଏବେ ଦୁର୍ନୀତିର ଗନ୍ତାଘର ସାଜିଛି। ଉନ୍ନୟନ ଅର୍ଥର ବ୍ୟାପକ ହେରଫେର ହୋଇଛି। ଏପରି ଅଭିଯୋଗର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରୀୟ ମଧ୍ୟବିତ ପରିବାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ...

ପୁଣି ଦବିଲା ଲୁଣା ନଦୀବନ୍ଧ, ୭ ଗାଁରେ ଆତଙ୍କ

ଡେରାବିଶ,୧୧ା୧୧(ସ୍ବ.ପ୍ର.): ଲୁଣା-ଚିତ୍ରୋପତ୍ଳା ଦ୍ୱିପାଞ୍ଚଳରେ ଥିବା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଜଳପୋକ ପଞ୍ଚାୟତ ପକ୍ଷୋଟଠାରେ ଗତ ଶୁକ୍ରବାର ରାତିରେ ଲୁଣା ନଦୀବନ୍ଧର ଦକ୍ଷିଣ ପାର୍ଶ୍ୱରେ ୪୦ ଫୁଟ ନଦୀବନ୍ଧ ଦବି ଯାଇଥିଲା। ଗୁରୁବାର ଏହି ନଦୀବନ୍ଧ ଆହୁରି ୨ ଫୁଟ ଦବି...

ଗ୍ରୀନ୍‌, ୟେଲୋକୁ ଟପି ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୧୧ା୧୧: କେନ୍ଦ୍ରାପଡ଼ା ଜିଲାରେ ଦିନକୁଦିନ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ବାୟୁ ଗୁଣବତ୍ତା ସୂଚୀର ୨୨୫କୁ ଛୁଇଁ ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା...

ପରିବେଶର ଶତ୍ରୁ ବେଆଇନ ଇଟାଭାଟି

କେନ୍ଦ୍ରାପଡ଼ା ଅଫିସ,୧୦ା୧୧: ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ଇଟାଭାଟି ବଢ଼ି ଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ମାଟି ଇଟା ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି...

ଝିଅ ନ ମିଳିଲେ ଆତ୍ମହତ୍ୟା କରିବାକୁ ମା’ବାପାଙ୍କ ଚେତାବନୀ

ଆଳି,୯ା୧୧ (ଡି.ଏନ. ଏ. ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଜଣେ ଯୁବକ ମାସେ ହେବ ଅପହରଣ କରି ନେଇଛନ୍ତି। ଏହି ଘଟଣାକୁ କେନ୍ଦ୍ରକରି ନାବାଳିକାଙ୍କ ପରିବାର ପକ୍ଷରୁ ଯୁବକଙ୍କ ଘର ଉପରେ ଅତର୍କିତ ଆକ୍ରମଣ...

କ୍ଷେତକୁ ମିଳୁନି ପାଣି, ବାହାରିପାରୁନି ଧାନ ଥୋଡ଼

ମହାକାଳପଡ଼ା, ୯ା୧୧(ଡି.ଏନ.ଏ.): ଚାଷର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଚାଷୀମାନଙ୍କ ପାଖରେ ଏହିସବୁ ଯୋଜନା କିଭଳି କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଉଠିଛି ବଡ଼ ପ୍ରଶ୍ନ। କେନ୍ଦ୍ରାପଡ଼ା ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri