Advertisement

କେନ୍ଦୁଝର

ବିଦ୍ୟୁତ୍‌ ଟାୱାରରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…ବିଦ୍ୟୁତ୍‌ ଟାୱାରରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ବିଦ୍ୟୁତ୍‌ ଟାୱାରରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଧୀନ ପର୍ଜନପୁର ପଞ୍ଚାୟତ କଲଣ୍ଡା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକ ଜଣକ ଏକ…

1 month ago
‘ମାତୃଭାଷା ହିଁ ମନୁଷ୍ୟର ପ୍ରାଣ’‘ମାତୃଭାଷା ହିଁ ମନୁଷ୍ୟର ପ୍ରାଣ’

‘ମାତୃଭାଷା ହିଁ ମନୁଷ୍ୟର ପ୍ରାଣ’

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶୁକ୍ରବାର ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟବକ୍ତା ଭାବେ…

1 month ago
ପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତ

ପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତ

ପାଟଣା,୨୦।୨(ବୀରକିଶୋର ଦାସ): ଶୁକ୍ରବାର ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କେନ୍ଦୁଝର ଜିଲା ପାଟଣା ବ୍ଲକର ୧୨ଟି ପରୀକ୍ଷା କେନ୍ଦ୍ରରେ ଶାନ୍ତି ଶୃଙ୍ଖଳାର ସହ ପ୍ରଥମ ଦିନ ମାତୃଭାଷା…

1 month ago
ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ

ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ  ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ…

1 month ago
ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…

ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୨୦।୨: କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଅଦିନିଆ କାଳବୈଶାଖୀରେ ଉଜୁଡିଗଲା ଚାଷ ଜମି। ସ୍ଥିତି ଅନୁଧ୍ୟାନ କରିଛନ୍ତି ଭାଜପା କୃଷକ ମୋର୍ଚ୍ଚା…

1 month ago
ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସିମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର…

1 month ago
୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…

୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବର୍ନିମିତ ଆଶ୍ରମକୁ ଶନିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର…

1 month ago
ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…

ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…

ପାଟଣା,୧୯।୨(ବୀର କିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ଗାଁ ଭିତରକୁ ଖାଦ୍ୟ ଅନେୱଷଣରେ ଆସିଥିବା ଏକ ମାଈ ହରିଣକୁ ବୁଧବାର ବନ…

1 month ago
Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସVigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଆଗରେ…

1 month ago
ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ ବିଭାଗ…

1 month ago