କେନ୍ଦୁଝର

ଡାକ୍ତରୀମାଇନା ପାଇଁ ୧୨ ଘଣ୍ଟା ଅପେକ୍ଷା

କେନ୍ଦୁଝର,୨୨।୧(ସ୍ବ.ପ୍ର.): କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ଡାକ୍ତରୀମାଇନା ପାଇଁ ପୀଡ଼ିତାଙ୍କୁ ୧୨ଘଣ୍ଟା ଅପେକ୍ଷା କରିବାକୁ ପଡ଼ିଥିଲା। ଡାକ୍ତରଖାନାର ସୀମା…

2 years ago

ଟ୍ରକ୍‌ ଚୋରି ଅଭିଯୋଗରେ ୪ ଗିରଫ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝର ସଦରଥାନା ପୋଲିସ ଶନିବାର ଏକ ଟ୍ରକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଏମ୍‌ଡି ଶେହଜାଦା…

2 years ago

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଆମୁଣି ଗ୍ରାମରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

2 years ago

ସାମାଜିକ କର୍ମୀ ନୈନା ସାହୁ ମୃତ୍ୟୁ ମାମଲା: ମହିଳା କମିଶନର ଦ୍ୱାରସ୍ଥ ହେଲେ ପରିବାର ଲୋକେ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝରର ସାମାଜିକ କର୍ମୀ ରୋଜାଲିନ ସାହୁ (ନୈନା)ଙ୍କ ମୃତ୍ୟୁ ଦୁର୍ଘଟଣାଜନିତ ନୁହେଁ ବୋଲି ପରିବାର ଲୋକେ ଅଭିଯୋଗ କରି ନ୍ୟାୟ ପ୍ରଦାନ ଏବଂ ଦୋଷୀଙ୍କୁ ଦଣ୍ଡ…

2 years ago

ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ ୧୦ ଘଣ୍ଟା ଅପେକ୍ଷା

କେନ୍ଦୁଝର,୨୧ା୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଜଣେ ୩୭ ବର୍ଷୀୟା ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ଘଟଣାରେ ଡାକ୍ତରୀ ପରୀକ୍ଷା ପାଇଁ ପୀଡ଼ିତାଙ୍କୁ ୧୦ ଘଣ୍ଟା…

2 years ago

ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): ନିଜ ସହକର୍ମୀଙ୍କ ସହ ଗତ ୩୧ ତାରିଖ ରାତିରେ ଜିରୋ ନାଇଟ୍‌ ସେଲିବ୍ରେଶନ କରିଥିବା ଡାକ୍ତର ଶୁଭଶ୍ରୀ କରଙ୍କ ମୃତଦେହ ନୂଆବର୍ଷ ଦିନ ନିଜ ବାସଭବନରୁ…

2 years ago

ତୃଣମୂଳସ୍ତରରେ ଭାଜପାକୁ ମଜଭୁତ କର: କେନ୍ଦ୍ରମନ୍ତ୍ରୀ

ପାଟଣା,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ପଡ଼ିଆରେ ଶନିବାର ଭାଜପାର ନିର୍ବାଚନମଣ୍ଡଳୀସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ୍‌…

2 years ago

୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ…

2 years ago

ଭୀମକୁଣ୍ଡରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପାଟଣା/ଠାକୁରମୁଣ୍ଡା,୨୧ା୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ବାଲିଯୋଡ଼ି ମୌଜାସ୍ଥିତ ପ୍ରାଚୀନ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡଠାରେ ସାନ୍ତାଳୀ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

2 years ago

୨ ଡାକ୍ତରଖାନା ଦାୟିତ୍ୱରେ ଜଣେ ଅଧିକାରୀ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କର୍ମଚାରୀ ଅଭାବ ଆଳରେ କେନ୍ଦୁଝର ଜିଲାର ପଦ୍ମପୁର ଓ ବାଂଶପାଳ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଜଣେ ଡାକ୍ତର(ଅଧିକାରୀ)ଙ୍କୁ ନିଯୁକ୍ତ କରାଯାଇଛି। ଫଳରେ ରୋଗୀଙ୍କୁ…

2 years ago