Advertisement

କେନ୍ଦୁଝର

ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତରବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର

ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର/ଛେନାପଦି,୨୬।୪(ସୁଶାନ୍ତ କୁମାର ସାହୁ/ନିରାକାର ପରିଡା): ନନ୍ଦିପଦା ଥାନା ଅଧିନ ଜମ୍ଭରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀରୁ ଦୀର୍ଘଦିନ ଧରି ବେଆଇନ ବାଲିଉଠାଣ ହୋଇଆସୁଥିଲା ବେଳେ ମଙ୍ଗଳବାର…

5 days ago
ବାଲିଘାଟରେ ପୋଲିସକୁ ଅତର୍କିତ ଆକ୍ରମଣ,୨ କନ୍‌ଷ୍ଟେବଲ ଗୁରୁତରବାଲିଘାଟରେ ପୋଲିସକୁ ଅତର୍କିତ ଆକ୍ରମଣ,୨ କନ୍‌ଷ୍ଟେବଲ ଗୁରୁତର

ବାଲିଘାଟରେ ପୋଲିସକୁ ଅତର୍କିତ ଆକ୍ରମଣ,୨ କନ୍‌ଷ୍ଟେବଲ ଗୁରୁତର

ଛେନାପଦି,୨୫।୩(ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧୀନ ଜମ୍ଭିରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀ ବାଲିଘାଟରେ ପୋଲିସକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଚୋରା ବାଲି…

5 days ago
ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ପାଟଣା,୨୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥର ହାତୀବାରୀ ନିକଟରେ ଏକ ଟ୍ରକ ବାଇକ ଆରୋହୀଙ୍କୁ ଧକ୍କା…

6 days ago
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତରମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତର

ହାଟଡିହୀ,୨୫l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର- ଭଦ୍ରକ ୫୩ନଂ ରାଜ୍ୟ ରାଜପଥର ହାଟଡିହୀ ବ୍ଲକ ଅଣା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା…

6 days ago
ଆସନ୍ତା ମାସରୁ କେନ୍ଦୁଝରରେ କାର୍ଯ୍ୟକ୍ଷମ ହେବ କର୍କଟ ହସ୍ପିଟାଲଆସନ୍ତା ମାସରୁ କେନ୍ଦୁଝରରେ କାର୍ଯ୍ୟକ୍ଷମ ହେବ କର୍କଟ ହସ୍ପିଟାଲ

ଆସନ୍ତା ମାସରୁ କେନ୍ଦୁଝରରେ କାର୍ଯ୍ୟକ୍ଷମ ହେବ କର୍କଟ ହସ୍ପିଟାଲ

କେନ୍ଦୁଝର,୨୫ା୩: କେନ୍ଦୁଝର ଜିଲାରେ ଥିବା ବହୁ ପ୍ରତୀକ୍ଷିତ କର୍କଟ ହସ୍ପିଟାଲ୍ ବର୍ତ୍ତମାନ ନିର୍ମାଣର ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ୨୦୨୫ ଏପ୍ରିଲ୍ ମାସରୁ କାର୍ଯ୍ୟକ୍ଷମ ହେବ ବୋଲି…

6 days ago
ବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲାବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲା

ବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲା

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସିଲିଦାରେ ସୋମବାର ଅଭାବନୀୟ ଘଟଣା ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରର ପାଣି ବାଲଟିରେ ବୁଡି ମତ୍ୟୁ…

6 days ago
ବାଲ୍ୟବିବାହ କରିଥିବା ନାବାଳିକାଙ୍କୁ ଉଦ୍ଧାର କଲା ପ୍ରଶାସନବାଲ୍ୟବିବାହ କରିଥିବା ନାବାଳିକାଙ୍କୁ ଉଦ୍ଧାର କଲା ପ୍ରଶାସନ

ବାଲ୍ୟବିବାହ କରିଥିବା ନାବାଳିକାଙ୍କୁ ଉଦ୍ଧାର କଲା ପ୍ରଶାସନ

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପ୍ରଶାସନ ସୋମବାର ଏକ ବାଲ୍ୟବିବାହ ହୋଇଥିବା ଜଣେ ୧୫ବର୍ଷ ନାବାଳିକାଙ୍କୁ ଉଦ୍ଧାର କରିଛି। ସୂଚନା ଯେ, କଣ୍ଟି ଆପଡ଼ା…

6 days ago
ହତ୍ୟାକାରୀଙ୍କୁ ୭ବର୍ଷ ଜେଲହତ୍ୟାକାରୀଙ୍କୁ ୭ବର୍ଷ ଜେଲ

ହତ୍ୟାକାରୀଙ୍କୁ ୭ବର୍ଷ ଜେଲ

କେନ୍ଦୁଝର,୨୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ହତ୍ୟା ମାମଲାରେ ବିଚାର କରି କେନ୍ଦୁଝର ଏଡିଜେ ମମିତା ଦାସ ଦୈତାରୀ ଗ୍ରାମର ଅଭିଯୁକ୍ତ ସୁନାରାମ ମାଝୀ(୩୫)ଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡରେ…

6 days ago
ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତିମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା ସମବାୟ…

1 week ago
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…

କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ…

1 week ago