Advertisement

କେନ୍ଦୁଝର

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଅପରାଧୀ ହେବେ ସାବାଡ଼: ବୁଲିବ ବାଇକ୍‌ ପିସିଆର୍‌ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଅପରାଧୀ ହେବେ ସାବାଡ଼: ବୁଲିବ ବାଇକ୍‌ ପିସିଆର୍‌

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଅପରାଧୀ ହେବେ ସାବାଡ଼: ବୁଲିବ ବାଇକ୍‌ ପିସିଆର୍‌

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝରରେ ବଢୁଛି ଅପରାଧ। ଯେଉଁ ଜାଗାକୁ ପିସିଆର୍‌ ଭ୍ୟାନ୍‌ ଯାଇପାରିବ ନାହିଁ ସେଇଭଳି ଜାଗାରେ ଅପରାଧ ଭିଆଉଛନ୍ତି ଅପରାଧୀ। ଏହାକୁ…

6 months ago
ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…

ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…

ପାଟଣା,୧୧।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ରାଇଡ଼ିହା ପଞ୍ଚାୟତ ହରିଡ଼ା ଗୋଠ ଗ୍ରାମର ଜଣେ ୮ବର୍ଷର ଶିଶୁ ପୁତ୍ରଙ୍କ ସୋମବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା…

6 months ago
ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତାଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୧୩…

6 months ago
ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପିପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ବିଶ୍ବବିଦ୍ୟାଳୟର…

6 months ago
ଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ

ଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ

କେନ୍ଦୁଝର/ଆନନ୍ଦପୁର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ ସାହୁ): କେନ୍ଦୁଝର ଜିଲା ଘଷିପୁରା ଥାନା ନଦିଆଁ ଗ୍ରାମରେ ରବିବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ଡମ୍ପର ଚଢ଼ାଇ…

6 months ago
ଅଧାରେ ରହିଲା କଟା ଗଛର ମୂଳ ଗଣତିଅଧାରେ ରହିଲା କଟା ଗଛର ମୂଳ ଗଣତି

ଅଧାରେ ରହିଲା କଟା ଗଛର ମୂଳ ଗଣତି

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ କାଳିକାପ୍ରସାଦ ବିଟ୍‌ ଅଧୀନସ୍ଥ କୃଷ୍ଣପୁର ସଂରକ୍ଷିତ ଜଙ୍ଗଲରେ ବେଆଇନ ଗଛ କଟା ଅଭିଯୋଗ ପରେ ବନ ବିଭାଗ ପକ୍ଷରୁ…

6 months ago
ସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟ

ସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟ

କେନ୍ଦୁଝର/ଯୋଡ଼ା,୧୦।୧୧: (ମାନସ ମହାନ୍ତି/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ନୟାଗଡ଼ ପଞ୍ଚାୟତ କୋଟୁପାଲି ଗାଁରେ ସ୍ଲରି ପାଇପ୍‌ ଲାଇନ କୌଣସି କାରଣରୁ ଫାଟିଯାଇଛି। ଫଳରେ…

6 months ago
ଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକ

ଇଞ୍ଜିନିୟରିଂ କଲେଜରେ ର଼୍ୟାଗିଂ ଅଭିଯୋଗ: ଜୁନିୟର ଛାତ୍ରଙ୍କୁ ଆକ୍ରମଣ କଲେ ସିନିୟର, ୫ ଅଟକ

କେନ୍ଦୁଝର,୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରି କଲେଜ(ଜିସିଇ)ରେ ମାଇନିଂ ଇଞ୍ଜିନିୟରିଂ ବିଭାଗର ଜଣେ ଜୁନିୟର ଛାତ୍ରଙ୍କୁ ଉକ୍ତ ବିଭାଗର ସିନିୟର ଛାତ୍ରମାନେ ଆକ୍ରମଣ କରି…

6 months ago
ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର ଛାତ୍ର…

6 months ago
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।…

6 months ago