Advertisement

କେନ୍ଦୁଝର

ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନ

ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନ

ହାଟଡିହୀ,୧୮l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଖାଉଥିବା ସମୟରେ ମାଟିକାନ୍ଥ ଭୁଶୁଡି ପଡିବାରୁ ଗ୍ରାମର ବିଷ୍ଣୁ ପ୍ରସାଦ…

2 weeks ago
ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୪ା୩: ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ…

2 weeks ago
ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି ଘଟଣା: ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି ଘଟଣା: ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି ଘଟଣା: ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ) : ଗତ ୨୦୨୪ ନଭେମ୍ବର ୧୦ ତାରିଖ ମଧ୍ୟ ରାତ୍ରୀରେ କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବୋଦାପଳସା ଗ୍ରାମର ଆରାଧ୍ୟ ଶ୍ରୀଚନ୍ଦ୍ରଶେଖର…

2 weeks ago
ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତ

ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତ

ପାଟଣା,୧୭।୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷୀରେଇ ଟାଙ୍ଗିରୀ ସେକ୍ସନ ୪୯ନମ୍ବର ଜାତୀୟ ରାଜପଥ ହାତୀ ବାରୀ ଗ୍ରାମ୍ୟ ଜଙ୍ଗଲରେ ସୋମବାର ରାତିରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି।…

2 weeks ago
୩ ବର୍ଷର ଶିଶୁର ଅସାଧାରଣ ପ୍ରତିଭା:ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଦେବ୍ୟାଂଶ୩ ବର୍ଷର ଶିଶୁର ଅସାଧାରଣ ପ୍ରତିଭା:ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଦେବ୍ୟାଂଶ

୩ ବର୍ଷର ଶିଶୁର ଅସାଧାରଣ ପ୍ରତିଭା:ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଦେବ୍ୟାଂଶ

ପାଟଣା,୧୭୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଶ୍ରୀ ବିଦ୍ୟା ବାଟିକାରେ ଅଧ୍ୟୟନ କରୁଥିବା ତୁରୁମୁଙ୍ଗା ଗ୍ରାମର ଦେବେଶ ସାହୁ ଏବଂ ରୋଜାଲିନ ବେହେରାଙ୍କ ୩ ବର୍ଷର…

2 weeks ago
ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ

ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍‌ବ ପରିମିତ ଜମିରେ ହରିହରାନନ୍ଦ…

2 weeks ago
ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତିହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି

ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି

ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ ରବିବାର…

2 weeks ago
ପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧିପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧି

ପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧି

ପାଟଣା ୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ହୋଲି ପର୍ବ ପାଇଁ ଶନିବାର ଉତ୍ସବମୁଖର ହୋଇଉଠିଛି। ଦିନ ୧୨ଟା ପର୍ଯ୍ୟନ୍ତ ରଙ୍ଗର…

2 weeks ago
ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ

ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ

କେନ୍ଦୁଝର,୧୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ହୋଲି ଧୁମଧାମରେ ପାଳନ ହୋଇଥିବା ବେଳେ କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣାଘଟିଛି। ଶନିବାର ସକାଳେ ଚମ୍ପୁଆ ଥାନା…

2 weeks ago
ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ

ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ

ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାଧା କୃଷ୍ଣଙ୍କ ଦୋଳ ପୂର୍ଣ୍ଣିମା ଓ ହୋଲି ଉତ୍ସବ ସମ୍ପନ୍ନ ହୋଇଛି। ଏହି ବ୍ଲକ ବଡ଼…

2 weeks ago