କେନ୍ଦୁଝର

ଲୁହା ଆଙ୍ଗେଲ ଚୋରି ଘଟଣା: ଦୁଇ ଗିରଫ

ଯୋଡ଼ା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପୂର୍ବ ଯୋଡ଼ାସ୍ଥିତ ଟିସ୍କୋ କଲୋନୀରେ ଘର କାମ ପାଇଁ ରଖାଯାଇଥିବା ୩୪ଟି ଲୁହା ଆଙ୍ଗେଲ ଚୋରି କରିଥିବା ଅଭିଯୋଗରେ ପୋଲିସ ୨ ଅଭିଯୁକ୍ତଙ୍କୁ…

5 years ago

ବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପାଟଣା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧ୍ୟକ୍ଷ ପଦ ଦୀର୍ଘଦିନ ଖାଲି ପଡ଼ିବା ପରେ ବୁଧବାର ଆନୁଷ୍ଠାନିକ ଭାବେ ନିର୍ବାଚନ ଅନୁଷ୍ଠିତ ହୋଇଛି। ବ୍ଲକର ମୋଟ୍‌ ୨୦…

5 years ago

ଢେଙ୍କିକୋଟ ଲ୍ୟାମ୍ପରେ ଧାନକିଣା ଆରମ୍ଭ

ଢେଙ୍କିକୋଟ, ୧୮ା୧୨(ଡି.ଏନ୍‌.ଏ.)- ଘଟଗାଁ ବ୍ଲକର ଅଗ୍ରଣୀ ଢେଙ୍କିକୋଟ ଲ୍ୟାମ୍ପରେ ମଙ୍ଗଳବାର ପୂର୍ବାହ୍ନ ୧୧ଟାବେଳେ ଚାଷୀମାନଙ୍କଠାରୁ ଧାନ କିଣା ଆରମ୍ଭ ହୋଇଛଇ। ଲ୍ୟାମ୍ପର ସଭାପତି ଈଶ୍ୱର ଚନ୍ଦ୍ର ନାୟକ,…

5 years ago

ଧନଞ୍ଜୟଙ୍କ ରାଜ୍ୟାଭିଷେକ

କେନ୍ଦୁଝର, ୧୮ା୧୨(ଡି.ଏନ୍‌.ଏ.)-ପିତା ଅନନ୍ତ ନାରାୟଣ ଭଞ୍ଜଦେଓଙ୍କ ପରଲୋକ ପରେ କେନ୍ଦୁଝରର ୪୯ତମ ନୂତନ ରାଜା ଭାବେ ଅଭିଷେକ ହୋଇଥିବା ଧନଞ୍ଜୟ ନାରାୟଣ ଭଞ୍ଜଦେଓ ସୋମବାର ଠାକୁରଙ୍କୁ ଦର୍ଶନ…

5 years ago

ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ଘସିପୁରା, ୧୮।୧୨ (ଡି.ଏନ.ଏ.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ନ ଆସିବାରୁ ମଙ୍ଗଳବାର ଜଣେ ଗରିବ ଆଦିବାସୀ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ହେଲେ ଘସିପୁରା…

5 years ago

ପାଣିରେ ବୁଡି ଶିଶୁ ମୃତ

ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି।…

5 years ago

ତାଲା ଭାଙ୍ଗି ସୁନା ଅଳଙ୍କାର ଚୋରି: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଯୋଡ଼ା,୧୬।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ଆଜାଦ ବସ୍ତିଠାରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ଘରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ…

5 years ago

ବିଭିନ୍ନ ଦାବି ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ ୬ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ ନବନିର୍ମାଣ…

5 years ago

ହଦଗଡ ଜବାହର ନବୋଦୟ ବିଦ୍ୟାଳୟ: ହେଉନି ଭିତ୍ତିଭୂମିର ବିକାଶ

ହାଟଡିହୀ,୧୬ା୧୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ବଣପାହାଡ ଘେରାରେ ଜବାହର ନବୋଦୟ ବିଦ୍ୟାଳୟ ୧୯୮୬ରେ ଆରମ୍ଭ ହେବାପରଠାରୁ ବିଭିନ୍ନ ସମସ୍ୟା ନେଇ ଗତି କରିଚାଲିଛି। ଏହି…

5 years ago

ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ: ପୋଲିସ-ଜନତା ମୁହାଁମୁହିଁ

ଆନନ୍ଦପୁର,୧୫।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସିଂଡୋଭ ଗ୍ରାମବାସୀ ବଞ୍ଚୋ ବାଲିଘାଟରୁ ଗ୍ରାମରାସ୍ତାରେ ବେଆଇନ ଭାବେ ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ କରି…

5 years ago